Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 14:5 - ପବିତ୍ର ବାଇବଲ

5 ଗୋଟିଏ ପଥର ଉତ୍ତର ଦିଗସ୍ଥ, ଉତ୍ତର ଆଡ଼କୁ ମି‌କ୍‌ମସ୍ ଆଡ଼କୁ ଏବଂ ଅନ୍ୟ ପଥରଟି ଦକ୍ଷିଣସ୍ଥ ଗେବା ଆଡ଼କୁ ମୁହାଁଇଥିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ତହିଁ ମଧ୍ୟରୁ ଏକ ସ୍ତମ୍ଭାକାର ଦ; ଉତ୍ତରଆଡ଼ ମିକ୍ମସ୍ର ଅଭିମୁଖରେ ଓ ଅନ୍ୟଟି ଦକ୍ଷିଣ ଆଡ଼େ ଗେବା ଅଭିମୁଖରେ ଥିଲା।

Gade chapit la Kopi

ଓଡିଆ ବାଇବେଲ

5 ତହିଁ ମଧ୍ୟରୁ ଏକ ସ୍ତମ୍ଭାକାର ଦନ୍ତ ଉତ୍ତରଆଡ଼ ମିକ୍‍ମସ୍‍ର ଅଭିମୁଖରେ ଓ ଅନ୍ୟଟି ଦକ୍ଷିଣ ଆଡ଼େ ଗେବା ଅଭିମୁଖରେ ଥିଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ତହିଁ ମଧ୍ୟରୁ ଏକ ସ୍ତମ୍ଭାକାର ଦନ୍ତ ଉତ୍ତର ଆଡ଼ ମିକ୍‍ମସ୍‍ର ଅଭିମୁଖରେ ଓ ଅନ୍ୟଟି ଦକ୍ଷିଣ ଆଡ଼େ ଗେବା ଅଭିମୁଖରେ ଥିଲା।

Gade chapit la Kopi




1 ଶାମୁୟେଲ 14:5
10 Referans Kwoze  

ଯୋନାଥନ ଗେବାସ୍ଥିତ ପଲେଷ୍ଟୀୟ ପ୍ରହରୀ ସୈନ୍ୟଦଳକୁ ସଂହାର କରନ୍ତେ, ପଲେଷ୍ଟୀୟମାନେ ତାହା ଶୁଣି କହିଲେ, “ଏବ୍ରୀୟ ଲୋକମାନେ ବିଦ୍ରୋହ କରିଛନ୍ତି।” ଶାଉଲ କହିଲେ, “ଏବ୍ରୀୟ ଲୋକମାନେ ଶୁଣନ୍ତୁ” ଏହା ତୂରୀ ବଜାଇ ସର୍ବତ୍ର କହି ପଠାଇଲେ।


ଏ ସମୟରେ ପଲେଷ୍ଟୀୟ ସୈନ୍ୟଦଳ ମି‌କ୍‌ମସ୍ ଘାଟୀକୁ ଜଗିବାକୁ ଗଲେ।


ଯୋନାଥନ ସିଧା ରାସ୍ତାଦେଇ ପଲେଷ୍ଟୀୟ ଶିବିରକୁ ଯିବାକୁ ଯୋଜନା କଲେ ସେ ରାସ୍ତାର ଉଭୟ ପାର୍ଶ୍ୱରେ ବଡ଼ ବଡ଼ ପଥରସବୁ ଥିଲା। ଘାଟୀର ଏକ ପାର୍ଶ୍ୱରେ ବୋ‌ତ୍‌ସେସ୍ ନାମକ ଏବଂ ଅନ୍ୟ ପାର୍ଶ୍ୱରେ ସେନି ନାମକ ଶିଳାଖଣ୍ତ ଥିଲା।


ଯୋନାଥନ ତାଙ୍କ ଆଜ୍ଞାକାରୀ ଯୁବକଙ୍କୁ ଯିଏ ଅସ୍ତ୍ର ଶସ୍ତ୍ର ବୋହିଥାଏ ତାକୁ କହିଲେ, “ଆସ, ଆମ୍ଭେ ବିଦେଶୀଙ୍କର ଶିବିର ଆଡ଼କୁ ଯିବା। ସଦାପ୍ରଭୁ ଆମ୍ଭମାନଙ୍କୁ ବ୍ୟବହାର କରି ସେମାନଙ୍କୁ ପରାସ୍ତ କରି ପାରନ୍ତି, ଯେହେତୁ ଆମ୍ଭେ ଅଳ୍ପ ବା ବେଶୀ ସୈନ୍ୟ ହେଉ ଆମ୍ଭମାନଙ୍କୁ ରକ୍ଷା କରିବାରେ ସଦାପ୍ରଭୁଙ୍କୁ କେହି ଅଟକାଇ ପାରିବ ନାହିଁ।”


ପୁଣି ସେଦିନ ଇସ୍ରାଏଲୀୟମାନେ ପଲେଷ୍ଟୀୟଙ୍କୁ ପରାସ୍ତ କଲେ। ସେମାନେ ମି‌କ୍‌ମ‌‌‌ସ୍‌ଠାରୁ ଅୟାଲୋନ ପର୍ଯ୍ୟନ୍ତ ପଲେଷ୍ଟୀୟମାନଙ୍କ ସହ ଯୁଦ୍ଧ କଲେ। ତେଣୁ ସେମାନେ କ୍ଳାନ୍ତ ଓ କ୍ଷୁଧିତ ହୋଇପଡ଼ିଲେ।


ଶାଉଲ ଇସ୍ରାଏଲରୁ 3,000 ପୁରୁଷମାନଙ୍କୁ ନିର୍ବାଚିତ କଲେ। ଏମାନଙ୍କ ମଧ୍ୟରୁ 2,000 ମି‌କ୍‌ମ‌ସ୍‌ରେ ବୈଥେ‌ଲ୍‌ର ପାର୍ବତ୍ୟ ଅଞ୍ଚଳରେ ଶାଉଲଙ୍କ ସହ ରହିଲେ। ଏବଂ 1,000 ଗିବିୟାର ଯୋନାଥନ ସହିତ ବିନ୍ୟାମୀନର ଭୂମିରେ ଅବଶିଷ୍ଟ ରହିଲେ। ସେ ଅବଶିଷ୍ଟ ସୈନ୍ୟମାନଙ୍କୁ ଆପଣା ଗୃହକୁ ପ୍ରତ୍ୟାବର୍ତ୍ତନ କରିବାକୁ ଆଦେଶ ଦେଲେ।


ଶାମୁୟେଲ କହିଲେ, “ତୁମ୍ଭେ ଏ କ’ଣ କଲ?” ଶାଉଲ କହିଲେ, “ମୁଁ ଦେଖୁଛି ସୈନିକମାନେ ମୋତେ ତ୍ୟାଗ କରୁଛନ୍ତି ପୁଣି ନିରୂପିତ ସମୟ ମଧ୍ୟରେ ତୁମ୍ଭେ ଆସିଲ ନାହିଁ ଏବଂ ପଲେଷ୍ଟୀୟମାନେ ମି‌କ୍‌ମ‌ସ୍‌ରେ ଏକଜୁଟ ହୋଇଛନ୍ତି।


ଅନ୍ୟ ନଅ ଜଣ ପୁତ୍ର ହେଲେ: ଯିଭର, ଇଲୀଶାମା, ଇଲୀଫେଲଟ୍, ନୋଗହ, ନେଫଗ୍, ଯାଫୀୟ, ଇଲୀୟାଦା, ଇଲୀଶାମା ଓ ଇଲୀଫେଲଟ୍।


ସୈନ୍ୟବାହିନୀ “ଅୟାତରେ” ପ୍ରବେଶ କରିବେ। ସେମାନେ “ମିଗ୍ରୋଣ ଖଳା” ମଧ୍ୟଦେଇ ଯିବେ ଓ “ମି‌କ୍‌ମ‌‌ସରେ” ଗନ୍ତାଘରେ ଖାଦ୍ୟ ସାମଗ୍ରୀ ଗଚ୍ଛିତ ରଖିବେ।


ସେମାନେ “ଘାଟି” ନିକଟରେ ନଦୀ ଅତିକ୍ରମ କରିବେ। ସେମାନେ ଗେବାରେ ଶୟନ କରିବେ। ରାମା କମ୍ପିତ ହେବ। ଶାଉଲର ଗିବିୟାରେ ଲୋକମାନେ ପଳାୟନ କରିବେ।


Swiv nou:

Piblisite


Piblisite