Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 15:34 - ପବିତ୍ର ବାଇବଲ

34 ଏଥି ଉତ୍ତାରେ ଶାମୁୟେଲ ରାମାକୁ ଗଲେ। ପୁଣି ଶାଉଲ ଗିବିୟାସ୍ଥିତ ଆପଣା ଗୃହକୁ ଗଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

34 ଏଥିଉତ୍ତାରେ ଶାମୁୟେଲ ରାମାକୁ ଗଲେ; ପୁଣି ଶାଉଲ ଗିବୀୟା-ଶାଉଲରେ ସ୍ଥିତ ଆପଣା ଗୃହକୁ ଗଲେ।

Gade chapit la Kopi

ଓଡିଆ ବାଇବେଲ

34 ଏଥିଉତ୍ତାରେ ଶାମୁୟେଲ ରାମାକୁ ଗଲେ; ପୁଣି, ଶାଉଲ ଗିବୀୟା-ଶାଉଲରେ ସ୍ଥିତ ଆପଣା ଗୃହକୁ ଗଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

34 ଏଥିଉତ୍ତାରେ ଶାମୁୟେଲ ରାମାକୁ ଗଲେ; ପୁଣି, ଶାଉଲ ଗିବୀୟା-ଶାଉଲରେ ସ୍ଥିତ ଆପଣା ଗୃହକୁ ଗଲେ।

Gade chapit la Kopi




1 ଶାମୁୟେଲ 15:34
4 Referans Kwoze  

ଗିବିୟା ଦୂତ ଶାଉଲ ବାସ କରୁଥିବା ସହରରେ ଲୋକମାନଙ୍କୁ ଏହି କଥା କହିବାରୁ ଲୋକମାନେ ଦୁଃଖରେ କ୍ରନ୍ଦନ କରିବାକୁ ଲାଗିଲେ।


ଶାମୁୟେଲଙ୍କ ଘର ରାମାରେ, ତେଣୁ ସେ ସେଠାକୁ ଫେରି ଆସୁଥିଲେ। ସେ ରାମାଠାରୁ ଲୋକଙ୍କୁ ଅନୁଧ୍ୟାନ କରୁଥିଲେ ଓ ସେଠାରୁ ଶାସନ କରୁଥିଲେ। ତେଣୁ ଶାମୁୟେଲ ସଦାପ୍ରଭୁଙ୍କ ପାଇଁ ରାମାରେ ଯଜ୍ଞବେଦି ନିର୍ମାଣ କରିଥିଲେ।


ଶାଉଲ ମଧ୍ୟ ଗିବିୟାରେ ଥିବା ତାଙ୍କ ଘରକୁ ଫେରିଲେ। କେତେକ ସାହସୀ ବ୍ୟକ୍ତି ଯେଉଁମାନଙ୍କ ହୃଦୟ ପରମେଶ୍ୱର ସ୍ପର୍ଶ କରିଥିଲେ, ସେମାନେ ଶାଉଲଙ୍କୁ ଅନୁସରଣ କଲେ।


ତା’ ପରଦିନ ପ୍ରଭାତରେ ଇ‌ଲ୍‌କାନା ଉଠି, ଆପଣା ପରିବାର ସହ ସଦାପ୍ରଭୁଙ୍କ ଉପାସନା କରି ଆପଣା ଗୃହ ରାମାକୁ ଫେରିଗଲେ। ତା'ପରେ ଇ‌ଲ୍‌କାନା ଆପଣା ସ୍ତ୍ରୀ ହାନ୍ନା ସହିତ ସହବାସ କଲା ଏବଂ ସଦାପ୍ରଭୁ ହାନ୍ନାକୁ ସ୍ମରଣ କଲେ।


Swiv nou:

Piblisite


Piblisite