Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 15:30 - ପବିତ୍ର ବାଇବଲ

30 ଶାଉଲ ଉତ୍ତର ଦେଲେ, “ମୁଁ ପାପ କରିଅଛି, କିନ୍ତୁ ଇସ୍ରାଏଲର ଲୋକମାନଙ୍କ ଓ ପ୍ରାଚୀନବର୍ଗଙ୍କ ସମ୍ମୁଖରେ ମୋର ସମ୍ମାନ ରଖିବା ପାଇଁ ମୋ’ ସହିତ ଫେରି ଆସ। ମୁଁ ଯେପରି ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଉପାସନା କରିବି, ଏଥିପାଇଁ ମୋ’ ସଙ୍ଗେ ଫେରି ଆସ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

30 ତେବେ ସେ କହିଲେ, ଆମ୍ଭେ ପାପ କରିଅଛୁ; ତଥାପି ଏବେ ମୋହର ଲୋକମାନଙ୍କ ପ୍ରାଚୀନବର୍ଗ ଓ ଇସ୍ରାଏଲ ସମ୍ମୁଖରେ ମୋହର ଗୌରବ ରଖ ଓ ମୁଁ ଯେପରି ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କ ନିକଟରେ ପ୍ରଣାମ କରିବି, ଏଥିପାଇଁ ମୋʼ ସଙ୍ଗେ ଫେରି ଆସ।

Gade chapit la Kopi

ଓଡିଆ ବାଇବେଲ

30 ତେବେ ସେ କହିଲେ, ଆମ୍ଭେ ପାପ କରିଅଛୁ; ତଥାପି ଏବେ ମୋହର ଲୋକମାନଙ୍କ ପ୍ରାଚୀନବର୍ଗ ଓ ଇସ୍ରାଏଲ ସମ୍ମୁଖରେ ମୋହର ଗୌରବ ରଖ ଓ ମୁଁ ଯେପରି ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ନିକଟରେ ପ୍ରଣାମ କରିବି, ଏଥିପାଇଁ ମୋ’ ସଙ୍ଗେ ଫେରି ଆସ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

30 ତେବେ ସେ କହିଲେ, “ଆମ୍ଭେ ପାପ କରିଅଛୁ; ତଥାପି ଏବେ ମୋହର ଲୋକମାନଙ୍କ ପ୍ରାଚୀନବର୍ଗ ଓ ଇସ୍ରାଏଲ ସମ୍ମୁଖରେ ମୋହର ଗୌରବ ରଖ ଓ ମୁଁ ଯେପରି ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ନିକଟରେ ପ୍ରଣାମ କରିବି, ଏଥିପାଇଁ ମୋʼ ସଙ୍ଗେ ଫେରି ଆସ।”

Gade chapit la Kopi




1 ଶାମୁୟେଲ 15:30
10 Referans Kwoze  

ସେ ଲୋକମାନେ ପରମେଶ୍ୱରଙ୍କ ପ୍ରଶଂସା ଅପେକ୍ଷା ଲୋକଙ୍କର ପ୍ରଶଂସା ପାଇବାକୁ ଭଲ ପାଉଥିଲେ।


ତୁମ୍ଭେମାନେ ସରସ୍ପରଠାରୁ ପ୍ରଶଂସା ପାଇବା ପାଇଁ ଭଲ ପାଅ। କିନ୍ତୁ ଏକମାତ୍ର ପରମେଶ୍ୱରଙ୍କ ପାଖରୁ ଯେଉଁ ପ୍ରଶଂସା ଆସେ, ତାହା ପାଇବା ପାଇଁ ତୁମ୍ଭେ ଆଦୌ ଚେଷ୍ଟା କରୁ ନାହଁ। ତାହାହେଲେ ତୁମ୍ଭେ ଏ କଥା କିପରି ବିଶ୍ୱାସ କରି ପାରିବ।


ମୋର ପ୍ରଭୁ କୁହନ୍ତି, “ସେମାନଙ୍କର ମୁଖ ସହିତ ଏହି ଲୋକମାନେ ମୋ’ ପାଖକୁ ଆସନ୍ତି। ସେମାନେ ନିଜର ଓଷ୍ଠାଧରରେ ମୋର ସମ୍ମାନ କରନ୍ତି। ମାତ୍ର ପ୍ରକୃତରେ ସେମାନେ ମୋ'ଠାରୁ ବହୁତ ଦୂରେଇ ରହନ୍ତି। ମୋ’ ପ୍ରତି ସେମାନଙ୍କର ଭୟ ଓ ପ୍ରେମ ଅନ୍ୟ କିଛି ନୁହେଁ, କିନ୍ତୁ କେବଳ ମାନବିକ ଶିକ୍ଷା ଓ ବେଳେବେଳେ ଉପଦେଶ।


ସେମାନେ ପରମେଶ୍ୱରଙ୍କ ସେବକ ହେବାର ଛଳନା କରିବେ। କିନ୍ତୁ ତାଙ୍କ ଜୀବନପଦ୍ଧତି ଦ୍ୱାରା ଜଣା ପଡ଼ିବ ଯେ ସେମାନେ ପ୍ରକୃତରେ ପରମେଶ୍ୱରଙ୍କ ସେବା କରୁ ନାହାନ୍ତି। ତୀମଥି, ତୁମ୍ଭେ ସେହି ଲୋକମାନଙ୍କଠାରୁ ଦୂରରେ ରୁହ।


ଅହଂକାରୀ ବ୍ୟକ୍ତିର ଆତ୍ମା ସଚ୍ଚୋଟ ନୁହେଁ। ସେପରି ଅହଂକାରୀ ଲୋକ ଫୁତ୍କାରରେ ଉଡ଼ିଯାଏ। କିନ୍ତୁ ଧାର୍ମିକ ଲୋକମାନେ ସେମାନଙ୍କର ବିଶ୍ୱାସ ବଳରେ ହିଁ ବଞ୍ଚିବେ।”


ଶାମୁୟେଲ ଶାଉଲଙ୍କ ସହିତ ଫେରିଯା’ନ୍ତେ ଶାଉଲ ସଦାପ୍ରଭୁଙ୍କୁ ଉପାସନା କଲେ।


ତା'ପରେ ଶାଉଲ କହିଲେ, “ମୁଁ ପାପ କଲି, ହେ ମୋର ପୁତ୍ର ଦାଉଦ ଫେରି ଆସ। ମୁଁ ତୁମ୍ଭକୁ ଆଉ ଆଘାତ କରିବାକୁ ଚେଷ୍ଟା କରିବି ନାହିଁ। ଆଜି ମୋର ଜୀବନ ତୁମ୍ଭ ନିକଟରେ ବହୁମୂଲ୍ୟ ହେଲା। ମୁଁ ମୁର୍ଖତାର କର୍ମ କରିଅଛି ଓ ଅତିଶୟ ଭୁଲ୍ କରିଅଛି।”


ଦାଉଦ ନାଥନକୁ କହିଲେ, “ମୁଁ ସଦାପ୍ରଭୁଙ୍କ ବିରୁଦ୍ଧରେ ଅପରାଧ କରିଅଛି।” ନାଥନ ଦାଉଦଙ୍କୁ କହିଲେ, “ଏଥିରେ ସଦାପ୍ରଭୁ ତୁମ୍ଭର ଅପରାଧ କ୍ଷମା କରିଅଛନ୍ତି, ତୁମ୍ଭେ ମରିବ ନାହିଁ।


ଫାରୋ ମୋଶା ଏବଂ ହାରୋଣଙ୍କୁ ଡକାଇ ପଠାଇଲେ। ଫାରୋ ସେମାନଙ୍କୁ କହିଲେ, “ଏଥର ମୁଁ ପାପ କରିଛି। ସଦାପ୍ରଭୁ ସତ୍ୟ, ସେ ଉତ୍ତମ କରିଛନ୍ତି। ମୁଁ ଏବଂ ମୋର ଲୋକମାନେ ପାପ କରିଅଛୁ।


Swiv nou:

Piblisite


Piblisite