1 ଶାମୁୟେଲ 17:53 - ପବିତ୍ର ବାଇବଲ53 ଇସ୍ରାଏଲର ପଲେଷ୍ଟୀୟମାନଙ୍କ ପଛେ ପଛେ ଗୋଡ଼ାଇବାରୁ ଲେଉଟି ଆସି ସେମାନଙ୍କ ଛାଉଣି ଲୁଟ୍ କଲେ। Gade chapit laପବିତ୍ର ବାଇବଲ (Re-edited) - (BSI)53 ଏଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ପଲେଷ୍ଟୀୟ-ମାନଙ୍କ ପଛେ ପଛେ ଗୋଡ଼ାଇବାରୁ ନେଉଟି ଆସି ସେମାନଙ୍କ ଛାଉଣି ଲୁଟ କଲେ। Gade chapit laଓଡିଆ ବାଇବେଲ53 ଏଉତ୍ତାରେ ଇସ୍ରାଏଲ ସନ୍ତାନଗଣ ପଲେଷ୍ଟୀୟମାନଙ୍କ ପଛେ ପଛେ ଗୋଡ଼ାଇବାରୁ ନେଉଟି ଆସି ସେମାନଙ୍କ ଛାଉଣି ଲୁଟ କଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT53 ଏଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ପଲେଷ୍ଟୀୟମାନଙ୍କ ପଛେ ପଛେ ଗୋଡ଼ାଇବାରୁ ନେଉଟି ଆସି ସେମାନଙ୍କ ଛାଉଣି ଲୁଟ କଲେ। Gade chapit la |