1 ଶାମୁୟେଲ 15:1 - ପବିତ୍ର ବାଇବଲ1 ଥରେ ଶାମୁୟେଲ ଶାଉଲଙ୍କୁ କହିଲେ, “ସଦାପ୍ରଭୁ ମୋତେ ରାଜପଦରେ ତୁମ୍ଭକୁ ଅଭିଷେକ କରିବା ପାଇଁ ପଠାଇଥିଲେ। ବର୍ତ୍ତମାନ ସଦାପ୍ରଭୁଙ୍କ ବାର୍ତ୍ତା ଶୁଣ। Gade chapit laପବିତ୍ର ବାଇବଲ (Re-edited) - (BSI)1 ଅନନ୍ତର ଶାମୁୟେଲ ଶାଉଲଙ୍କୁ କହିଲେ, ସଦାପ୍ରଭୁ ଆପଣା ଲୋକ ଇସ୍ରାଏଲ ଉପରେ ତୁମ୍ଭକୁ ରାଜପଦରେ ଅଭିଷେକ କରିବା ପାଇଁ ମୋତେ ପଠାଇଥିଲେ; ଏଣୁ ଏବେ ତୁମ୍ଭେ ସଦାପ୍ରଭୁଙ୍କ ବାକ୍ୟର ରବ ଶୁଣ। Gade chapit laଓଡିଆ ବାଇବେଲ1 ଏଥିଉତ୍ତାରେ ଶାମୁୟେଲ ଶାଉଲଙ୍କୁ କହିଲେ, ସଦାପ୍ରଭୁ ଆପଣା ଲୋକ ଇସ୍ରାଏଲ ଉପରେ ତୁମ୍ଭକୁ ରାଜପଦରେ ଅଭିଷେକ କରିବା ପାଇଁ ମୋତେ ପଠାଇଥିଲେ; ଏଣୁ ଏବେ ତୁମ୍ଭେ ସଦାପ୍ରଭୁଙ୍କ ବାକ୍ୟର ରବ ଶୁଣ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଏଥିଉତ୍ତାରେ ଶାମୁୟେଲ ଶାଉଲଙ୍କୁ କହିଲେ, “ସଦାପ୍ରଭୁ ଆପଣା ଲୋକ ଇସ୍ରାଏଲ ଉପରେ ତୁମ୍ଭକୁ ରାଜପଦରେ ଅଭିଷେକ କରିବା ପାଇଁ ମୋତେ ପଠାଇଥିଲେ; ଏଣୁ ଏବେ ତୁମ୍ଭେ ସଦାପ୍ରଭୁଙ୍କ ବାକ୍ୟର ରବ ଶୁଣ। Gade chapit la |
ଶାମୁୟେଲ ଏକ ସ୍ୱତନ୍ତ୍ର ତୈଳପାତ୍ର ନେଇ ଶାଉଲଙ୍କ ମସ୍ତକରେ ତାହା ଢାଳିଲେ ଓ ତାଙ୍କୁ ଚୁମ୍ବନ କରି କହିଲେ, “ସଦାପ୍ରଭୁ ତାଙ୍କ ଲୋକମାନଙ୍କର ନେତା ହେବା ପାଇଁ ତୁମ୍ଭକୁ ଅଭିଷିକ୍ତ କରିଛନ୍ତି। ତୁମ୍ଭେ ତାଙ୍କର ଲୋକମାନଙ୍କୁ ନିମନ୍ତ୍ରଣ କରିବ। ତୁମ୍ଭେ ସେମାନଙ୍କର ଚତୁର୍ଦ୍ଦିଗର ଶତ୍ରୁମାନଙ୍କଠାରୁ ରକ୍ଷା କରିବ। ସଦାପ୍ରଭୁ ତୁମ୍ଭକୁ ନେତା ହେବା ପାଇଁ ଅଭିଷିକ୍ତ କରିଛନ୍ତି। ଏ ଚିହ୍ନ ଏହାର ସତ୍ୟତା ପ୍ରତିପାଦନ କରିବ।