Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 17:13 - ପବିତ୍ର ବାଇବଲ

13 ଯିଶୀଙ୍କର ତିନି ବଡ଼ ପୁତ୍ର ଶାଉଲଙ୍କର ପଶ୍ଚାତ ଯୁଦ୍ଧକୁ ଯାଇଥିଲେ। ପ୍ରଥମ ପୁତ୍ର ଥିଲେ ଇଲୀୟାବ୍ ଓ ଦ୍ୱିତୀୟ ପୁତ୍ରର ନାମ ଅବିନାଦବ୍ ଓ ତୃତୀୟର ନାମ ଶମ୍ମ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ଯିଶୀର ତିନି ବଡ଼ ପୁତ୍ର ଶାଉଲଙ୍କର ପଶ୍ଚାତ୍ ଯୁଦ୍ଧକୁ ଯାଇଥିଲେ; ପୁଣି ଯୁଦ୍ଧକୁ ଯାଇଥିବା ତାହାର ତିନି ପୁତ୍ର ମଧ୍ୟରେ ଜ୍ୟେଷ୍ଠର ନାମ ଇଲୀୟାବ ଓ ଦ୍ଵିତୀୟର ନାମ ଅବିନାଦବ ଓ ତୃତୀୟର ନାମ ଶମ୍ମ, ଆଉ ଦାଉଦ କନିଷ୍ଠ ଥିଲେ।

Gade chapit la Kopi

ଓଡିଆ ବାଇବେଲ

13 ଯିଶୀର ତିନି ବଡ଼ ପୁତ୍ର ଶାଉଲଙ୍କର ପଶ୍ଚାତ୍‍ ଯୁଦ୍ଧକୁ ଯାଇଥିଲେ; ପୁଣି, ଯୁଦ୍ଧକୁ ଯାଇଥିବା ତାହାର ତିନି ପୁତ୍ର ମଧ୍ୟରେ ଜ୍ୟେଷ୍ଠର ନାମ ଇଲୀୟାବ୍‍ ଓ ଦ୍ୱିତୀୟର ନାମ ଅବୀନାଦବ ଓ ତୃତୀୟର ନାମ ଶମ୍ମ, ଆଉ ଦାଉଦ କନିଷ୍ଠ ଥିଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ଯିଶୀର ତିନି ବଡ଼ ପୁତ୍ର ଶାଉଲଙ୍କର ପଶ୍ଚାତ୍‍ ଯୁଦ୍ଧକୁ ଯାଇଥିଲେ; ପୁଣି, ଯୁଦ୍ଧକୁ ଯାଇଥିବା ତାହାର ତିନି ପୁତ୍ର ମଧ୍ୟରେ ଜ୍ୟେଷ୍ଠର ନାମ ଇଲୀୟାବ୍‍ ଓ ଦ୍ୱିତୀୟର ନାମ ଅବୀନାଦବ ଓ ତୃତୀୟର ନାମ ଶମ୍ମ, ଆଉ ଦାଉଦ କନିଷ୍ଠ ଥିଲେ।

Gade chapit la Kopi




1 ଶାମୁୟେଲ 17:13
6 Referans Kwoze  

ଯିଶୀ ଇଲିୟାବଙ୍କର ପିତା ଥିଲେ। ଇଲିୟାବ ଯିଶୀଙ୍କର ପ୍ରଥମଜାତ ପୁତ୍ର ଥିଲେ। ଯିଶୀଙ୍କର ଦ୍ୱିତୀୟ ପୁତ୍ର ଥିଲେ ଅବିନାଦବ, ତାଙ୍କର ତୃତୀୟ ପୁତ୍ର ଥିଲେ ଶମ୍ମ।


ପୁଣି ସେ ଇସ୍ରାଏଲକୁ ତୁଚ୍ଛ କରନ୍ତେ ଦାଉଦଙ୍କର ଭ୍ରାତା ଶିମିୟିର ପୁତ୍ର ଯୋନାଥନ ତାହାକୁ ବଧ କଲା।


ସେତେବେଳେ ଦାଉଦଙ୍କର ଭାଇ ଶିମିୟର ପୁତ୍ର ଯୋନାଦବ୍ ପହଞ୍ଚିଲା ଓ କହିଲା, “ନା! ସମସ୍ତଙ୍କୁ ହତ୍ୟା କରାଯାଇ ନାହିଁ। ମାତ୍ର ଅମ୍ନୋନକୁ ହତ୍ୟା କରାଗଲା। ଅମ୍ନୋନ ତାମରକୁ ଧର୍ଷଣ କରିବା ଦିନଠାରୁ ଅବଶାଲୋମ ଏହି ଷଡ଼ଯନ୍ତ୍ର କରି ଆସୁଅଛି।


ଅମ୍ନୋନର ଯୋନାଦବ୍ ନାମକ ଜଣେ ଚତୁର ବନ୍ଧୁ ଥିଲା, ଯିଏ କି ଶିମିୟର ପୁତ୍ର। ଶିମିୟ ଦାଉଦଙ୍କର ଭାଇ ଥିଲା।


ଦାଉଦ ସେହି ଲୋକମାନଙ୍କ ସହିତ କଥାବାର୍ତ୍ତା କରୁଥିବା ସମୟରେ ତା'ର ଜ୍ୟେଷ୍ଠଭ୍ରାତା ଇଲୀୟାବ ଶୁଣିଲା। ଇଲୀୟାବର କ୍ରୋଧ ଦାଉଦ ଉପରେ ପ୍ରଜ୍ୱଳିତ ହେଲା, ଆଉ ସେ କହିଲା, “ତୁ ଏଠାକୁ କାହିଁକି ଆସିଲୁ? ପ୍ରାନ୍ତରରେ ମେଣ୍ଢାମାନଙ୍କୁ କାହା ପାଖରେ ଛାଡ଼ିଲୁ? ମୁଁ ତୋ’ ଗର୍ବ ଓ ମନର ଦୁଷ୍ଟତା ଜାଣେ। କାରଣ ତୁ କେବଳ ଯୁଦ୍ଧ ଦେଖିବା ପାଇଁ ଆସିଛୁ।”


Swiv nou:

Piblisite


Piblisite