Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 17:27 - ପବିତ୍ର ବାଇବଲ

27 ଲୋକମାନେ ପୂର୍ବପରି ଉତ୍ତର ଦେଇ କହିଲେ, ଯେ ତାହାକୁ ବଧ କରିବ, ତାହାକୁ ପୁରସ୍କୃତ କରାଯିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

27 ତହିଁରେ ଲୋକମାନେ ପୂର୍ବ ପରି ଉତ୍ତର ଦେଇ କହିଲେ, ଯେ ତାହାକୁ ବଧ କରିବ, ତାହା ପ୍ରତି ଉପରୋକ୍ତ ପ୍ରକାରେ କରାଯିବ।

Gade chapit la Kopi

ଓଡିଆ ବାଇବେଲ

27 ତହିଁରେ ଲୋକମାନେ ପୂର୍ବ ପରି ଉତ୍ତର ଦେଇ କହିଲେ, ଯେ ତାହାକୁ ବଧ କରିବ, ତାହା ପ୍ରତି ଉପରୋକ୍ତ ପ୍ରକାରେ କରାଯିବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

27 ତହିଁରେ ଲୋକମାନେ ପୂର୍ବ ପରି ଉତ୍ତର ଦେଇ କହିଲେ, ଯେ ତାହାକୁ ବଧ କରିବ, ତାହା ପ୍ରତି ଉପରୋକ୍ତ ପ୍ରକାରେ କରାଯିବ।

Gade chapit la Kopi




1 ଶାମୁୟେଲ 17:27
2 Referans Kwoze  

ଜଣେ ଇସ୍ରାଏଲର ଲୋକ କହିଲା, “ତୁମ୍ଭେମାନେ ସେହି ବ୍ୟକ୍ତିକୁ ଦେଖିଲକି ଯିଏ ଇସ୍ରାଏଲକୁ ଅବମାନନା କରିବାକୁ ଆସିଥିଲା? ଏହାକୁ ଯେଉଁ ଲୋକ ହତ୍ୟା କରିବ, ରାଜା ତାହାଙ୍କୁ ବହୁତ ଧନରେ ଧନବାନ କରିବେ ଓ ତାହାକୁ ଆପଣା କନ୍ୟା ଦେବେ। ଆଉ ଇସ୍ରାଏଲ ମଧ୍ୟରେ ତା'ର ପିତୃ ଗୃହକୁ ନିଷ୍କର କରିବେ।”


ଦାଉଦ ଅନ୍ୟ ଲୋକମାନଙ୍କ ପାଖକୁ ଗଲେ ଓ ପୂର୍ବପରି କହିଲେ, ତହିଁରେ ଲୋକମାନେ ପୁନର୍ବାର ପୂର୍ବପରି ଉତ୍ତର ଦେଲେ।


Swiv nou:

Piblisite


Piblisite