Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 16:19 - ପବିତ୍ର ବାଇବଲ

19 ତେଣୁ ଶାଉଲ ଯିଶୀ ନିକଟକୁ ଦୂତମାନଙ୍କୁ ପଠାଇ ତାହାଙ୍କୁ କହିଲେ, “ତୁମ୍ଭର ପୁତ୍ର ଦାଉଦ ଯେ ମେଷପଲ ସାଙ୍ଗରେ ଥାଏ, ତାକୁ ମୋ’ ନିକଟକୁ ପଠାଇ ଦିଅ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

19 ଏହେତୁ ଶାଉଲ ଯିଶୀ ନିକଟକୁ ଦୂତମାନଙ୍କୁ ପଠାଇ ତାହାକୁ କହିଲେ, ତୁମ୍ଭର ପୁତ୍ର ଦାଉଦ, ଯେ ମେଷପଲ ସଙ୍ଗରେ ଥାଏ, ତାକୁ ମୋʼ ନିକଟକୁ ପଠାଇଦିଅ।

Gade chapit la Kopi

ଓଡିଆ ବାଇବେଲ

19 ଏହେତୁ ଶାଉଲ ଯିଶୀ ନିକଟକୁ ଦୂତମାନଙ୍କୁ ପଠାଇ ତାହାକୁ କହିଲେ, ତୁମ୍ଭର ପୁତ୍ର ଦାଉଦ, ଯେ ମେଷପଲ ସଙ୍ଗରେ ଥାଏ, ତାକୁ ମୋ’ ନିକଟକୁ ପଠାଇଦିଅ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ଏହେତୁ ଶାଉଲ ଯିଶୀ ନିକଟକୁ ଦୂତମାନଙ୍କୁ ପଠାଇ ତାହାକୁ କହିଲେ, “ତୁମ୍ଭର ପୁତ୍ର ଦାଉଦ, ଯେ ମେଷପଲ ସଙ୍ଗରେ ଥାଏ, ତାକୁ ମୋʼ ନିକଟକୁ ପଠାଇଦିଅ।”

Gade chapit la Kopi




1 ଶାମୁୟେଲ 16:19
12 Referans Kwoze  

କିନ୍ତୁ ଦାଉଦ ଆପଣା ପିତାର ମେଷପଲ ଚରାଇବା ନିମନ୍ତେ ଶାଉଲଙ୍କ ନିକଟରୁ ବୈ‌ଥ୍‌ଲେହମକୁ ସମୟ ସମୟରେ ଯାଆ ଆସ କରୁଥା’ନ୍ତି।


ଶାମୁୟେଲ ଯିଶୀଙ୍କୁ କହିଲେ, “ତୁମ୍ଭର ସବୁ ସନ୍ତାନ କ’ଣ ଏଠାରେ ଅଛନ୍ତି?” ସେ କହିଲେ, “କେବଳ କନିଷ୍ଠଟି ଏଠାରେ ନାହିଁ। ସେ ମେଷପଲ ଚରାଉ ଅଛି।” ଶାମୁୟେଲ କହିଲେ, “ଲୋକ ପଠାଇ ତାଙ୍କୁ ଡକାଅ। ସେ ଏଠାକୁ ନ ଆସିବା ପର୍ଯ୍ୟନ୍ତ ଆମ୍ଭେ ଭୋଜନରେ ବସିବୁ ନାହିଁ।”


ଆମୋଷଙ୍କ ବାର୍ତ୍ତା: ତକୋୟ ନଗରର ମେଷପାଳକମାନଙ୍କ ମଧ୍ୟରୁ ଆମୋଷ ଥିଲେ ଅନ୍ୟତମ। ଯେତେବେଳେ ଯିହୁଦାର ରାଜା ଉଷିୟ ଥିଲେ, ଯୋୟାଶଙ୍କ ପୁତ୍ର ଯାରବିୟାମ୍ ଇସ୍ରାଏଲର ରାଜା ଥିଲେ। ସେହି ସମୟରେ ଆମୋଷଙ୍କର ଇସ୍ରାଏଲ ବିଷୟରେ ଏକ ଦର୍ଶନ ଥିଲା। ଏହା ଥିଲା ଭୂମିକମ୍ପ ଦୁଇ ବର୍ଷର ପୂର୍ବ ଘଟଣା।


ଏବଂ ପରମେଶ୍ୱର ସେହି ଲୋକମାନଙ୍କୁ ଗୁରୁତ୍ୱ ଦିଅନ୍ତି। ପରମେଶ୍ୱର ସେହି ଲୋକମାନଙ୍କୁ ତାଙ୍କ ଅଧିପତି କରାନ୍ତି।


ସେଠାରୁ ଏଲିୟ ପ୍ରସ୍ଥାନ କରି ଶାଫଟଙ୍କ ପୁତ୍ର ଇଲୀଶାୟଙ୍କୁ ଖୋଜିବାକୁ ଗଲେ। ଇଲୀଶାୟ ବାରହଳ ବଳଦ ଆଗରେ ରଖି ହଳ ବୁଲାଉଥିଲେ ଓ ସେ ଦ୍ୱାଦଶ ହଳରେ ଥିଲେ। ଏଲିୟ ତାଙ୍କ ନିକଟକୁ ଗଲେ ଓ ଆପଣା ବସ୍ତ୍ରକୁ ତା’ ଉପରେ ପକାଇଲେ।


ଯୁବକମାନଙ୍କ ମଧ୍ୟରୁ ଜଣେ ଉତ୍ତର ଦେଇ କହିଲା, “ଦେଖନ୍ତୁ ମୁଁ ବୈ‌ଥ୍‌ଲେହମୀୟ ଯିଶୀର ଏକ ପୁତ୍ରଙ୍କୁ ଦେଖିଅଛି। ସେ ବୀଣା ବଜାଇବାରେ ନିପୁଣ ଓ ମହାବିକ୍ରମଶାଳୀ ଯୋଦ୍ଧା ଓ କଥାରେ ବିଜ୍ଞ, ଆଉ ରୂପବାନ ପୁଣି ସଦାପ୍ରଭୁ ତାଙ୍କ ପାଖେ ପାଖେ ଅଛନ୍ତି।”


ତା'ପରେ ଯିଶୀ କେବଳ ଦାଉଦଙ୍କୁ ପଠାଇଲେ ନାହିଁ, ତା’ ସହିତ ଶାଉଲ ନିମନ୍ତେ କିଛି ଉପହାର ପଠାଇଲେ: ଗୋଟିଏ ଛେଳି ଓ ଗୋଟିଏ ଗଧରେ ବୋଝେଇ ଖାଦ୍ୟ ଓ ଦ୍ରାକ୍ଷାରସ ପଠାଇଲେ।


Swiv nou:

Piblisite


Piblisite