Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 15:25 - ପବିତ୍ର ବାଇବଲ

25 ବର୍ତ୍ତମାନ ମୁଁ ମୋ’ ପାପ କ୍ଷମା କରିବାକୁ ଅନୁରୋଧ କରୁଛି, ଓ ମୁଁ ଯେମନ୍ତ ସଦାପ୍ରଭୁଙ୍କୁ ଉପାସନା କରିପାରେ ଏଥିପାଇଁ ମୋ’ ସାଙ୍ଗରେ ଫେରି ଆସ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

25 ଏହେତୁ ବିନୟ କରୁଅଛି, ଏବେ ମୋʼ ପାପ କ୍ଷମା କର ଓ ମୁଁ ଯେପରି ସଦାପ୍ରଭୁଙ୍କ ନିକଟରେ ପ୍ରଣାମ କରିବି, ଏଥିପାଇଁ ମୋʼ ସଙ୍ଗେ ଫେରି ଆସ।

Gade chapit la Kopi

ଓଡିଆ ବାଇବେଲ

25 ଏହେତୁ ବିନୟ କରୁଅଛି, ଏବେ ମୋ’ ପାପ କ୍ଷମା କର ଓ ମୁଁ ଯେପରି ସଦାପ୍ରଭୁଙ୍କ ନିକଟରେ ପ୍ରଣାମ କରିବି, ଏଥିପାଇଁ ମୋ’ ସଙ୍ଗେ ଫେରି ଆସ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

25 ଏହେତୁ ବିନୟ କରୁଅଛି, ଏବେ ମୋʼ ପାପ କ୍ଷମା କର ଓ ମୁଁ ଯେପରି ସଦାପ୍ରଭୁଙ୍କ ନିକଟରେ ପ୍ରଣାମ କରିବି, ଏଥିପାଇଁ ମୋʼ ସଙ୍ଗେ ଫେରି ଆସ।”

Gade chapit la Kopi




1 ଶାମୁୟେଲ 15:25
3 Referans Kwoze  

ଏଇ ଥରକ ପାଇଁ ମୋତେ କ୍ଷମା କର। ଏହି ‘ମାରାତ୍ମକ’ ପଙ୍ଗପାଳଗୁଡ଼ିକୁ ଦୂରେଇ ନେଇଯିବା ପାଇଁ ସଦାପ୍ରଭୁ ତୁମ୍ଭର ପରମେଶ୍ୱରଙ୍କୁ ପ୍ରାର୍ଥନା କର।”


କିନ୍ତୁ ଶାମୁୟେଲ ଶାଉଲଙ୍କୁ କହିଲେ, “ମୁଁ ତୁମ୍ଭ ସଙ୍ଗେ ଫେରି ଯିବି ନାହିଁ। କାରଣ ତୁମ୍ଭେ ସଦାପ୍ରଭୁଙ୍କ ବାକ୍ୟକୁ ଅବମାନନା କରିଅଛ ଓ ସଦାପ୍ରଭୁ ତୁମ୍ଭକୁ ଇସ୍ରାଏଲର ରାଜା ପାଇଁ ମନା କରିଅଛନ୍ତି।”


ତା'ପରେ ଦାଉଦ ଉଠିଲେ, ଗାଧୋଇଲେ, ତାଙ୍କର ପୋଷାକ ପରିବର୍ତ୍ତନ କରି ପୋଷାକ ପିନ୍ଧିଲେ ଏବଂ ସଦାପ୍ରଭୁଙ୍କର ମନ୍ଦିରକୁ ଉପାସନା ପାଇଁ ଗଲେ। ତା'ପରେ ଘରକୁ ଯାଇ ଖାଇବାକୁ ଖାଦ୍ୟ ମାଗିଲେ। ତାଙ୍କର ଦାସମାନେ ତାଙ୍କୁ ଯାହା ଖାଦ୍ୟ ଦେଲେ ଓ ସେ ତାହା ଖାଇଲେ।


Swiv nou:

Piblisite


Piblisite