1 ଶାମୁୟେଲ 15:7 - ପବିତ୍ର ବାଇବଲ7 ଶାଉଲ ଅମାଲେକମାନଙ୍କୁ ପରାସ୍ତ କଲେ। ସେ ହବୀଲାଠାରୁ ମିଶର ସୀମାବର୍ତ୍ତୀ ଶୁରର ନିକଟ ପର୍ଯ୍ୟନ୍ତ ଅମାଲେକୀୟମାନଙ୍କୁ ଆକ୍ରମଣ କଲେ। Gade chapit laପବିତ୍ର ବାଇବଲ (Re-edited) - (BSI)7 ଏଉତ୍ତାରେ ଶାଉଲ ହବୀଲାଠାରୁ ମିସର ସମ୍ମୁଖସ୍ଥ ଶୁରର ନିକଟ ପର୍ଯ୍ୟନ୍ତ ଅମାଲେକୀୟମାନଙ୍କୁ ଆଘାତ କଲେ । Gade chapit laଓଡିଆ ବାଇବେଲ7 ଏଉତ୍ତାରେ ଶାଉଲ ହବୀଲାଠାରୁ ମିସର ସମ୍ମୁଖସ୍ଥ ଶୂରର ନିକଟ ପର୍ଯ୍ୟନ୍ତ ଅମାଲେକୀୟମାନଙ୍କୁ ଆଘାତ କଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ଏଉତ୍ତାରେ ଶାଉଲ ହବୀଲାଠାରୁ ମିସର ସମ୍ମୁଖସ୍ଥ ଶୂରର ନିକଟ ପର୍ଯ୍ୟନ୍ତ ଅମାଲେକୀୟମାନଙ୍କୁ ଆଘାତ କଲେ। Gade chapit la |