Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 17:41 - ପବିତ୍ର ବାଇବଲ

41 ପଲେଷ୍ଟୀୟ ଧୀରେ ଧୀରେ ଅଗ୍ରସର ହୋଇ ଦାଉଦଙ୍କର ସନ୍ନିକଟ ହେଲା ଓ ତା'ର ଢାଲବାହକ ତା'ର ଆଗେ ଆଗେ ଗ୍ଭଲିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

41 ଏଥିରେ ପଲେଷ୍ଟୀୟ ଅଗ୍ରସର ହୋଇ ଦାଉଦଙ୍କର ସନ୍ନିକଟ ହେଲା ଓ ତାହାର ଢାଲବାହକ ତାହାର ଆଗେ ଆଗେ ଚାଲିଲା।

Gade chapit la Kopi

ଓଡିଆ ବାଇବେଲ

41 ଏଥିରେ ପଲେଷ୍ଟୀୟ ଅଗ୍ରସର ହୋଇ ଦାଉଦଙ୍କର ସନ୍ନିକଟ ହେଲା ଓ ତାହାର ଢାଲବାହକ ତାହାର ଆଗେ ଆଗେ ଚାଲିଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

41 ଏଥିରେ ପଲେଷ୍ଟୀୟ ଅଗ୍ରସର ହୋଇ ଦାଉଦଙ୍କର ସନ୍ନିକଟ ହେଲା ଓ ତାହାର ଢାଲବାହକ ତାହାର ଆଗେ ଆଗେ ଚାଲିଲା।

Gade chapit la Kopi




1 ଶାମୁୟେଲ 17:41
4 Referans Kwoze  

ତା'ର ବର୍ଚ୍ଛାର ଦଣ୍ତ ବୁଣାକାରର କାଠ ତୁଲ୍ୟ ଓ ଏହାର ପାତର ଓଜନ ଥିଲା, ଛଅ ଶହ ଶେକଲ ଲୌହ ଢାଲର ସମ୍ମୁଖରେ ଥିଲା। ତା'ର ଆଗେ ଆଗେ ତା'ର ଢାଲବାହକ ଗ୍ଭଲିଥିଲା।


ଦାଉଦ ଆପଣା ଯଷ୍ଟି ହାତରେ ଧରି ନଦୀରୁ ପାଞ୍ଚ ଗୋଟି ଚି‌କ୍‌କଣ ପଥର ବାଛିଲେ ଓ ସେଗୁଡ଼ିକୁ ନିଜର ମେଷପାଳକ ଥଳି ମଧ୍ୟରେ ରଖିଲେ। ନିଜ ହାତରେ ନିଜର ଛାଟିଣୀଟି ଧରି ପଲେଷ୍ଟୀୟ ନିକଟକୁ ଗଲେ।


ପଲେଷ୍ଟୀୟମାନେ ଅନାଇ ଦାଉଦଙ୍କୁ ଦେଖିଲେ ଓ ତାକୁ ତୁଚ୍ଛ ଜ୍ଞାନ କଲେ କାରଣ ଦାଉଦ ଯୁବା ଓ ଈଷତ୍ ରକ୍ତବର୍ଣ୍ଣ ଓ ସୁନ୍ଦର ବଦନ ଥିଲେ।


ଏହା ପରେ ସଦାପ୍ରଭୁ ଯିହୋଶୂୟଙ୍କୁ କହିଲେ, “ତୁମ୍ଭେ ନିଜର ବର୍ଚ୍ଛା ଅୟ ନଗର ଆଡ଼କୁ ବିସ୍ତାର କର।” ଯେହେତୁ ମୁଁ ତୁମ୍ଭକୁ ସେହି ନଗର ହସ୍ତାନ୍ତର କରିବି। ତେଣୁ ଯିହୋଶୂୟ ନିଜର ବର୍ଚ୍ଛା ନଗର ଆଡ଼କୁ ବିସ୍ତାର କଲେ।


Swiv nou:

Piblisite


Piblisite