1 ଶାମୁୟେଲ 17:7 - ପବିତ୍ର ବାଇବଲ7 ତା'ର ବର୍ଚ୍ଛାର ଦଣ୍ତ ବୁଣାକାରର କାଠ ତୁଲ୍ୟ ଓ ଏହାର ପାତର ଓଜନ ଥିଲା, ଛଅ ଶହ ଶେକଲ ଲୌହ ଢାଲର ସମ୍ମୁଖରେ ଥିଲା। ତା'ର ଆଗେ ଆଗେ ତା'ର ଢାଲବାହକ ଗ୍ଭଲିଥିଲା। Gade chapit laପବିତ୍ର ବାଇବଲ (Re-edited) - (BSI)7 ତାହାର ବର୍ଚ୍ଛାର ଦଣ୍ତ ତନ୍ତୀର ନରାଜ ତୁଲ୍ୟ ଓ ତାହାର ବର୍ଚ୍ଛାର ଫଳକର ପରିମାଣ ଛଅ ଶହ ଶେକଲ ଲୁହା ଥିଲା; ପୁଣି ତାହା ଆଗେ ଆଗେ ତାହାର ଢାଲ-ବାହକ ଚାଲିଲା। Gade chapit laଓଡିଆ ବାଇବେଲ7 ତାହାର ବର୍ଚ୍ଛାର ଦଣ୍ଡ ତନ୍ତୀର ନରାଜ ତୁଲ୍ୟ ଓ ତାହାର ବର୍ଚ୍ଛାର ଫଳକର ପରିମାଣ ଛଅ ଶହ ଶେକଲ ଲୁହା ଥିଲା; ପୁଣି, ତାହା ଆଗେ ଆଗେ ତାହାର ଢାଲବାହକ ଚାଲିଲା। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ତାହାର ବର୍ଚ୍ଛାର ଦଣ୍ଡ ତନ୍ତୀର ନରାଜ ତୁଲ୍ୟ ଓ ତାହାର ବର୍ଚ୍ଛାର ଫଳକର ପରିମାଣ ଛଅ ଶହ ଶେକଲ ଲୁହା ଥିଲା; ପୁଣି, ତାହା ଆଗେ ଆଗେ ତାହାର ଢାଲବାହକ ଚାଲିଲା। Gade chapit la |
ବନାୟ ଜଣେ ଅତିକାୟ ମିସ୍ରୀୟ ସୈନ୍ୟକୁ ବଧ କଲେ। ସେହି ବ୍ୟକ୍ତି ପାଞ୍ଚ ହାତ ଦୀର୍ଘ ଉଚ୍ଚ ଥିଲା। ସେହି ମିସ୍ରୀୟ ନିକଟରେ ଏକ ବଡ଼ ଓ ଓଜନିଆ ବର୍ଚ୍ଛା ଥିଲା। ତାହା ଏକ ବୁଣାକାରର ତନ୍ତର ଦଣ୍ଡପରି ବିରାଟ ଥିଲା। ବନାୟ ନିକଟରେ କେବଳ ଠେଙ୍ଗାଟିଏ ଥିଲା। ବନାୟ ସେହି ମିସ୍ରୀୟ ବ୍ୟକ୍ତିର ହସ୍ତରୁ ବର୍ଚ୍ଛା ଧରି ଛଡ଼େଇ ନେଲେ। ଏହା ପରେ ବନାୟ ସେହି ମିସ୍ରୀୟକୁ ତାହାର ନିଜ ବର୍ଚ୍ଛା ଦ୍ୱାରା ବିଦ୍ଧ କରି ହତ୍ୟା କଲେ।