Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 17:29 - ପବିତ୍ର ବାଇବଲ

29 ଦାଉଦ ଉତ୍ତର ଦେଲେ, “ମୁଁ ଏବେ କ’ଣ କଲି, ଏମିତି ମୁଁ ଏହି ଲୋକମାନଙ୍କ ସହିତ କଥାବାର୍ତ୍ତା କରୁଥିଲି।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

29 ଏଥିରେ ଦାଉଦ କହିଲେ, ମୁଁ ଏବେ କଅଣ କଲି? ଏଥିରେ କି କୌଣସି କାରଣ ନାହିଁ?

Gade chapit la Kopi

ଓଡିଆ ବାଇବେଲ

29 ଏଥିରେ ଦାଉଦ କହିଲେ, ମୁଁ ଏବେ କଅଣ କଲି ? ଏଥିରେ କି କୌଣସି କାରଣ ନାହିଁ ?

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

29 ଏଥିରେ ଦାଉଦ କହିଲେ, “ମୁଁ ଏବେ କଅଣ କଲି? ଏଥିରେ କି କୌଣସି କାରଣ ନାହିଁ?”

Gade chapit la Kopi




1 ଶାମୁୟେଲ 17:29
6 Referans Kwoze  

ତୁମ୍ଭ ପ୍ରତି ମନ୍ଦ କାମ କରିଥିବା ଲୋକକୁ ଆକ୍ରମଣ କରିବା ଉଦ୍ଦେଶ୍ୟରେ କୌଣସି ଲୋକ ପ୍ରତି ମନ୍ଦ କାମ କର ନାହିଁ। ବା ତୁମ୍ଭକୁ ଖରାପ କଥା କହିଥିବା ଯୋଗୁଁ କୌଣସି ଲୋକକୁ ତା’ ବଦଳରେ ମନ୍ଦ କଥା କୁହ ନାହିଁ। ତା’ ବଦଳରେ ପରମେଶ୍ୱରଙ୍କଠାରେ ପ୍ରାର୍ଥନା କର ଯେ, ସେ ତାକୁ ଆଶୀର୍ବାଦ କରିବେ। ତୁମ୍ଭେ ନିଜେ ଆଶୀର୍ବାଦ ଗ୍ରହଣ କରିବା ପାଇଁ ଆହ୍ୱାନ ପାଇଥିବାରୁ ଏପରି କର।


କିନ୍ତୁ ଜଣେ ଆଧ୍ୟାତ୍ମିକ ଲୋକ ପ୍ରତ୍ୟେକ ବିଷୟର ଉଚିତ୍ ମୂଲ୍ୟାୟନ କରି ପାରିବ। ମାତ୍ର ସେ ନିଜେ କାହାରି ଦ୍ୱାରା ବିଗ୍ଭରିତ ହୋଇ ପାରିବ ନାହିଁ।


କୋମଳ ପୂର୍ଣ୍ଣ ଉତ୍ତର କ୍ରୋଧକୁ ଦମନ କରେ, ମାତ୍ର କଟୁବାକ୍ୟ କୋପ ଜନ୍ମାଏ।


ଦାଉଦ ସେହି ଲୋକମାନଙ୍କ ସହିତ କଥାବାର୍ତ୍ତା କରୁଥିବା ସମୟରେ ତା'ର ଜ୍ୟେଷ୍ଠଭ୍ରାତା ଇଲୀୟାବ ଶୁଣିଲା। ଇଲୀୟାବର କ୍ରୋଧ ଦାଉଦ ଉପରେ ପ୍ରଜ୍ୱଳିତ ହେଲା, ଆଉ ସେ କହିଲା, “ତୁ ଏଠାକୁ କାହିଁକି ଆସିଲୁ? ପ୍ରାନ୍ତରରେ ମେଣ୍ଢାମାନଙ୍କୁ କାହା ପାଖରେ ଛାଡ଼ିଲୁ? ମୁଁ ତୋ’ ଗର୍ବ ଓ ମନର ଦୁଷ୍ଟତା ଜାଣେ। କାରଣ ତୁ କେବଳ ଯୁଦ୍ଧ ଦେଖିବା ପାଇଁ ଆସିଛୁ।”


ଦାଉଦ ଅନ୍ୟ ଲୋକମାନଙ୍କ ପାଖକୁ ଗଲେ ଓ ପୂର୍ବପରି କହିଲେ, ତହିଁରେ ଲୋକମାନେ ପୁନର୍ବାର ପୂର୍ବପରି ଉତ୍ତର ଦେଲେ।


Swiv nou:

Piblisite


Piblisite