1 ଶାମୁୟେଲ 17:32 - ପବିତ୍ର ବାଇବଲ32 ଦାଉଦ ଶାଉଲଙ୍କୁ କହିଲେ, “ଗଲିୟାତ ଯୋଗୁଁ ଲୋକମାନେ ହତାଶ ହେବା ଉଚିତ୍ ନୁହେଁ। ଆପଣଙ୍କ ଦାସ ଯାଇ ସେହି ପଲେଷ୍ଟୀୟ ସହିତ ଯୁଦ୍ଧ କରିବ।” Gade chapit laପବିତ୍ର ବାଇବଲ (Re-edited) - (BSI)32 ଏଥିରେ ଦାଉଦ ଶାଉଲଙ୍କୁ କହିଲେ, ତାହା ସକାଶୁ କାହାରି ହୃଦୟ ନିରାଶ ନ ହେଉ; ଆପଣଙ୍କ ଦାସ ଯାଇ ସେହି ପଲେଷ୍ଟୀୟ ସଙ୍ଗେ ଯୁଦ୍ଧ କରିବ। Gade chapit laଓଡିଆ ବାଇବେଲ32 ଏଥିରେ ଦାଉଦ ଶାଉଲଙ୍କୁ କହିଲେ, ତାହା ସକାଶୁ କାହାରି ହୃଦୟ ନିରାଶ ନ ହେଉ; ଆପଣଙ୍କ ଦାସ ଯାଇ ସେହି ପଲେଷ୍ଟୀୟ ସଙ୍ଗେ ଯୁଦ୍ଧ କରିବ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT32 ଏଥିରେ ଦାଉଦ ଶାଉଲଙ୍କୁ କହିଲେ, “ତାହା ସକାଶୁ କାହାରି ହୃଦୟ ନିରାଶ ନ ହେଉ; ଆପଣଙ୍କ ଦାସ ଯାଇ ସେହି ପଲେଷ୍ଟୀୟ ସଙ୍ଗେ ଯୁଦ୍ଧ କରିବ।” Gade chapit la |
ତେଣୁ ମୋତେ ବର୍ତ୍ତମାନ ସେହି ପର୍ବତମୟ ଦେଶ ଦିଅ, ମୋତେ ଯାହାକି ସଦାପ୍ରଭୁ ବହୁ ଦିନ ପୂର୍ବରୁ ପ୍ରତିଜ୍ଞା କରିଥିଲେ। ସେହି ସମୟରେ ତୁମ୍ଭେ ସେହି ଲଢ଼ୁଆ ଅନାକୀୟମାନଙ୍କ ବିଷୟରେ ଶୁଣିଥିଲ, ଯେଉଁମାନେ କି ସେଠାରେ ବାସ କରୁଥିଲେ। ଏବଂ ସେମାନଙ୍କର ନଗର ଗୁଡ଼ିକ ବହୁତ ବଡ଼ ଥିଲା ଓ ସବୁ ଦିଗରୁ ସୁରକ୍ଷିତ ଥିଲା। କିନ୍ତୁ ବର୍ତ୍ତମାନ ସଦାପ୍ରଭୁ ମୋତେ ମୋ’ ସହିତ ଥାଇ ପାରନ୍ତି। ଏବଂ ମୁଁ ବର୍ତ୍ତମାନ ସେହି ଭୂମିକୁ ସଦାପ୍ରଭୁଙ୍କ ବାକ୍ୟ ଅନୁସାରେ ନେବି।”