Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 17:18 - ପବିତ୍ର ବାଇବଲ

18 ସେ ମଧ୍ୟ ତାଙ୍କୁ କହିଲେ, “ଏହି ଦଶଖଣ୍ତ ବଡ଼ ଛେନାପୋଡ଼ 1,000 ସୈନ୍ୟମାନଙ୍କର କପ୍ତାନମାନଙ୍କ ପାଇଁ ନେଇ ଯାଅ ଏବଂ ତୁମ୍ଭର ଭାଇମାନଙ୍କର କୁଶଳତାର ଖବର ଆଣିବା ସହିତ, ସେମାନେ କିପରି ଅଛନ୍ତି ତାହା ଜାଣିବା ନିମନ୍ତେ କିଛି ଚିହ୍ନ ଆଣ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

18 ପୁଣି ଏହି ଦଶ ଖଣ୍ତ ଛେନାଚକ୍ତି ସେମାନଙ୍କର ସହସ୍ରପତି ନିକଟକୁ ଘେନି ଯାଅ ଓ ତୁମ୍ଭ ଭାଇମାନଙ୍କର କୁଶଳବାର୍ତ୍ତା ପଚାରି ସେମାନଙ୍କର କୌଣସି ଚିହ୍ନ ଆଣ।

Gade chapit la Kopi

ଓଡିଆ ବାଇବେଲ

18 ପୁଣି, ଏହି ଦଶ ଖଣ୍ଡ ଛେନାଚକ୍ତି ସେମାନଙ୍କର ସହସ୍ରପତି ନିକଟକୁ ଘେନି ଯାଅ ଓ ତୁମ୍ଭ ଭାଇମାନଙ୍କର କୁଶଳବାର୍ତ୍ତା ପଚାରି ସେମାନଙ୍କର କୌଣସି ଚିହ୍ନ ଆଣ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ପୁଣି, ଏହି ଦଶ ଖଣ୍ଡ ଛେନାଚକ୍ତି ସେମାନଙ୍କର ସହସ୍ରପତି ନିକଟକୁ ଘେନିଯାଅ ଓ ତୁମ୍ଭ ଭାଇମାନଙ୍କର କୁଶଳବାର୍ତ୍ତା ପଚାରି ସେମାନଙ୍କର କୌଣସି ଚିହ୍ନ ଆଣ।

Gade chapit la Kopi




1 ଶାମୁୟେଲ 17:18
13 Referans Kwoze  

ଯୋଷେଫଙ୍କର ପିତା କହିଲେ, “ଯାଇ ଦେଖ ତୁମ୍ଭର ଭାଇମାନେ ଏବଂ ପଲ ସବୁ କିପରି ଅଛନ୍ତି।” ତା'ପରେ ଫେରି ଆସ ଏବଂ ମୋତେ କୁହ। ତେଣୁ ଯୋଷେଫଙ୍କର ପିତା ତାଙ୍କୁ ହିବ୍ରୋଣର ଶିଖିମ ଉପତ୍ୟକାକୁ ପଠାଇଲେ।


ତା'ପରେ ଯିଶୀ କେବଳ ଦାଉଦଙ୍କୁ ପଠାଇଲେ ନାହିଁ, ତା’ ସହିତ ଶାଉଲ ନିମନ୍ତେ କିଛି ଉପହାର ପଠାଇଲେ: ଗୋଟିଏ ଛେଳି ଓ ଗୋଟିଏ ଗଧରେ ବୋଝେଇ ଖାଦ୍ୟ ଓ ଦ୍ରାକ୍ଷାରସ ପଠାଇଲେ।


ପାଉଲ କିଛି ଦିନ ପରେ ବର୍ଣ୍ଣ‌ବ୍‌‌ବାଙ୍କୁ କହିଲେ, “ଗ୍ଭଲ, ଆମ୍ଭେମାନେ ଫେରିବା ଆଉ ଆମ୍ଭେମାନେ ପ୍ରଭୁଙ୍କର ବାକ୍ୟ ଯେଉଁ ପ୍ରତ୍ୟେକ ସହରରେ ପ୍ରଗ୍ଭର କରିଛୁ, ସେହିସବୁ ସହରକୁ ଯାଇ ଆମ୍ଭ ଭାଇମାନଙ୍କୁ ଦେଖିବା, ଆଉ ସେମାନଙ୍କ ଭଲମନ୍ଦ ବୁଝିବା।”


ତୁମ୍ଭେ କ୍ଷୀର ପରି ମୋତେ ଢାଳି ଦେଇଛ, ତୁମ୍ଭେ ଛେନା ପରି ମୋତେ ଘୁରାଅ ଏବଂ ଚିପୁଡ଼ି ଦିଅ।


ସେମାନେ ମଧ୍ୟ ମହୁ, ଦହୀ, ମେଷ ଏବଂ ଲହୁଣୀ ଆଣିଲେ। ସେମାନେ ଏହିସବୁ ସାମଗ୍ରୀଗୁଡ଼ିକ ଦାଉଦ ଓ ତାଙ୍କର ଲୋକମାନଙ୍କ ଆଗରେ ଉତ୍ସର୍ଗ କଲେ। କାରଣ ସେମାନେ କହିଲେ, “ଲୋକମାନେ ମରୁଭୂମିରେ ନିଶ୍ଚିତ କ୍ଷୁଧାର୍ତ୍ତ, କ୍ଳାନ୍ତ ଓ ତୃଷାର୍ତ୍ତ ହୋଇଥିବେ।”


ଇସ୍ରାଏଲ ଯୋଷେଫଙ୍କୁ କହିଲେ, “ଶିଖିମକୁ ଯାଅ। ତୁମ୍ଭର ଭାଇମାନେ ସେଠାରେ ମେଣ୍ଢା ଚରାଉଛନ୍ତି।” ଯୋଷେଫ ଉତ୍ତର ଦେଲେ, “ମୁଁ ସେଠାକୁ ଯିବି।”


ତୁମ୍ଭର ଭାଇମାନେ ଶାଉଲଙ୍କ ସାଥୀରେ ଇସ୍ରାଏଲୀୟ ସୈନ୍ୟମାନଙ୍କ ସହିତ ଏଲା ତଳ ଭୂମିରେ ଥାଇ ପଲେଷ୍ଟୀୟମାନଙ୍କ ସହିତ ଯୁଦ୍ଧ କରୁଥିଲେ।”


ତେଣୁ ମୋଶା ତାଙ୍କ ଶ୍ୱଶୁରଙ୍କୁ ସାକ୍ଷାତ କରିବାକୁ ବାହାରକୁ ଗଲେ। ମୋଶା ତାଙ୍କ ଶ୍ୱଶୁରଙ୍କୁ ଭୂମିଷ୍ଠ ପ୍ରଣାମ କଲେ ଓ ତାଙ୍କୁ ଚୁମ୍ବନ ଦେଲେ। ଏବଂ ସେମାନେ ପରମେଶ୍ୱରଙ୍କର ଉତ୍ତମ ଖବର ବୁଝିଲେ। ଏହା ପରେ ସେମାନେ ମୋଶାଙ୍କ ତମ୍ବୁକୁ ଗଲେ ଓ ସେଠାରେ କଥା ହେଲେ।


ସେମାନେ ମୀଖାର ଗୃହ ପାଖରେ ଅଟକି ଗଲେ। ଯେଉଁଠାରେ ଲେବୀୟ ଲୋକ ଜଣକ ବାସ କରୁଥିଲା। ସେମାନେ ସେହି ଲେବୀୟ ଯୁବକକୁ ପଗ୍ଭରିଲେ କିପରି ଅଛନ୍ତି ବୋଲି।


ଦାଉଦ 10ଜଣ ଯୁବକଙ୍କୁ କହିଲେ ଶୁଣ, “କର୍ମିଲକୁ ଯାଅ ଓ ନାବଲକୁ ମୋର ‘ନମସ୍କାର’ ଜଣାଅ।”


ଦାଉଦ ବିଷୋର ନଦୀ ନିକଟରେ ଥିବା 200 ଜଣ ଲୋକଙ୍କ ନିକଟକୁ ଗଲେ ଓ ରହିଲେ। ଯେଉଁ ଲୋକମାନେ ତାଙ୍କର ଦୁର୍ବଳତା ହେତୁ ତାଙ୍କ ପଛେ ଆସି ପାରି ନ ଥିଲେ, ସେମାନେ ଦାଉଦ ଓ ତାଙ୍କ ଲୋକମାନଙ୍କୁ ଭୋଟିବାକୁ ବାହାରି ଆସିଲେ। ଦାଉଦ ସେମାନଙ୍କ ନିକଟକୁ ଯାଇ ତାଙ୍କର କୁଶଳବାର୍ତ୍ତା ପଗ୍ଭରିଲେ।


ଏହା ପରେ, ଏଷ୍ଟର କିପରି ଅଛି ଓ ସେ କ’ଣ କରୁଛି, ଏହା ଜାଣିବା ପାଇଁ ମର୍ଦ୍ଦଖୟ ପ୍ରତିଦିନ ନ୍ୟାୟାଳୟରେ ପ୍ରାଙ୍ଗଣ ସମ୍ମୁଖରେ ଯାତାୟାତ କଲା।


Swiv nou:

Piblisite


Piblisite