1 ଶାମୁୟେଲ 16:14 - ପବିତ୍ର ବାଇବଲ14 ମାତ୍ର ସଦାପ୍ରଭୁଙ୍କ ଆତ୍ମା ଶାଉଲଙ୍କଠାରୁ ପ୍ରସ୍ଥାନ କଲେ। ପୁଣି ସଦାପ୍ରଭୁଙ୍କଠାରୁ ଏକ ମନ୍ଦ ଆତ୍ମା ତାଙ୍କୁ ବିରକ୍ତ କରିବାକୁ ଲାଗିଲା। Gade chapit laପବିତ୍ର ବାଇବଲ (Re-edited) - (BSI)14 ମାତ୍ର ସଦାପ୍ରଭୁଙ୍କ ଆତ୍ମା ଶାଉଲଙ୍କଠାରୁ ପ୍ରସ୍ଥାନ କଲେ; ପୁଣି ସଦାପ୍ରଭୁଙ୍କଠାରୁ ଏକ ମନ୍ଦ-ଆତ୍ମା ତାଙ୍କୁ ବିରକ୍ତ କରିବାକୁ ଲାଗିଲା। Gade chapit laଓଡିଆ ବାଇବେଲ14 ମାତ୍ର ସଦାପ୍ରଭୁଙ୍କ ଆତ୍ମା ଶାଉଲଙ୍କଠାରୁ ପ୍ରସ୍ଥାନ କଲେ; ପୁଣି, ସଦାପ୍ରଭୁଙ୍କଠାରୁ ଏକ ମନ୍ଦ-ଆତ୍ମା ତାଙ୍କୁ ବିରକ୍ତ କରିବାକୁ ଲାଗିଲା। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ମାତ୍ର ସଦାପ୍ରଭୁଙ୍କ ଆତ୍ମା ଶାଉଲଙ୍କଠାରୁ ପ୍ରସ୍ଥାନ କଲେ; ପୁଣି, ସଦାପ୍ରଭୁଙ୍କଠାରୁ ଏକ ମନ୍ଦ ଆତ୍ମା ତାଙ୍କୁ ବିରକ୍ତ କରିବାକୁ ଲାଗିଲା। Gade chapit la |
ଶାମୁୟେଲ ଶାଉଲଙ୍କୁ କହିଲେ, “ମୋତେ କାହିଁକି ତୁମ୍ଭେ ବ୍ୟସ୍ତ କଲ? ମୋତେ କାହିଁକି ତୁମ୍ଭେ ଉଠାଇଲ?” ଶାଉଲ ଉତ୍ତର ଦେଲେ, “ମୁଁ ବିପଦରେ ପଡ଼ିଛି, ପଲେଷ୍ଟୀୟମାନେ ମୋ’ ସହିତ ଯୁଦ୍ଧ କରିବାକୁ ଆସିଛନ୍ତି ଏବଂ ପରମେଶ୍ୱର ମୋତେ ତ୍ୟାଗ କରିଛନ୍ତି। ପରମେଶ୍ୱର ମୋତେ ଆଉ ଉତ୍ତର ଦେଉ ନାହାନ୍ତି। ସେ ମୋତେ ସ୍ୱପ୍ନରେ କିମ୍ବା ଭବିଷ୍ୟଦ୍ବକ୍ତାଙ୍କ ଦ୍ୱାରା ମଧ୍ୟ ମୋତେ ଉତ୍ତର ଦେଉ ନାହାନ୍ତି। ଏଥିପାଇଁ ମୁଁ ତୁମ୍ଭକୁ ଡାକିଲି ଯେ, ମୋତେ କ’ଣ କରିବାକୁ ହେବ କୁହନ୍ତୁ।”