Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 15:4 - ପବିତ୍ର ବାଇବଲ

4 ଶାଉଲ ଟଲାୟୀମରେ ସୈନ୍ୟମାନଙ୍କୁ ଏକଜୁଟ କଲେ। ସେଠାରେ 200,000 ପଦାତିକ ଓ ଅନ୍ୟାନ୍ୟ 10,000 ଲୋକ ଯିହୁଦାର ଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ଅନନ୍ତର ଶାଉଲ ଲୋକମାନଙ୍କୁ ଡକାଇ ଟଲାୟୀମରେ ସେମାନଙ୍କର ଗଣନା କଲେ, ତହିଁରେ ଦୁଇ ଲକ୍ଷ ପଦାତିକ ଓ ଯିହୁଦାର ଦଶ ସହସ୍ର ଲୋକ ହେଲେ,

Gade chapit la Kopi

ଓଡିଆ ବାଇବେଲ

4 ଏଥିଉତ୍ତାରେ ଶାଉଲ ଲୋକମାନଙ୍କୁ ଡକାଇ ଟଲାୟୀମରେ ସେମାନଙ୍କର ଗଣନା କଲେ, ତହିଁରେ ଦୁଇ ଲକ୍ଷ ପଦାତିକ ଓ ଯିହୁଦାର ଦଶ ସହସ୍ର ଲୋକ ହେଲେ,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ଏଥିଉତ୍ତାରେ ଶାଉଲ ଲୋକମାନଙ୍କୁ ଡକାଇ ଟଲାୟୀମରେ ସେମାନଙ୍କର ଗଣନା କଲେ, ତହିଁରେ ଦୁଇ ଲକ୍ଷ ପଦାତିକ ଓ ଯିହୁଦାର ଦଶ ସହସ୍ର ଲୋକ ହେଲେ,

Gade chapit la Kopi




1 ଶାମୁୟେଲ 15:4
5 Referans Kwoze  

ସୀଫ, ଟେଲମ୍, ବାଲୋତ୍,


ଶାଉଲ ଏବଂ ତାଙ୍କ ଅବଶିଷ୍ଟ ସୈନ୍ୟ ଗି‌ଲ୍‌ଗଲ୍ ପରିତ୍ୟାଗ କଲେ। ସେମାନେ ବିନ୍ୟାମୀନ ଦେଇ ଗିବିୟାକୁ ଯାତ୍ରା କଲେ। ଶାଉଲ ଗଣନା କଲେ ଓ ପାଇଲେ ଯେ, ସେ ପର୍ଯ୍ୟନ୍ତ ତାଙ୍କ ସହ 600 ଲୋକ ଅଛନ୍ତି।


ଶାଉଲ ବେସକରେ ଲୋକମାନଙ୍କୁ ଏକାଠି କଲେ। ସେଠାରେ ଇସ୍ରାଏଲରୁ 300,000 ଲୋକ ଯିହୁଦାରୁ 30,000 ଲୋକ ଉପସ୍ଥିତ ହେଲେ।


ତା'ପରେ ଶାଉଲ ଅମାଲେକ ସହରକୁ ଗଲେ ଏବଂ ଉପତ୍ୟକାରେ ଅପେକ୍ଷା କଲେ।


ସେତେବେଳେ ରାଜା ଯିହୋରାମ୍ ଶମରିୟାରୁ ଯାଇ ଇସ୍ରାଏଲର ସମସ୍ତ ଲୋକଙ୍କୁ ଏକତ୍ର କଲେ।


Swiv nou:

Piblisite


Piblisite