Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 16:15 - ପବିତ୍ର ବାଇବଲ

15 ଶାଉଲଙ୍କର ଦାସମାନେ ତାଙ୍କୁ କହିଲେ, “ପରମେଶ୍ୱରଙ୍କଠାରୁ ଏକ ମନ୍ଦ ଆତ୍ମା ଆପଣଙ୍କୁ ବିରକ୍ତ କରୁଛି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 ଏଉତ୍ତାରେ ଶାଉଲଙ୍କର ଦାସମାନେ ତାଙ୍କୁ କହିଲେ, ଦେଖନ୍ତୁ, ପରମେଶ୍ଵରଙ୍କଠାରୁ ଏକ ମନ୍ଦ-ଆତ୍ମା ଆପଣଙ୍କୁ ବିରକ୍ତ କରୁଅଛି।

Gade chapit la Kopi

ଓଡିଆ ବାଇବେଲ

15 ଏଉତ୍ତାରେ ଶାଉଲଙ୍କର ଦାସମାନେ ତାଙ୍କୁ କହିଲେ, ଦେଖନ୍ତୁ, ପରମେଶ୍ୱରଙ୍କଠାରୁ ଏକ ମନ୍ଦ-ଆତ୍ମା ଆପଣଙ୍କୁ ବିରକ୍ତ କରୁଅଛି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ଏଉତ୍ତାରେ ଶାଉଲଙ୍କର ଦାସମାନେ ତାଙ୍କୁ କହିଲେ, “ଦେଖନ୍ତୁ, ପରମେଶ୍ୱରଙ୍କଠାରୁ ଏକ ମନ୍ଦ ଆତ୍ମା ଆପଣଙ୍କୁ ବିରକ୍ତ କରୁଅଛି।

Gade chapit la Kopi




1 ଶାମୁୟେଲ 16:15
6 Referans Kwoze  

ମାତ୍ର ସଦାପ୍ରଭୁଙ୍କ ଆତ୍ମା ଶାଉଲଙ୍କଠାରୁ ପ୍ରସ୍ଥାନ କଲେ। ପୁଣି ସଦାପ୍ରଭୁଙ୍କଠାରୁ ଏକ ମନ୍ଦ ଆତ୍ମା ତାଙ୍କୁ ବିରକ୍ତ କରିବାକୁ ଲାଗିଲା।


ଜଣେ ନିପୁଣ ବୀଣାବାଦକ ଅନ୍ୱେଷଣ ପାଇଁ ତୁମ୍ଭେ ତୁମ୍ଭ ସମ୍ମୁଖରେ ଥିବା ଦାସମାନଙ୍କୁ ଆଜ୍ଞା କର। ଯେତେବେଳେ ପରମେଶ୍ୱରଙ୍କଠାରୁ ସେହି ମନ୍ଦ ଆତ୍ମା ତୁମ୍ଭ ସମ୍ମୁଖକୁ ଆସେ, ଯଦି ସେ ଲୋକ ବୀଣା ବଜାଏ ତୁମ୍ଭେ ବହୁତ ଭଲ ସମବେଦନା ପ୍ରକାଶ କରିବ।”


ଅବୀମେଲକ୍ ଯିରୁବ୍ବା‌ଲ୍‌ଙ୍କର ସତୁରି ଜଣ ପୁତ୍ରଙ୍କୁ ହତ୍ୟା କଲେ, ଯେଉଁମାନେ ତାଙ୍କର ନିଜର ଭାଇ ଥିଲେ। ଶିଖିମର ନେତୃବର୍ଗ ଇସ୍ରାଏଲର ଭୁଲ୍ କାର୍ଯ୍ୟ କରିବାରେ ସମର୍ଥନ ଦେଲେ।


ସଦାପ୍ରଭୁ ଶାମୁୟେଲଙ୍କୁ କହିଲେ, “ତୁମ୍ଭେ କେତେକାଳ ଶାଉଲଙ୍କ ପାଇଁ ଶୋକ କରିବ? ମୁଁ ତାଙ୍କୁ ଇସ୍ରାଏଲର ରାଜା ରୂପେ ପ୍ରତ୍ୟାଖ୍ୟାନ କରିଅଛି। ତୁମ୍ଭେ ଆପଣା ଶିଙ୍ଗ ତୈଳରେ ପୂର୍ଣ୍ଣ କରିଗ୍ଭଲ, ମୁଁ ତୁମ୍ଭକୁ ବୈ‌ଥ୍‌ଲେହମର ଯିଶୀ ନାମକ ବ୍ୟକ୍ତି ନିକଟକୁ ପଠାଇବି। କାରଣ ତାହାର ପୁତ୍ରମାନଙ୍କ ମଧ୍ୟରୁ ମୁଁ ଆପଣା ପାଇଁ ଏକ ରାଜା ଦେଖିଅଛୁ।”


ପରଦିନ ପରମେଶ୍ୱରଙ୍କଠାରୁ ଯେତେବେଳେ ମନ୍ଦ ଆତ୍ମା ଶାଉଲଙ୍କୁ ଅକ୍ତିଆର କଲା, ସେ ତାଙ୍କ ଗୃହ ମଧ୍ୟରେ ଅବାନ୍ତର କାର୍ଯ୍ୟ କରିବାକୁ ଲାଗିଲେ। ଦାଉଦ ପ୍ରତିଦିନପରି ହସ୍ତରେ ବୀଣା ବଜାଇଲେ, ସେ ସମୟରେ ଶାଉଲଙ୍କ ଗୋଟିଏ ବର୍ଚ୍ଛା ଧରିଥିଲେ।


କିନ୍ତୁ ଏକ ମନ୍ଦ ଆତ୍ମା ସଦାପ୍ରଭୁଙ୍କଠାରୁ ଶାଉଲଙ୍କ ଉପରକୁ ଆସିଲା। ଶାଉଲ ତାଙ୍କ ନିଜ ଗୃହରେ ବସିଥିଲେ। ଶାଉଲ ହାତରେ ବର୍ଚ୍ଛା ଧରି ଥିଲେ। ଦାଉଦ ଆପଣା ହସ୍ତରେ ବାଦ୍ୟ ବଜାଉ ଥିଲେ।


Swiv nou:

Piblisite


Piblisite