Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 17:2 - ପବିତ୍ର ବାଇବଲ

2 ଶାଉଲ ଓ ଇସ୍ରାଏଲୀୟ ଲୋକମାନେ ଏଲା ତଳଭୂମିରେ ଏକତ୍ରିତ ହୋଇ ଛାଉଣି ସ୍ଥାପନ କଲେ। ସେମାନେ ପଲେଷ୍ଟୀୟମାନଙ୍କ ବିରୁଦ୍ଧରେ ଯୁଦ୍ଧ କରିବାକୁ ସୈନ୍ୟ ସଜାଇଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ପୁଣି ଶାଉଲ ଓ ଇସ୍ରାଏଲ ଲୋକମାନେ ସଂଗୃହୀତ ହୋଇ ଏଲା ତଳଭୂମିରେ ଛାଉଣି ସ୍ଥାପନ କଲେ ଓ ପଲେଷ୍ଟୀୟମାନଙ୍କ ବିରୁଦ୍ଧରେ ସୈନ୍ୟ ସଜାଇଲେ।

Gade chapit la Kopi

ଓଡିଆ ବାଇବେଲ

2 ପୁଣି, ଶାଉଲ ଓ ଇସ୍ରାଏଲ ଲୋକମାନେ ସଂଗୃହୀତ ହୋଇ ଏଲା ତଳଭୂମିରେ ଛାଉଣି ସ୍ଥାପନ କଲେ ଓ ପଲେଷ୍ଟୀୟମାନଙ୍କ ବିରୁଦ୍ଧରେ ସୈନ୍ୟ ସଜାଇଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ପୁଣି, ଶାଉଲ ଓ ଇସ୍ରାଏଲ ଲୋକମାନେ ସଂଗୃହୀତ ହୋଇ ଏଲା ତଳଭୂମିରେ ଛାଉଣି ସ୍ଥାପନ କଲେ ଓ ପଲେଷ୍ଟୀୟମାନଙ୍କ ବିରୁଦ୍ଧରେ ସୈନ୍ୟ ସଜାଇଲେ।

Gade chapit la Kopi




1 ଶାମୁୟେଲ 17:2
4 Referans Kwoze  

ଯାଜକ ଉତ୍ତର ଦେଲେ, “ଏଠାରେ ଗୋଟିଏ ଖଣ୍ତା ଅଛି, ଯାହାକି ପଲେଷ୍ଟୀୟ ଗଲିୟାତର ଅଟେ। ଏହାକୁ ତୁମ୍ଭେ ତାକୁ ଏଲୀୟ ଉପତ୍ୟକାରେ ହତ୍ୟା କରିବା ସମୟରେ ଆଣିଥିଲ। ତାହା ସେ ଏଫୋଦ ପଛରେ ବସ୍ତ୍ର ଗୁଡ଼ା ହୋଇ ରଖା ଯାଇଛି। ଏହାକୁ ତୁମ୍ଭେ ନେଇପାର ଯଦି ତୁମ୍ଭେ ଗ୍ଭହଁ।” ଦାଉଦ ଉତ୍ତର ଦେଲେ, “ଏହାକୁ ମୋତେ ଦିଅ। ଗଲିୟାତର ଖଣ୍ତାପରି ଏପରି ଖଣ୍ତା ଆଉ ନାହିଁ।”


ତୁମ୍ଭର ଭାଇମାନେ ଶାଉଲଙ୍କ ସାଥୀରେ ଇସ୍ରାଏଲୀୟ ସୈନ୍ୟମାନଙ୍କ ସହିତ ଏଲା ତଳ ଭୂମିରେ ଥାଇ ପଲେଷ୍ଟୀୟମାନଙ୍କ ସହିତ ଯୁଦ୍ଧ କରୁଥିଲେ।”


ତହିଁରେ ପଲେଷ୍ଟୀୟମାନେ ପର୍ବତର ଏକ ଦିଗରେ ଓ ଇସ୍ରାଏଲ ପର୍ବତର ଅନ୍ୟ ଦିଗରେ ଠିଆ ହେଲେ। ଉଭୟଙ୍କ ମଧ୍ୟରେ ଉପତ୍ୟକା ଥିଲା।


ସେହି ଦିନ ଦାଉଦ ଶାଉଲଙ୍କଠାରୁ ପଳାୟନ କଲେ। ଦାଉଦ ଗା‌ଥ୍‌ର ରାଜା ଆଖୀ‌ଶ୍‌ଙ୍କ ନିକଟକୁ ପଳାଇଲେ।


Swiv nou:

Piblisite


Piblisite