Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 14:51 - ପବିତ୍ର ବାଇବଲ

51 ଶାଉଲଙ୍କ ପିତା କୀଶ୍ ଓ ଅ‌ବ୍‌ନରର ପିତା ନର, ଏ ଦୁହେଁ ଅବୀୟେଲର ପୁତ୍ର ଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

51 ଆଉ ଶାଉଲଙ୍କର ପିତା କୀଶ୍ ଓ ଅବ୍ନରର ପିତା ନର, ଏ ଦୁହେଁ ଅବୀୟେଲର ପୁତ୍ର ଥିଲେ।

Gade chapit la Kopi

ଓଡିଆ ବାଇବେଲ

51 ଆଉ ଶାଉଲଙ୍କର ପିତା କୀଶ୍‍ ଓ ଅବ୍‍ନରର ପିତା ନେର୍‍, ଏ ଦୁହେଁ ଅବୀୟେଲର ପୁତ୍ର ଥିଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

51 ଆଉ ଶାଉଲଙ୍କର ପିତା କୀଶ୍‍ ଓ ଅବ୍‍ନରର ପିତା ନେର୍‍, ଏ ଦୁହେଁ ଅବୀୟେଲର ପୁତ୍ର ଥିଲେ।

Gade chapit la Kopi




1 ଶାମୁୟେଲ 14:51
4 Referans Kwoze  

ସେହି ସମୟରେ ବିନ୍ୟାମୀନବଂଶୀୟ କୀଶ୍ ନାମକ ଜଣେ ମହତ୍ତ୍ୱପୂର୍ଣ୍ଣ ବ୍ୟକ୍ତି ଥିଲେ। ସେ ଅବୀୟଲର ପୁତ୍ର ଥିଲେ, ଯିଏ କି ସରୋରର ପୁତ୍ର ଥିଲା, ଯିଏ କି ବଖୋରତର ପୁତ୍ର ଥିଲା, ଯିଏ କି ବିନ୍ୟାମୀନୀୟ ଅଫୀହର ପୁତ୍ର ଥିଲା।


ଶାଉଲ ଉତ୍ତର ଦେଲେ, “ମୁଁ ବିନ୍ୟାମୀନ ବଂଶର ସଦସ୍ୟ ଅଟେ। ଏହା ଇସ୍ରାଏଲର ଏକ ଛୋଟ ପରିବାରବର୍ଗ। ଆପଣ କାହିଁକି କହୁଛନ୍ତି ଇସ୍ରାଏଲୀୟମାନେ ମୋତେ ଗ୍ଭହାନ୍ତି?”


ଶାଉଲଙ୍କ ସ୍ତ୍ରୀଙ୍କ ନାମ ଅହୀନୋୟମ୍, ସେ ଅହୀମାସର କନ୍ୟା। ଏବଂ ତାଙ୍କ ସେନାପତି ଅ‌ବ୍‌ନର ନରର ପୁତ୍ର ଥିଲେ। ନର ଶାଉଲଙ୍କ କକା ଥିଲେ।


ଦାଉଦ ଶାଉଲଙ୍କର ଛାଉଣି ସ୍ଥାନକୁ ଆସିଲେ, ଆଉ ଦାଉଦ ଶାଉଲଙ୍କର ଓ ତାଙ୍କର ସେନାପତି, ନରର ପୁତ୍ର ଅ‌‌ବ୍‌‌ନରର ଶୋଇବା ଜାଗା ଦେଖିଲେ। ଶାଉଲ ସେନା ଛାଉଣିର ମଧ୍ୟ ଭାଗରେ ଶୋଇଥିଲେ। ସୈନ୍ୟମାନେ ତାଙ୍କୁ ବେଢ଼ି ରହିଥିଲେ।


Swiv nou:

Piblisite


Piblisite