Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 16:8 - ପବିତ୍ର ବାଇବଲ

8 ତା'ପରେ ଯିଶୀ ତାଙ୍କର ଦ୍ୱିତୀୟ ପୁତ୍ର ଅବିନାଦବଙ୍କୁ ଡାକିଲେ। ଅବିନାଦବ ଶାମୁୟେଲଙ୍କ ଆଗ ଦେଇ ଗଲେ। କିନ୍ତୁ ଶାମୁୟେଲ କହିଲେ, “ନା, ଏ ଲୋକ ନୁହନ୍ତି ଯାହାଙ୍କୁ ସଦାପ୍ରଭୁ ଉପଯୁକ୍ତ ମନେ କରନ୍ତି।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ଏଉତ୍ତାରେ ଯିଶୀ ଅବିନାଦବକୁ ଡାକି ଶାମୁୟେଲଙ୍କର ସମ୍ମୁଖ ଦେଇ ଗମନ କରାଇଲା। ତହିଁରେ ଶାମୁୟେଲ କହିଲେ, ସଦାପ୍ରଭୁ ଏହାକୁ ହିଁ ମନୋନୀତ କରି ନାହାନ୍ତି।

Gade chapit la Kopi

ଓଡିଆ ବାଇବେଲ

8 ଏଉତ୍ତାରେ ଯିଶୀ ଅବୀନାଦବକୁ ଡାକି ଶାମୁୟେଲଙ୍କର ସମ୍ମୁଖ ଦେଇ ଗମନ କରାଇଲା। ତହିଁରେ ଶାମୁୟେଲ କହିଲେ, ସଦାପ୍ରଭୁ ଏହାକୁ ହିଁ ମନୋନୀତ କରି ନାହାନ୍ତି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ଏଉତ୍ତାରେ ଯିଶୀ ଅବୀନାଦବକୁ ଡାକି ଶାମୁୟେଲଙ୍କର ସମ୍ମୁଖ ଦେଇ ଗମନ କରାଇଲା। ତହିଁରେ ଶାମୁୟେଲ କହିଲେ, “ସଦାପ୍ରଭୁ ଏହାକୁ ହିଁ ମନୋନୀତ କରି ନାହାନ୍ତି।”

Gade chapit la Kopi




1 ଶାମୁୟେଲ 16:8
4 Referans Kwoze  

ଯିଶୀଙ୍କର ତିନି ବଡ଼ ପୁତ୍ର ଶାଉଲଙ୍କର ପଶ୍ଚାତ ଯୁଦ୍ଧକୁ ଯାଇଥିଲେ। ପ୍ରଥମ ପୁତ୍ର ଥିଲେ ଇଲୀୟାବ୍ ଓ ଦ୍ୱିତୀୟ ପୁତ୍ରର ନାମ ଅବିନାଦବ୍ ଓ ତୃତୀୟର ନାମ ଶମ୍ମ।


ଯିଶୀ ଇଲିୟାବଙ୍କର ପିତା ଥିଲେ। ଇଲିୟାବ ଯିଶୀଙ୍କର ପ୍ରଥମଜାତ ପୁତ୍ର ଥିଲେ। ଯିଶୀଙ୍କର ଦ୍ୱିତୀୟ ପୁତ୍ର ଥିଲେ ଅବିନାଦବ, ତାଙ୍କର ତୃତୀୟ ପୁତ୍ର ଥିଲେ ଶମ୍ମ।


ଅନନ୍ତର କିରିୟଥ-ଯିୟାରୀମୀୟ ଲୋକମାନେ ଆସିଲେ ଏବଂ ସଦାପ୍ରଭୁଙ୍କ ପବିତ୍ର ସିନ୍ଦୁକ ନେଇଗଲେ। ସେମାନେ ପର୍ବତସ୍ଥିତ ଅବୀନାଦବର ଗୃହକୁ ତାହା ଆଣିଲେ। ସଦାପ୍ରଭୁଙ୍କ ସିନ୍ଦୁକ ଜଗିବାକୁ ତା'ର ପୁତ୍ର ଇଲିୟାସରକୁ ବିଶେଷ ଉତ୍ସବ ମାଧ୍ୟମରେ ପବିତ୍ର କଲେ।


ସମୁଦାୟ ଦୋର ଉପପର୍ବତ ବିନ୍-ଅବୀନାଦ‌ବ୍‌ର ଅଧୀନ ଥିଲା। ସେ ଶଲୋମନଙ୍କର କନ୍ୟା ଟାଫତକୁ ବିବାହ କରିଥିଲା।


Swiv nou:

Piblisite


Piblisite