1 ଶାମୁୟେଲ 17:19 - ପବିତ୍ର ବାଇବଲ19 ତୁମ୍ଭର ଭାଇମାନେ ଶାଉଲଙ୍କ ସାଥୀରେ ଇସ୍ରାଏଲୀୟ ସୈନ୍ୟମାନଙ୍କ ସହିତ ଏଲା ତଳ ଭୂମିରେ ଥାଇ ପଲେଷ୍ଟୀୟମାନଙ୍କ ସହିତ ଯୁଦ୍ଧ କରୁଥିଲେ।” Gade chapit laପବିତ୍ର ବାଇବଲ (Re-edited) - (BSI)19 ଏହି ସମୟରେ ଶାଉଲ ଓ ସେମାନେ ଓ ସମସ୍ତ ଇସ୍ରାଏଲ ଲୋକ ଏଲା ତଳଭୂମିରେ ଥାଇ ପଲେଷ୍ଟୀୟ-ମାନଙ୍କ ସହିତ ଯୁଦ୍ଧ କରୁଥିଲେ। Gade chapit laଓଡିଆ ବାଇବେଲ19 ଏହି ସମୟରେ ଶାଉଲ ଓ ସେମାନେ ଓ ସମସ୍ତ ଇସ୍ରାଏଲ ଲୋକ ଏଲା ତଳଭୂମିରେ ଥାଇ ପଲେଷ୍ଟୀୟମାନଙ୍କ ସହିତ ଯୁଦ୍ଧ କରୁଥିଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ଏହି ସମୟରେ ଶାଉଲ ଓ ସେମାନେ ଓ ସମସ୍ତ ଇସ୍ରାଏଲ ଲୋକ ଏଲା ତଳଭୂମିରେ ଥାଇ ପଲେଷ୍ଟୀୟମାନଙ୍କ ସହିତ ଯୁଦ୍ଧ କରୁଥିଲେ।” Gade chapit la |