Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 17:42 - ପବିତ୍ର ବାଇବଲ

42 ପଲେଷ୍ଟୀୟମାନେ ଅନାଇ ଦାଉଦଙ୍କୁ ଦେଖିଲେ ଓ ତାକୁ ତୁଚ୍ଛ ଜ୍ଞାନ କଲେ କାରଣ ଦାଉଦ ଯୁବା ଓ ଈଷତ୍ ରକ୍ତବର୍ଣ୍ଣ ଓ ସୁନ୍ଦର ବଦନ ଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

42 ତହୁଁ ପଲେଷ୍ଟୀୟ ଚାରିଆଡ଼କୁ ଅନାଇ ଦାଉଦଙ୍କୁ ଦେଖି ତୁଚ୍ଛଜ୍ଞାନ କଲା, କାରଣ ସେ ଯୁବା ଓ ଈଷତ୍ ରକ୍ତବର୍ଣ୍ଣ ଓ ସୁନ୍ଦର-ବଦନ ଥିଲେ।

Gade chapit la Kopi

ଓଡିଆ ବାଇବେଲ

42 ତହୁଁ ପଲେଷ୍ଟୀୟ ଚାରିଆଡ଼କୁ ଅନାଇ ଦାଉଦଙ୍କୁ ଦେଖି ତୁଚ୍ଛଜ୍ଞାନ କଲା, କାରଣ ସେ ଯୁବା ଓ ଈଷତ୍‍ ରକ୍ତବର୍ଣ୍ଣ ଓ ସୁନ୍ଦର-ବଦନ ଥିଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

42 ତହୁଁ ପଲେଷ୍ଟୀୟ ଚାରିଆଡ଼କୁ ଅନାଇ ଦାଉଦଙ୍କୁ ଦେଖି ତୁଚ୍ଛଜ୍ଞାନ କଲା, କାରଣ ସେ ଯୁବା ଓ ଈଷତ୍‍ ରକ୍ତବର୍ଣ୍ଣ ଓ ସୁନ୍ଦର-ବଦନ ଥିଲେ।

Gade chapit la Kopi




1 ଶାମୁୟେଲ 17:42
9 Referans Kwoze  

ତାକୁ ଡାକିବା ପାଇଁ ଯିଶୀ ଲୋକ ପଠାଇଲେ। ସେ ଈଷତ୍ ରକ୍ତବର୍ଣ୍ଣ ଓ ସୁନୟନ ଦେଖିବାକୁ ସୁନ୍ଦର ଅଟନ୍ତି। ସେତେବେଳେ ସଦାପ୍ରଭୁ କହିଲେ, “ଉଠ ଏହାଙ୍କୁ ଅଭିଷେକ କର, ଏ ହେଉଛନ୍ତି ସେହି ଲୋକ।”


ଶାଉଲ ଉତ୍ତର ଦେଲେ, “ତୁମ୍ଭେ ସେହି ପଲେଷ୍ଟୀୟ ବିରୁଦ୍ଧରେ ଯୁଦ୍ଧ କରି ପାରିବ ନାହିଁ। କାରଣ ତୁମ୍ଭେ ତ ଜଣେ ସୈନିକ ନୁହଁ ଏବଂ ଗଲିୟାତ ବାଳକ ଅବସ୍ଥାରୁ ଯୁଦ୍ଧ କରି ଆସୁଅଛି।”


ଅହଙ୍କାର ସର୍ବନାଶର ସମ୍ମୁଖରେ ଆସେ ଏବଂ ଅହଙ୍କାରୀ ପ୍ରକୃତି ପତନର ସମ୍ମୁଖରେ ଆସେ।


ତେଣୁ ବି‌ନ୍‌ହଦଦ୍ କହିଲେ, “ସେମାନେ ସନ୍ଧି ପାଇଁ ଆସିଥିଲେ ତାଙ୍କୁ ଜୀବିତ ଧର ଓ ଯଦି ସେମାନେ ଯୁଦ୍ଧପାଇଁ ଆସିଥିଲେ ସେମାନଙ୍କୁ ଜୀବିତ ଧର।”


ପଲେଷ୍ଟୀୟ ଧୀରେ ଧୀରେ ଅଗ୍ରସର ହୋଇ ଦାଉଦଙ୍କର ସନ୍ନିକଟ ହେଲା ଓ ତା'ର ଢାଲବାହକ ତା'ର ଆଗେ ଆଗେ ଗ୍ଭଲିଲା।


Swiv nou:

Piblisite


Piblisite