Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 17:6 - ପବିତ୍ର ବାଇବଲ

6 ସେ ଗୋଡ଼ରେ ପିତ୍ତଳର ସ୍ତ୍ରାଣ ପିନ୍ଧି ଥିଲା ଓ ତା'ର ପଛରେ ପିତ୍ତଳର ବର୍ଚ୍ଛା ବନ୍ଧା ହୋଇଥିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ତାହାର ପାଦ ପିତ୍ତଳ-ପତ୍ରରେ ଆବୃତ ଓ ତାହାର କାନ୍ଧରେ ପିତ୍ତଳର ଶଲ୍ୟ ଥିଲା।

Gade chapit la Kopi

ଓଡିଆ ବାଇବେଲ

6 ତାହାର ପାଦ ପିତ୍ତଳ-ପତ୍ରରେ ଆବୃତ ଓ ତାହାର କାନ୍ଧରେ ପିତ୍ତଳର ଶଲ୍ୟ ଥିଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ତାହାର ପାଦ ପିତ୍ତଳ-ପତ୍ରରେ ଆବୃତ ଓ ତାହାର କାନ୍ଧରେ ପିତ୍ତଳର ଶଲ୍ୟ ଥିଲା।

Gade chapit la Kopi




1 ଶାମୁୟେଲ 17:6
4 Referans Kwoze  

ଦାଉଦ ଗଲିୟାତକୁ କହିଲେ, “ତୁମ୍ଭେ ‌‌ଖ‌ଡ଼୍‌ଗ ବର୍ଚ୍ଛା ଓ ଶଲ୍ୟ ଘେନି ମୋ’ ପାଖକୁ ଆସିଛ। କିନ୍ତୁ ତୁମ୍ଭେ ଯାହାଙ୍କୁ ତୁଚ୍ଛ କରିଅଛ ସେହି ଇସ୍ରାଏଲର ସୈନ୍ୟବାହିନୀର ପରମେଶ୍ୱର, ସର୍ବଶକ୍ତିମାନ ସଦାପ୍ରଭୁଙ୍କ ନାମରେ ତୁମ୍ଭ ନିକଟକୁ ମୁଁ ଆସୁଅଛି।


ଶଲୋମନ ପିଟା ସୁନାରୁ 200 ବୃହତ୍ ଢାଲ ନିର୍ମାଣ କଲେ। ପ୍ରତ୍ୟେକଟି ଢାଲ ନିମନ୍ତେ 600 ଶେକଲ ପିଟା ସୁନା ବ୍ୟବହୃତ ହୋଇଥିଲା।


ସେ ମଧ୍ୟ ପିଟା ସୁନାରେ 200 ବଡ଼ ଢାଲ ପ୍ରସ୍ତୁତ କଲେ। ପ୍ରତି ଢାଲରେ 600 ଶେକଲ ସୁନା ଲାଗିଲା।


ତା'ର ମସ୍ତକରେ ପିତ୍ତଳର ଟୋପର ଥିଲା ଓ ସେ ମାଛକାତି ତୁଲ୍ୟ ସାଞ୍ଜୁଆରେ ସଜ୍ଜିତ ଥିଲା। ସେହି ସାଞ୍ଜୁଆଟି ପାଞ୍ଚ ସହସ୍ର ଶେକଲ ଓଜନ ପିତ୍ତଳର ଥିଲା।


Swiv nou:

Piblisite


Piblisite