Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 15:19 - ପବିତ୍ର ବାଇବଲ

19 କିନ୍ତୁ ତୁମ୍ଭେ ସଦାପ୍ରଭୁଙ୍କ ବାକ୍ୟ ଶୁଣିଲ ନାହିଁ କାହିଁକି? ତୁମ୍ଭେ ଗ୍ଭହିଁଲ ସେ ଲୁଟଦ୍ରବ୍ୟ ଗୁଡ଼ିକ ରଖିବା ପାଇଁ ଯାହା ସଦାପ୍ରଭୁଙ୍କ ଦୃଷ୍ଟିରେ ମନ୍ଦ ଅଟେ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

19 ଏଣୁ ତୁମ୍ଭେ କାହିଁକି ସଦାପ୍ରଭୁଙ୍କ ରବ ଶୁଣିଲ ନାହିଁ, ମାତ୍ର ଲୁଟଦ୍ରବ୍ୟ ଉପରେ ଉଡ଼ି ପଡ଼ିଲ ଓ ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ମନ୍ଦ, ତାହା କଲ?

Gade chapit la Kopi

ଓଡିଆ ବାଇବେଲ

19 ଏଣୁ ତୁମ୍ଭେ କାହିଁକି ସଦାପ୍ରଭୁଙ୍କ ରବ ଶୁଣିଲ ନାହିଁ, ମାତ୍ର ଲୁଟଦ୍ରବ୍ୟ ଉପରେ ଉଡ଼ି ପଡ଼ିଲ ଓ ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ମନ୍ଦ, ତାହା କଲ ?

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ଏଣୁ ତୁମ୍ଭେ କାହିଁକି ସଦାପ୍ରଭୁଙ୍କ ରବ ଶୁଣିଲ ନାହିଁ, ମାତ୍ର ଲୁଟଦ୍ରବ୍ୟ ଉପରେ ଉଡ଼ି ପଡ଼ିଲ ଓ ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ମନ୍ଦ, ତାହା କଲ?”

Gade chapit la Kopi




1 ଶାମୁୟେଲ 15:19
11 Referans Kwoze  

ସେମାନେ ମେଣ୍ଢା, ଗାଈ, ବାଛୁରି ପଲେଷ୍ଟୀୟଙ୍କଠାରୁ ଛଡ଼ାଇ ଆଣିଲେ। ଇସ୍ରାଏଲର ଲୋକମାନେ ଏତେ ଭୋକିଲା ହୋଇଥିଲେ ଯେ ସେମାନେ ପଶୁମାନଙ୍କୁ ହତ୍ୟା କରି ରକ୍ତମିଶା କଞ୍ଚାମାଂସ ଖାଇଲେ।


ଆମ୍ଭ ନାମରେ ପ୍ରସିଦ୍ଧିଲାଭ କରିଥିବା ଏହି ମନ୍ଦିର ତୁମ୍ଭମାନଙ୍କ ଦୃଷ୍ଟିରେ କ’ଣ ଗ୍ଭେରମାନଙ୍କର ଗହ୍ୱର ହୋଇଅଛି?”’ ସଦାପ୍ରଭୁ କହନ୍ତି, ତୁମ୍ଭେମାନେ ନିଶ୍ଚୟ ଜାଣିବ ଯେ ଯାହାସବୁ ହେଉଛି ଆମ୍ଭେ ମଧ୍ୟ ଦେଖୁଅଛୁ।


ଲୋଭୀ ଆପଣା ପରିଜନକୁ ଦୁଃଖ ଦିଏ। ମାତ୍ର ଯେଉଁ ଲୋକ ଲାଞ୍ଚକୁ ଘୃଣା କରେ, ସେ ବଞ୍ଚିବ।


ସେ ସଦାପ୍ରଭୁଙ୍କ ଇଚ୍ଛାନୁଯାୟୀ କର୍ମ କଲେ ନାହିଁ। ଭବିଷ୍ୟ‌ଦ୍‌ବକ୍ତା ଯିରିମିୟ ସଦାପ୍ରଭୁଙ୍କଠାରୁ ଆଗତ ବାର୍ତ୍ତାସବୁ କହିଲେ। କିନ୍ତୁ ସିଦିକିୟ ନିଜକୁ ନମ୍ର କଲେ ନାହିଁ ଓ ଯିରିମିୟ ଯେଉଁସବୁ କଥା କହିଲେ, ତାହା ମାନିଲେ ନାହିଁ।


ମନଃଶି ମଧ୍ୟ ନିଜ ପୁତ୍ରକୁ ବେନ୍-ହୋନ୍ନୋମ ଉପତ୍ୟକାରେ ବଳିରୂପେ ଜ୍ୱଳାଇଲେ। ମନଃଶି କୁହୁକ ବିଦ୍ୟା, ଭବିଷ୍ୟତ କହିବା ଓ ଅଲୌକିକ କାର୍ଯ୍ୟ କଲେ ଏବଂ ସେ ମଧ୍ୟ ଯାଦୁବିଦ୍ୟା କଲେ। ସେ ଭୂତୁଡ଼ିଆ ଓ ଗୁଣିଆମାନଙ୍କ ସହିତ କଥାବାର୍ତ୍ତା କଲେ, ସଦାପ୍ରଭୁ ଯେଉଁ କର୍ମକୁ କୁକର୍ମ ବୋଲି କହିଥିଲେ, ମନଃଶି ସେହିପରି ଅନେକ କର୍ମ କଲେ, ଆଉ ଏହା ସଦାପ୍ରଭୁଙ୍କୁ ବହୁତ କ୍ରୋଧାନ୍ୱିତ କଲା।


ଯେଉଁ ବିଷୟଗୁଡ଼ିକ କରିବା ଭୁଲ୍ ବୋଲି ସଦାପ୍ରଭୁ କହିଥିଲେ, ମନଃଶି ସେହିସବୁ କାର୍ଯ୍ୟ କଲେ। ସଦାପ୍ରଭୁ ଯେଉଁ ଦେଶଗୁଡ଼ିକୁ ଇସ୍ରାଏଲର ଲୋକମାନଙ୍କ ସମ୍ମୁଖରୁ ବଳପୂର୍ବକ ବାହାର କରି ଦେଇଥିଲେ, ମନଃଶି ସେହି ଦେଶବାସୀମାନଙ୍କର ଭୟାନକ ଓ ପାପପୂର୍ଣ୍ଣ ପଥରେ ଅନୁଗମନ କଲେ।


ଦୀମା ଏହି ସଂସାରକୁ ଅଧିକ ଭଲ ପାଉଥିବାରୁ ମୋତେ ଛାଡ଼ି ଗ୍ଭଲିଗଲେ। ସେ ଥେସଲନୀକୀକୁ ଯାଇଛନ୍ତି। କ୍ରେସ୍‌କେ‌ନ୍‌ସ୍ ଗାଲାତୀଆକୁ, ତୀତସ୍ ଦଲ୍ମତିଆକୁ ଯାଇଛନ୍ତି।


ଶାଉଲ କହିଲେ, “ମୁଁ ସଦାପ୍ରଭୁଙ୍କ କଥା ମାନିଥିଲି, ସଦାପ୍ରଭୁ ମୋତେ ଯେଉଁଠାକୁ ପଠାଇ ଥିଲେ, ମୁଁ ସେଠାକୁ ଯାଇଥିଲି, ମୁଁ ସମସ୍ତ ଅମାଲେକୀୟମାନଙ୍କୁ ଧ୍ୱଂସ କରିଥିଲି। ମୁଁ ଅମାଲେକୀୟ ରାଜାଙ୍କୁ ଆଣିଥିଲି ଓ ସେମାନଙ୍କୁ ଧ୍ୱଂସ କଲି।


ତହିଁରେ ମୋଶା କହିଲେ, “ଏବେ ତୁମ୍ଭେମାନେ କି କାରଣରୁ ସଦାପ୍ରଭୁଙ୍କ ଆଜ୍ଞା ଲଘଂନ କରୁଅଛ? ତୁମ୍ଭମାନଙ୍କର ଏହି କର୍ମ ସଫଳ ହେବ ନାହିଁ।


ତେଣୁ ତୁମ୍ଭେ କାହିଁକି ସଦାପ୍ରଭୁଙ୍କର ଆଦେଶକୁ ଅବଜ୍ଞା କଲ? ସେ ଯାହା ଭୁଲ୍ ବୋଲି କହନ୍ତି ତୁମ୍ଭେ ତାହା କାହିଁକି କଲ? ତୁମ୍ଭେ ହିତ୍ତୀୟ ଊରିୟକୁ ମାରି ତା’ ସ୍ତ୍ରୀକୁ ତୁମ୍ଭେ ସ୍ତ୍ରୀ କରିଅଛ। ତୁମ୍ଭେ ଅମ୍ମୋନୀୟମାନଙ୍କ ଖଣ୍ତାଦ୍ୱାରା ଊରିୟକୁ ମାରି ଅଛ।


Swiv nou:

Piblisite


Piblisite