Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 17:51 - ପବିତ୍ର ବାଇବଲ

51 ଦାଉଦ ଦୌଡ଼ିଯାଇ ସେହି ପଲେଷ୍ଟୀୟ ଉପରେ ଠିଆ ହେଲେ ଓ ଗଲିୟାତର ‌‌ଖ‌ଡ଼୍‌ଗ ଖାପରୁ କାଢ଼ି ତାହାର ମସ୍ତକ ଛେଦନ କଲେ। ପଲେଷ୍ଟୀୟମାନେ ଆପଣାମାନଙ୍କ ବୀରକୁ ମୃତ ଦେଖି ପଳାଇଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

51 ତହୁଁ ଦାଉଦ ଦୌଡ଼ିଯାଇ ସେହି ପଲେଷ୍ଟୀୟ ଉପରେ ଠିଆ ହେଲେ ଓ ତାହାର ଖଡ଼୍‍ଗ ନେଇ ଖାପରୁ କାଢ଼ି ତାହାକୁ ବଧ କଲେ ଓ ତଦ୍ଦ୍ଵାରା ତାହାର ମସ୍ତକ ଛେଦନ କଲେ। ଆଉ ପଲେଷ୍ଟୀୟମାନେ ଆପଣାମାନଙ୍କ ବୀରକୁ ମୃତ ଦେଖି ପଳାଇଲେ।

Gade chapit la Kopi

ଓଡିଆ ବାଇବେଲ

51 ତହୁଁ ଦାଉଦ ଦୌଡ଼ିଯାଇ ସେହି ପଲେଷ୍ଟୀୟ ଉପରେ ଠିଆ ହେଲେ ଓ ତାହାର ଖଡ୍ଗ ଧରି ଖାପରୁ କାଢ଼ି ତାହାକୁ ବଧ କଲେ ଓ ତଦ୍ଦ୍ୱାରା ତାହାର ମସ୍ତକ ଛେଦନ କଲେ। ଆଉ ପଲେଷ୍ଟୀୟମାନେ ଆପଣାମାନଙ୍କ ବୀରକୁ ମୃତ ଦେଖି ପଳାଇଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

51 ତହୁଁ ଦାଉଦ ଦୌଡ଼ିଯାଇ ସେହି ପଲେଷ୍ଟୀୟ ଉପରେ ଠିଆ ହେଲେ ଓ ତାହାର ଖଡ୍ଗ ଧରି ଖାପରୁ କାଢ଼ି ତାହାକୁ ବଧ କଲେ ଓ ତଦ୍ଦ୍ୱାରା ତାହାର ମସ୍ତକ ଛେଦନ କଲେ। ଆଉ ପଲେଷ୍ଟୀୟମାନେ ଆପଣାମାନଙ୍କ ବୀରକୁ ମୃତ ଦେଖି ପଳାଇଲେ।

Gade chapit la Kopi




1 ଶାମୁୟେଲ 17:51
10 Referans Kwoze  

ସେହି ବିଶ୍ୱାସ ବଳରେ କେତେ ଜଣ ଅଗ୍ନିର ଶକ୍ତି ବନ୍ଦ କଲେ, ଓ କେତେ ଲୋକ ଖ‌‌ଡ଼୍‌ଗ ଦ୍ୱାରା ମରିବାରୁ ରକ୍ଷା ପାଇଲେ। ବିଶ୍ୱାସ କାରଣରୁ ଦୁର୍ବଳ ଲୋକ ଶକ୍ତିଶାଳୀ ହେଲେ। ସେମାନେ ଯୁଦ୍ଧରେ ଶକ୍ତିଶାଳୀ ହୋଇ ଶତ୍ରୁ ସେନାଙ୍କୁ ପରାସ୍ତ କଲେ।


ଯାଜକ ଉତ୍ତର ଦେଲେ, “ଏଠାରେ ଗୋଟିଏ ଖଣ୍ତା ଅଛି, ଯାହାକି ପଲେଷ୍ଟୀୟ ଗଲିୟାତର ଅଟେ। ଏହାକୁ ତୁମ୍ଭେ ତାକୁ ଏଲୀୟ ଉପତ୍ୟକାରେ ହତ୍ୟା କରିବା ସମୟରେ ଆଣିଥିଲ। ତାହା ସେ ଏଫୋଦ ପଛରେ ବସ୍ତ୍ର ଗୁଡ଼ା ହୋଇ ରଖା ଯାଇଛି। ଏହାକୁ ତୁମ୍ଭେ ନେଇପାର ଯଦି ତୁମ୍ଭେ ଗ୍ଭହଁ।” ଦାଉଦ ଉତ୍ତର ଦେଲେ, “ଏହାକୁ ମୋତେ ଦିଅ। ଗଲିୟାତର ଖଣ୍ତାପରି ଏପରି ଖଣ୍ତା ଆଉ ନାହିଁ।”


ବନାୟ ଏକ ମିସ୍ରୀୟ ମହାପୁରୁଷଙ୍କୁ ହତ୍ୟା କଲା। ସେହି ମିସ୍ରୀୟ ହାତରେ ଏକ ବର୍ଚ୍ଛା ଥିଲା କିନ୍ତୁ ବନାୟର ହାତରେ ଏକ ଯଷ୍ଟି ଥିଲା, ବନାୟ ତା'ର ହାତରୁ ବର୍ଚ୍ଛା ଛଡ଼ାଇ ଆଣିଲା ଓ ତା'ର ବର୍ଚ୍ଛାରେ ତାକୁ ବଧ କଲା।


ସେହି ସନ୍ତାନମାନେ ରକ୍ତମାଂସ ବିଶିଷ୍ଟ ଶରୀର ଧାରଣ କରିଛନ୍ତି। ଅତଏବ ଯୀଶୁ ସେମାନଙ୍କ ଭଳି ରକ୍ତ ମାଂସର ଶରୀର ଧାରଣ କଲେ। ସେହିପରି କରିବା ଦ୍ୱାରା, ଯୀଶୁ ମୃତ୍ୟୁ ଶକ୍ତିର ନିଦାନ ଶୟତାନକୁ ବିନଷ୍ଟ କଲେ।


ଏଥିରେ ହାମନ୍, ମର୍ଦ୍ଦଖୟ ନିମନ୍ତେ ଯେଉଁ ଫାଶିକାଠ ପ୍ରସ୍ତୁତ କରିଥିଲା, ତହିଁ ଉପରେ ସେମାନେ ହାମ‌ନ୍‌କୁ ଫାଶି ଦେଲେ। ତହିଁରେ ରାଜାଙ୍କର କ୍ରୋଧ ଶାନ୍ତ ହେଲା।


ଏହିପରି ଭାବରେ ଦାଉଦ ବାଟୁଳି ଓ ପଥର ଦ୍ୱାରା ସେହି ପଲେଷ୍ଟୀୟକୁ ପରାସ୍ତ କଲେ ଓ ଆଘାତ କରି ବଧ କଲେ। ମାତ୍ର ଦାଉଦଙ୍କ ହସ୍ତରେ ‌‌ଖ‌ଡ଼୍‌ଗ ନ ଥିଲା।


ସେହି ଦିନ ଦାଉଦ ଶାଉଲଙ୍କଠାରୁ ପଳାୟନ କଲେ। ଦାଉଦ ଗା‌ଥ୍‌ର ରାଜା ଆଖୀ‌ଶ୍‌ଙ୍କ ନିକଟକୁ ପଳାଇଲେ।


ପଲେଷ୍ଟୀୟମାନେ ଶାଉଲଙ୍କର ମସ୍ତକ କାଟି ତାଙ୍କର କବଚ ଇତ୍ୟାଦିକୁ ନେଇଗଲେ। ପଲେଷ୍ଟୀୟମାନେ ନିଜ ନିଜର ଦେବଗଣ ଗୃହ ବା ମନ୍ଦିରକୁ ଓ ଲୋକମାନଙ୍କୁ ଦେଶର ଗ୍ଭରି ଆଡ଼କୁ ଖବର ଦେଇ ପଠାଇଲେ।


Swiv nou:

Piblisite


Piblisite