Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 17:5 - ପବିତ୍ର ବାଇବଲ

5 ତା'ର ମସ୍ତକରେ ପିତ୍ତଳର ଟୋପର ଥିଲା ଓ ସେ ମାଛକାତି ତୁଲ୍ୟ ସାଞ୍ଜୁଆରେ ସଜ୍ଜିତ ଥିଲା। ସେହି ସାଞ୍ଜୁଆଟି ପାଞ୍ଚ ସହସ୍ର ଶେକଲ ଓଜନ ପିତ୍ତଳର ଥିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ପୁଣି ତାହାର ମସ୍ତକରେ ପିତ୍ତଳର ଟୋପର ଥିଲା ଓ ସେ ମାଛକାତି ତୁଲ୍ୟ ସାଞ୍ଜୁଆରେ ସଜ୍ଜିତ ଥିଲା ଓ ସେହି ସାଞ୍ଜୁଆ ପାଞ୍ଚ ସହସ୍ର ଶେକଲ ପରିମିତ ପିତ୍ତଳର ଥିଲା।

Gade chapit la Kopi

ଓଡିଆ ବାଇବେଲ

5 ପୁଣି, ତାହାର ମସ୍ତକରେ ପିତ୍ତଳର ଟୋପର ଥିଲା ଓ ସେ ମାଛକାତି ତୁଲ୍ୟ ସାଞ୍ଜୁଆରେ ସଜ୍ଜିତ ଥିଲା ଓ ସେହି ସାଞ୍ଜୁଆ ପାଞ୍ଚ ସହସ୍ର ଶେକଲ ପରିମିତ ପିତ୍ତଳର ଥିଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ପୁଣି, ତାହାର ମସ୍ତକରେ ପିତ୍ତଳର ଟୋପର ଥିଲା ଓ ସେ ମାଛକାତି ତୁଲ୍ୟ ସାଞ୍ଜୁଆରେ ସଜ୍ଜିତ ଥିଲା ଓ ସେହି ସାଞ୍ଜୁଆ ପାଞ୍ଚ ସହସ୍ର ଶେକଲ ପରିମିତ ପିତ୍ତଳର ଥିଲା।

Gade chapit la Kopi




1 ଶାମୁୟେଲ 17:5
4 Referans Kwoze  

ଗା‌ଥ୍‌ନିବାସୀ ଗଲିୟାତ ନାମକ ଏକ ମଲ୍ଲ ଯୋଦ୍ଧା ପଲେଷ୍ଟୀୟମାନଙ୍କ ଛାଉଣିରୁ ବାହାର ହେଲା, ସେ ସାଢ଼େ ଛଅ ହାତ ଉଚ୍ଚ।


ସେ ଗୋଡ଼ରେ ପିତ୍ତଳର ସ୍ତ୍ରାଣ ପିନ୍ଧି ଥିଲା ଓ ତା'ର ପଛରେ ପିତ୍ତଳର ବର୍ଚ୍ଛା ବନ୍ଧା ହୋଇଥିଲା।


ହେ ଅଶ୍ୱାରୋହୀଗଣ, ତୁମ୍ଭେମାନେ ଅଶ୍ୱଗଣକୁ ସଜ୍ଜିତ କରି ଆରୋହଣ କର। ମସ୍ତକରେ ଶିରସ୍ତ୍ରାଣ ପିନ୍ଧି ଠିଆ ହୁଅ। କଲମକୁ ଧାରୁଆ କର ଓ ସାଞ୍ଜୁ ପିନ୍ଧ।


ପରମେଶ୍ୱର ଦତ୍ତ ପରିତ୍ରାଣକୁ ଶିରସ୍ତ୍ରାଣ ରୂପେ ପବିତ୍ରଆତ୍ମାଙ୍କ ଖ‌‌ଡ଼୍‌ଗ ଗ୍ରହଣ କର, ସେହି ଖ‌‌ଡ଼୍‌ଗ ହେଉଛି ପରମେଶ୍ୱରଙ୍କ ଉପଦେଶ।


Swiv nou:

Piblisite


Piblisite