Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 15:12 - ପବିତ୍ର ବାଇବଲ

12 ଶାମୁୟେଲ ତା’ ପରଦିନ ପ୍ରତ୍ୟୁଷରୁ ଶାଉଲଙ୍କୁ ସାକ୍ଷାତ କରିବା ପାଇଁ ତାଙ୍କ ରାସ୍ତାରେ ଗଲେ। ଲୋକମାନେ ଶାମୁୟେଲଙ୍କୁ କହିଲେ, “ଶାଉଲ ଯିହୁଦାର କର୍ମିଲ୍ ସହରକୁ ଆସିଥିଲେ। ଶାଉଲ ସେଠାକୁ ତାଙ୍କ ସମ୍ମାନାର୍ଥେ ପ୍ରସ୍ତର ସ୍ତମ୍ଭ ନିର୍ମାଣ କରିବାକୁ ଗଲେ। ଶାଉଲ ସବୁଆଡ଼େ ଯାତ୍ରା କରି ସାରିବା ପରେ ଗି‌ଲ୍‌ଗ‌ଲ୍‌ରେ ପହଞ୍ଚିଲେ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ପୁଣି ଶାମୁୟେଲ ଶାଉଲଙ୍କ ସହିତ ପ୍ରଭାତରେ ସାକ୍ଷାତ କରିବା ପାଇଁ ଶୀଘ୍ର ଉଠିଲେ, ତହୁଁ ଶାମୁୟେଲଙ୍କୁ ଏହି ସମ୍ଵାଦ ଦିଆଗଲା ଯେ, ଶାଉଲ କର୍ମିଲକୁ ଆସିଥିଲେ, ଆଉ ଦେଖ, ସେ ଆପଣା ପାଇଁ ଜୟସ୍ତମ୍ଭ ସ୍ଥାପନ କରି ସେଠାରୁ ଫେରି, ପ୍ରସ୍ଥାନ କରି ଗିଲ୍ଗଲ୍‍କୁ ବାହାରି ଯାଇଅଛନ୍ତି।

Gade chapit la Kopi

ଓଡିଆ ବାଇବେଲ

12 ପୁଣି, ଶାମୁୟେଲ ଶାଉଲଙ୍କ ସହିତ ପ୍ରଭାତରେ ସାକ୍ଷାତ କରିବା ପାଇଁ ଶୀଘ୍ର ଉଠିଲେ, ତହୁଁ ଶାମୁୟେଲଙ୍କୁ ଏହି ସମ୍ବାଦ ଦିଆଗଲା ଯେ, ଶାଉଲ କର୍ମିଲକୁ ଆସିଥିଲେ, ଆଉ ଦେଖ, ସେ ଆପଣା ପାଇଁ ଜୟସ୍ତମ୍ଭ ସ୍ଥାପନ କରି ସେଠାରୁ ଫେରି, ପ୍ରସ୍ଥାନ କରି ଗିଲ୍‍ଗଲ୍‍କୁ ବାହାରି ଯାଇଅଛନ୍ତି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ପୁଣି, ଶାମୁୟେଲ ଶାଉଲଙ୍କ ସହିତ ପ୍ରଭାତରେ ସାକ୍ଷାତ କରିବା ପାଇଁ ଶୀଘ୍ର ଉଠିଲେ, ତହୁଁ ଶାମୁୟେଲଙ୍କୁ ଏହି ସମ୍ବାଦ ଦିଆଗଲା ଯେ, “ଶାଉଲ କର୍ମିଲକୁ ଆସିଥିଲେ, ଆଉ ଦେଖ, ସେ ଆପଣା ପାଇଁ ଜୟସ୍ତମ୍ଭ ସ୍ଥାପନ କରି ସେଠାରୁ ଫେରି, ପ୍ରସ୍ଥାନ କରି ଗିଲ୍‍ଗଲ୍‍କୁ ବାହାରି ଯାଇଅଛନ୍ତି।”

Gade chapit la Kopi




1 ଶାମୁୟେଲ 15:12
12 Referans Kwoze  

ଯିହୁଦାର ଲୋକମାନଙ୍କୁ ମଧ୍ୟ ଏହି ସହରଗୁଡ଼ିକ ଦିଆଗଲା। ସେଗୁଡ଼ିକ ହେଲା, ମାୟୋନ୍ କର୍ମିଲ୍, ସୀପ୍, ଯୁଟା,


ଅବଶାଲୋମ ବଞ୍ଚିଥିବା ବେଳେ ରାଜାଙ୍କର ଉପତ୍ୟକାରେ ଏକ ସ୍ତମ୍ଭ ନିର୍ମାଣ କରିଥିଲେ। ସେ କହିଲେ, “ମୋର ନାମକୁ ଜୀବିତ ରଖିବା ପାଇଁ ମୋର ପୁତ୍ର ନାହିଁ। ସେଥିପାଇଁ ସେ ତାଙ୍କର ସ୍ମୃତିଫଳକ ରଖିବା ପାଇଁ ସ୍ଥାପନ କଲେ ଓ ତାଙ୍କ ନିଜ ନାମ ରଖିଲେ।” ସେହି ନାମ ଅଦ୍ୟପି “ଅବଶାଲୋମର ସମାଧି ସ୍ତୁପ” ରହିଅଛି।


ମାୟୋନରେ ଜଣେ ଧନି ଲୋକ ବାସ କରୁଥିଲେ। ତାଙ୍କର 3,000 ମେଣ୍ଢା ଏବଂ 1,000 ଛେଳି ଥିଲା। ସେ ଲୋକ ଜଣକ କର୍ମିଲକୁ ମେଣ୍ଢାମାନଙ୍କର ଲୋମ କାଟିବାକୁ ଯାଇଥିଲା।


ତେଣୁ ରାଜା ଆହାବ ଭୋଜନ ନିମନ୍ତେ ଗଲେ। ଏଲିୟ କର୍ମିଲ ପର୍ବତର ଉପରକୁ ଚଢ଼ିଲେ ଆଶାରେ ପଡ଼ିଲେ ଏବଂ ଆପଣା ଆଣ୍ଠୁ ମଧ୍ୟରେ ମୁଣ୍ତ ରଖିଲେ।


ଶାମୁୟେଲ ଏକ ପଥର ପ୍ରତିଷ୍ଠା କଲେ। ସେ ଏହା କରିବାର ଉଦ୍ଦେଶ୍ୟ ଲୋକମାନଙ୍କୁ ସାହାଯ୍ୟ କରିବା ଏବଂ ସଦାପ୍ରଭୁଙ୍କର ସାହାଯ୍ୟ ମନେ ରଖିବା, ସେ ଏହି ପଥରକୁ ମି‌ସ୍‌ପୀ ଓ ଶେନ ମଧ୍ୟରେ ପ୍ରତିଷ୍ଠା କଲେ ଏହାର ନାମ “ସାହାଯ୍ୟକାରୀ ପଥର” ରଖିଲେ। ଶାମୁୟେଲ କହିଲେ, “ସଦାପ୍ରଭୁ ଆମ୍ଭକୁ ଏ ସ୍ଥାନରେ ସବୁ ପ୍ରକାର ସାହାଯ୍ୟ କରିଛନ୍ତି।”


ଏଥିପାଇଁ ମୁଁ ଭାବିଲି, ‘ପଲେଷ୍ଟୀୟମାନେ ଗି‌ଲ୍‌ଗଲ୍ ଆସି ଆକ୍ରମଣ କରିବେ ମାତ୍ର ମୁଁ ସଦାପ୍ରଭୁଙ୍କର ଅନୁଗ୍ରହ ମାଗି ନାହିଁ। ତେଣୁ ମୁଁ ବାଧ୍ୟ ହୋଇ ହୋମବଳି ଉତ୍ସର୍ଗ କରିଛି।’”


ଶାଉଲ ଏବଂ ତାଙ୍କ ଅବଶିଷ୍ଟ ସୈନ୍ୟ ଗି‌ଲ୍‌ଗଲ୍ ପରିତ୍ୟାଗ କଲେ। ସେମାନେ ବିନ୍ୟାମୀନ ଦେଇ ଗିବିୟାକୁ ଯାତ୍ରା କଲେ। ଶାଉଲ ଗଣନା କଲେ ଓ ପାଇଲେ ଯେ, ସେ ପର୍ଯ୍ୟନ୍ତ ତାଙ୍କ ସହ 600 ଲୋକ ଅଛନ୍ତି।


ତା’ ପରଦିନ ପ୍ରତ୍ୟୁଷରୁ ଅବ୍ରହାମ କିଛି ଖାଦ୍ୟ ଓ ପାଣିଥଳି ଆଣିଲେ। ଅବ୍ରହାମ ତାହା ହାଗାରକୁ ଦେଲେ। ଅବ୍ରହାମ ହାଗାର ଓ ତା'ର ପୁତ୍ରକୁ ସେହି ଜିନିଷ ସହିତ ପଠାଇ ଦେଲେ। ହାଗାର ସେ ସ୍ଥାନ ଛାଡ଼ି ‌ବେ‌ର୍‌ଶେବା ମରୁଭୂମିରେ ଭ୍ରମଣ କଲେ।


ଦାଉଦ ପ୍ରଭାତରେ ଉଠି ଜଣେ ରଖୁଆଳି ହସ୍ତରେ ମେଷପଲ ଛାଡ଼ି ଯିଶୀର ଆଜ୍ଞା ଅନୁସାରେ ସେସବୁ ଦ୍ରବ୍ୟ ନେଇଗଲେ। ସୈନ୍ୟଗଣ ବାହାରି ଯୁଦ୍ଧ ନିମନ୍ତେ ମହାନାଦ କରିବା ସମୟରେ ସେ ଶଗଡ଼ ବନ୍ଦୀ ଜାଗାରେ ଉପସ୍ଥିତ ହେଲେ।


କର୍ମିଲୀୟ ହିଷ୍ରୟ, ଅର୍ବୀୟ ପାରୟ,


ଉଷିୟ ମରୁଭୂମି ମଧ୍ୟରେ ଦୁର୍ଗମାନ ନିର୍ମାଣ କଲେ। ଆହୁରି ମଧ୍ୟ, ସେ ଅନେକ କୂପ ଖୋଳିଲେ। ପାର୍ବତ୍ୟମୟ ଦେଶ ଓ ସମତଳ ଭୂମିରେ ତାଙ୍କର ପ୍ରଚୁର ପଶୁପଲ ଥିଲା। ପାର୍ବତ୍ୟାଞ୍ଚଳ ଓ ଉତ୍ତମ ଶସ୍ୟ ଉତ୍ପନ୍ନ ହେଉଥିବା ସ୍ଥାନମାନଙ୍କରେ ଉଷିୟଙ୍କର କୃଷକମାନେ ଥିଲେ। ଅଙ୍ଗୁରକ୍ଷେତ୍ର ଗୁଡ଼ିକର ଯତ୍ନ ନେବା ନିମନ୍ତେ ସେ ଲୋକମାନଙ୍କୁ ନିଯୁକ୍ତ କଲେ। ସେ କୃଷିକର୍ମକୁ ଭଲ ପାଉଥିଲେ।


Swiv nou:

Piblisite


Piblisite