Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 15:27 - ପବିତ୍ର ବାଇବଲ

27 ଯେତେବେଳେ ଶାମୁୟେଲ ଫେରିଯିବା ପାଇଁ ବାହାରନ୍ତେ, ସେ ତାହାଙ୍କ ଗ୍ଭେଗାର ଅଞ୍ଚଳ ଧରି ଟାଣିଲେ, ତହିଁରେ ତାହା ଚିରିଗଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

27 ଏଥିରେ ଶାଉଲଙ୍କୁ ଚାଲି ଯିବା ପାଇଁ ମୁଖ ଫେରାନ୍ତେ, ସେ ତାଙ୍କ ଚୋଗାର ଅଞ୍ଚଳ ଧରି ଟାଣିଲେ, ତହିଁରେ ତାହା ଚିରିଗଲା।

Gade chapit la Kopi

ଓଡିଆ ବାଇବେଲ

27 ଏଥିରେ ଶାଉଲଙ୍କୁ ଚାଲି ଯିବା ପାଇଁ ମୁଖ ଫେରାନ୍ତେ, ସେ ତାଙ୍କ ଚୋଗାର ଅଞ୍ଚଳ ଧରି ଟାଣିଲେ, ତହିଁରେ ତାହା ଚିରିଗଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

27 ଏଥିରେ ଶାଉଲଙ୍କୁ ଚାଲିଯିବା ପାଇଁ ମୁଖ ଫେରାନ୍ତେ, ସେ ତାଙ୍କ ଚୋଗାର ଅଞ୍ଚଳ ଧରି ଟାଣିଲେ, ତହିଁରେ ତାହା ଚିରିଗଲା।

Gade chapit la Kopi




1 ଶାମୁୟେଲ 15:27
2 Referans Kwoze  

ଶାଉଲ ତାଙ୍କୁ ପଗ୍ଭରିଲେ, “ସେ କିପରି ଦେଖିବାକୁ!” ସେ ସ୍ତ୍ରୀଲୋକ ଜଣକ ଉତ୍ତର ଦେଲା, “ସେ ଜଣେ ବୃଦ୍ଧଙ୍କ ପରି ଦେଖା ଯାଉଛି ଓ ସେ ରାଜକୀୟ ପୋଷାକ ପିନ୍ଧିଛନ୍ତି।” ତେଣୁ ଶାଉଲ ଜାଣିଲେ ଏ ହେଉଛନ୍ତି ଶାମୁୟେଲ, ତେଣୁ ସେ ଶାମୁୟେଲଙ୍କୁ ଭୂମିଷ୍ଟ ପ୍ରଣାମ କଲେ।


Swiv nou:

Piblisite


Piblisite