1 ଶାମୁୟେଲ 17:34 - ପବିତ୍ର ବାଇବଲ34 କିନ୍ତୁ ଦାଉଦ ଶାଉଲଙ୍କୁ ଉତ୍ତର ଦେଲେ, “ମୁଁ ତୁମ୍ଭର ଦାସ, ଆପଣା ପିତାର ମେଷ ଚରାଉ ଥାଏ। ଥରେ ଗୋଟିଏ ସିଂହ ଓ ଅନ୍ୟଥର ଗୋଟିଏ ଭାଲୁ ଆସି ପଲ ମଧ୍ୟରୁ ଗୋଟିଏ ମେଷକୁ ନେଇଗଲା। Gade chapit laପବିତ୍ର ବାଇବଲ (Re-edited) - (BSI)34 ତହୁଁ ଦାଉଦ ଶାଉଲଙ୍କୁ କହିଲେ, ଆପଣଙ୍କ ଦାସ ଆପଣା ପିତାର ମେଷ ଚରାଉଥାଏ; ପୁଣି କୌଣସି ସମୟରେ ଗୋଟିଏ ସିଂହ କି ଗୋଟିଏ ଭାଲୁ ଆସି ପଲ ମଧ୍ୟରୁ ଛୁଆ ଘେନି ଗଲେ, Gade chapit laଓଡିଆ ବାଇବେଲ34 ତହୁଁ ଦାଉଦ ଶାଉଲଙ୍କୁ କହିଲେ, ଆପଣଙ୍କ ଦାସ ଆପଣା ପିତାର ମେଷ ଚରାଉଥାଏ; ପୁଣି, କୌଣସି ସମୟରେ ଗୋଟିଏ ସିଂହ କି ଗୋଟିଏ ଭାଲୁ ଆସି ପଲ ମଧ୍ୟରୁ ଛୁଆ ଘେନି ଗଲେ, Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT34 ତହୁଁ ଦାଉଦ ଶାଉଲଙ୍କୁ କହିଲେ, “ଆପଣଙ୍କ ଦାସ ଆପଣା ପିତାର ମେଷ ଚରାଉଥାଏ; ପୁଣି, କୌଣସି ସମୟରେ ଗୋଟିଏ ସିଂହ କି ଗୋଟିଏ ଭାଲୁ ଆସି ପଲ ମଧ୍ୟରୁ ଛୁଆ ଘେନିଗଲେ, Gade chapit la |
ସଦାପ୍ରଭୁ ଏହା କୁହନ୍ତି: “ଯେତେବେଳେ ଗୋଟିଏ ସିଂହ ମେଣ୍ଢା ଛୁଆକୁ ଆକ୍ରମଣ କରେ ଏବଂ ତା'ପରେ ଯଦି ମେଷପାଳକ ମେଣ୍ଢା ଛୁଆକୁ ରକ୍ଷା କରିବାକୁ ଯାଏ, ସେ କେବଳ ସିଂହ ମୁହଁରୁ ଦୁଇଟି ଗୋଡ଼ କି କାନର କିଛି ଅଂଶ ପାଇବାକୁ ସକ୍ଷମ ହୋଇପାରେ। ସେହିପରି, ଆମ୍ଭେ ଇସ୍ରାଏଲୀୟମାନଙ୍କୁ ରକ୍ଷା କରିବା, ଯେଉଁମାନେ ଶମରିୟାରେ ବସବାସ କରନ୍ତି ଏବଂ ସେମାନଙ୍କର ବିଛଣାର ଏକ କୋଣରେ କି ପଲଙ୍କର ସୋଫାରେ ବସିବାକୁ ଭଲପାନ୍ତି”