1 ଶାମୁୟେଲ 17:23 - ପବିତ୍ର ବାଇବଲ23 ସେ ସେମାନଙ୍କ ସଙ୍ଗେ କଥାବାର୍ତ୍ତା କରୁଥିବା ସମୟରେ ଗାଥନିବାସୀ ପଲେଷ୍ଟୀୟ ଗଲିୟାତ ନାମକ ମଲ୍ଲ ଯୋଦ୍ଧା ପଲେଷ୍ଟୀୟ ସୈନ୍ୟବାହିନୀ ମଧ୍ୟରୁ ଉଠି ଆସି ପୂର୍ବ ପରି ପାଟିକଲା। ଦାଉଦ ତାହା ଶୁଣିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)23 ସେ ସେମାନଙ୍କ ସଙ୍ଗେ କଥାବାର୍ତ୍ତା କରୁଥିବା ସମୟରେ, ଦେଖ, ଗାଥ୍ ନିବାସୀ ପଲେଷ୍ଟୀୟ ଗଲୀୟାତ ନାମକ ମଲ୍ଲଯୋଦ୍ଧା ପଲେଷ୍ଟୀୟ ସୈନ୍ୟଶ୍ରେଣୀ ମଧ୍ୟରୁ ଉଠି ଆସି ପୂର୍ବ ପରି କଥା କହିଲା; ପୁଣି ଦାଉଦ ତାହା ଶୁଣିଲେ। Gade chapit laଓଡିଆ ବାଇବେଲ23 ସେ ସେମାନଙ୍କ ସଙ୍ଗେ କଥାବାର୍ତ୍ତା କରୁଥିବା ସମୟରେ, ଦେଖ, ଗାଥ୍ ନିବାସୀ ପଲେଷ୍ଟୀୟ ଗଲୀୟାତ ନାମକ ମଲ୍ଲଯୋଦ୍ଧା ପଲେଷ୍ଟୀୟ ସୈନ୍ୟଶ୍ରେଣୀ ମଧ୍ୟରୁ ଉଠି ଆସି ପୂର୍ବ ପରି କଥା କହିଲା; ପୁଣି, ଦାଉଦ ତାହା ଶୁଣିଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ସେ ସେମାନଙ୍କ ସଙ୍ଗେ କଥାବାର୍ତ୍ତା କରୁଥିବା ସମୟରେ, ଦେଖ, ଗାଥ୍ ନିବାସୀ ପଲେଷ୍ଟୀୟ ଗଲୀୟାତ ନାମକ ମଲ୍ଲଯୋଦ୍ଧା ପଲେଷ୍ଟୀୟ ସୈନ୍ୟଶ୍ରେଣୀ ମଧ୍ୟରୁ ଉଠି ଆସି ପୂର୍ବ ପରି କଥା କହିଲା; ପୁଣି, ଦାଉଦ ତାହା ଶୁଣିଲେ। Gade chapit la |