1 ଶାମୁୟେଲ 15:26 - ପବିତ୍ର ବାଇବଲ26 କିନ୍ତୁ ଶାମୁୟେଲ ଶାଉଲଙ୍କୁ କହିଲେ, “ମୁଁ ତୁମ୍ଭ ସଙ୍ଗେ ଫେରି ଯିବି ନାହିଁ। କାରଣ ତୁମ୍ଭେ ସଦାପ୍ରଭୁଙ୍କ ବାକ୍ୟକୁ ଅବମାନନା କରିଅଛ ଓ ସଦାପ୍ରଭୁ ତୁମ୍ଭକୁ ଇସ୍ରାଏଲର ରାଜା ପାଇଁ ମନା କରିଅଛନ୍ତି।” Gade chapit laପବିତ୍ର ବାଇବଲ (Re-edited) - (BSI)26 ତହିଁରେ ଶାମୁୟେଲ ଶାଉଲଙ୍କୁ କହିଲେ, ମୁଁ ତୁମ୍ଭ ସଙ୍ଗେ ଫେରି ଯିବି ନାହିଁ; କାରଣ ତୁମ୍ଭେ ସଦାପ୍ରଭୁଙ୍କ ବାକ୍ୟ ତୁଚ୍ଛ କରିଅଛ ଓ ସଦାପ୍ରଭୁ ତୁମ୍ଭକୁ ଇସ୍ରାଏଲ ଉପରେ ରାଜା ହୋଇ ଥିବା ପାଇଁ ତୁଚ୍ଛ କରିଅଛନ୍ତି। Gade chapit laଓଡିଆ ବାଇବେଲ26 ତହିଁରେ ଶାମୁୟେଲ ଶାଉଲଙ୍କୁ କହିଲେ, ମୁଁ ତୁମ୍ଭ ସଙ୍ଗେ ଫେରି ଯିବି ନାହିଁ; କାରଣ ତୁମ୍ଭେ ସଦାପ୍ରଭୁଙ୍କ ବାକ୍ୟ ତୁଚ୍ଛ କରିଅଛ ଓ ସଦାପ୍ରଭୁ ତୁମ୍ଭକୁ ଇସ୍ରାଏଲ ଉପରେ ରାଜା ହୋଇ ଥିବା ପାଇଁ ତୁଚ୍ଛ କରିଅଛନ୍ତି। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT26 ତହିଁରେ ଶାମୁୟେଲ ଶାଉଲଙ୍କୁ କହିଲେ, “ମୁଁ ତୁମ୍ଭ ସଙ୍ଗେ ଫେରିଯିବି ନାହିଁ; କାରଣ ତୁମ୍ଭେ ସଦାପ୍ରଭୁଙ୍କ ବାକ୍ୟ ତୁଚ୍ଛ କରିଅଛ ଓ ସଦାପ୍ରଭୁ ତୁମ୍ଭକୁ ଇସ୍ରାଏଲ ଉପରେ ରାଜା ହୋଇଥିବା ପାଇଁ ତୁଚ୍ଛ କରିଅଛନ୍ତି।” Gade chapit la |
“ଏଣୁ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର କହନ୍ତି, ତୁମ୍ଭ ଗୃହରୁ ଓ ତୁମ୍ଭ ପିତୃଗୃହରୁ ଚିରଦିନ ପାଇଁ ମୋର ଯାଜକ ହେବ ବୋଲି ମୁଁ ପ୍ରତିଜ୍ଞା କଲି। କିନ୍ତୁ ଏବେ ସଦାପ୍ରଭୁ କହନ୍ତି, ‘ତାହା ଆଉ କେବେ ଘଟିବ ନାହିଁ। କାରଣ ଯେଉଁମାନେ ମୋତେ ସମ୍ମାନ କରନ୍ତି, ମୁଁ ସେମାନଙ୍କୁ ସମ୍ମାନ କରିବି। କିନ୍ତୁ ଯେଉଁମାନେ ମୋତେ ତୁଚ୍ଛଜ୍ଞାନ କରନ୍ତି, ସେମାନଙ୍କୁ ଅସମ୍ମାନ କରାଯିବ।