Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 18:10 - ପବିତ୍ର ବାଇବଲ

10 ପରଦିନ ପରମେଶ୍ୱରଙ୍କଠାରୁ ଯେତେବେଳେ ମନ୍ଦ ଆତ୍ମା ଶାଉଲଙ୍କୁ ଅକ୍ତିଆର କଲା, ସେ ତାଙ୍କ ଗୃହ ମଧ୍ୟରେ ଅବାନ୍ତର କାର୍ଯ୍ୟ କରିବାକୁ ଲାଗିଲେ। ଦାଉଦ ପ୍ରତିଦିନପରି ହସ୍ତରେ ବୀଣା ବଜାଇଲେ, ସେ ସମୟରେ ଶାଉଲଙ୍କ ଗୋଟିଏ ବର୍ଚ୍ଛା ଧରିଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ପରଦିନ ପରମେଶ୍ଵରଙ୍କଠାରୁ ମନ୍ଦ-ଆତ୍ମା ଶାଉଲଙ୍କୁ ଆକ୍ରା; କରନ୍ତେ, ସେ ଗୃହ ମଧ୍ୟରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରିବାକୁ ଲାଗିଲେ; ପୁଣି ଦାଉଦ ପ୍ରତିଦିନ ପରି ହସ୍ତରେ ବାଦ୍ୟ ବଜାଇଲେ; ସେସମୟରେ ଶାଉଲଙ୍କ ହସ୍ତରେ ବର୍ଚ୍ଛା ଥିଲା ।

Gade chapit la Kopi

ଓଡିଆ ବାଇବେଲ

10 ପରଦିନ ପରମେଶ୍ୱରଙ୍କଠାରୁ ମନ୍ଦ-ଆତ୍ମା ଶାଉଲଙ୍କୁ ଆକ୍ରାନ୍ତ କରନ୍ତେ, ସେ ଗୃହ ମଧ୍ୟରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରିବାକୁ ଲାଗିଲେ; ପୁଣି, ଦାଉଦ ପ୍ରତିଦିନ ପରି ହସ୍ତରେ ବାଦ୍ୟ ବଜାଇଲେ; ସେସମୟରେ ଶାଉଲଙ୍କ ହସ୍ତରେ ବର୍ଚ୍ଛା ଥିଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ପରଦିନ ପରମେଶ୍ୱରଙ୍କଠାରୁ ମନ୍ଦ ଆତ୍ମା ଶାଉଲଙ୍କୁ ଆକ୍ରାନ୍ତ କରନ୍ତେ, ସେ ଗୃହ ମଧ୍ୟରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରିବାକୁ ଲାଗିଲେ; ପୁଣି, ଦାଉଦ ପ୍ରତିଦିନ ପରି ହସ୍ତରେ ବାଦ୍ୟ ବଜାଇଲେ; ସେସମୟରେ ଶାଉଲଙ୍କ ହସ୍ତରେ ବର୍ଚ୍ଛା ଥିଲା।

Gade chapit la Kopi




1 ଶାମୁୟେଲ 18:10
17 Referans Kwoze  

ସତ୍ୟକୁ ଭଲ ପାଇବା ପାଇଁ ସେମାନେ ମନା କରିବାରୁ, ପରମେଶ୍ୱର ମଧ୍ୟ ସେମାନଙ୍କ ପାଖକୁ ସତ୍ୟଠାରୁ ଦୂରେଇ ନେଇ ଯିବା ଭଳି ଏକ ଶକ୍ତିକୁ ପଠାନ୍ତି। ଅସତ୍ୟକୁ ବିଶ୍ୱାସ କରିବା ଲାଗି ପରମେଶ୍ୱର ସେମାନଙ୍କ ପାଖକୁ ସେହି ଶକ୍ତି ପଠାନ୍ତି।


ଅପରାହ୍ନ ଅତିକ୍ରାନ୍ତ ହେଲା, ମାତ୍ର ଅଗ୍ନି ସୃଷ୍ଟି ହେଲା ନାହିଁ। ସେମାନେ ସନ୍ଧ୍ୟାକାଳୀନ ବଳିଦାନ ଉତ୍ସର୍ଗ କରିବା ପର୍ଯ୍ୟନ୍ତ ପ୍ରଳାପ କରି ଗ୍ଭଲିଲେ। କିନ୍ତୁ କୌଣସି ଶବ୍ଦ ହେଲା ନାହିଁ, ବାଲ୍ କିଛି ଉତ୍ତର କଲେ ନାହିଁ କିମ୍ବା କେହି ମନୋଯୋଗ କଲେ ନାହିଁ।


କିନ୍ତୁ ଏକ ମନ୍ଦ ଆତ୍ମା ସଦାପ୍ରଭୁଙ୍କଠାରୁ ଶାଉଲଙ୍କ ଉପରକୁ ଆସିଲା। ଶାଉଲ ତାଙ୍କ ନିଜ ଗୃହରେ ବସିଥିଲେ। ଶାଉଲ ହାତରେ ବର୍ଚ୍ଛା ଧରି ଥିଲେ। ଦାଉଦ ଆପଣା ହସ୍ତରେ ବାଦ୍ୟ ବଜାଉ ଥିଲେ।


ଦିନେ ଆମ୍ଭେ ପ୍ରାର୍ଥନାସ୍ଥାନକୁ ଯିବା ସମୟରେ ଗୋଟିଏ ଗ୍ଭକରାଣୀକୁ ଦେଖିଲୁ। ତା’ ଦେହରେ ଏପରି ଆତ୍ମାଟିଏ ଥିଲା, ଯାହାଦ୍ୱାରା ସେ ଭବିଷ୍ୟତ କଥା ସବୁ କହି ପାରୁଥିଲା। ସେ ଏହିପରି ଭବିଷ୍ୟତ କଥା ସବୁ କହି ତା’ ମାଲିକମାନଙ୍କ ପାଇଁ ବହୁତ ଧନ ଉପାର୍ଜନ କରୁଥିଲା।


ପରମେଶ୍ୱରଙ୍କଠାରୁ ସେହି ମନ୍ଦ ଆତ୍ମା ଯେତେବେଳେ ଶାଉଲଙ୍କ ଉପରେ ଥାଏ, ସେତେବେଳେ ଦାଉଦ ବୀଣା ନେଇ ଆପଣା ହସ୍ତରେ ବଜାନ୍ତି। ତହିଁରେ ଶାଉଲ ଆଶ୍ୱାସ ପାଇ ଭଲ ହୁଅନ୍ତି ଓ ମନ୍ଦ ଆତ୍ମା ତାଙ୍କୁ ଛାଡ଼ିଯାଏ।


ଆଉ ହନାନିୟ ସବୁ ଲୋକଙ୍କ ସାକ୍ଷାତରେ ବଡ଼ ପାଟିରେ କହିଲା, “ସଦାପ୍ରଭୁ ଏହି କଥା କହନ୍ତି, ‘ଆମ୍ଭେ ଏହିରୂପେ ପୂର୍ଣ୍ଣ ଦୁଇ ବର୍ଷ ହେବା ପୂର୍ବରୁ ବାବିଲର ରାଜା ନବୂଖ‌ଦ୍‌ନିତ୍ସରର ଯୁଆଳି ସବୁ ଦେଶୀୟମାନଙ୍କ ସ୍କନ୍ଧରୁ କାଢ଼ି ଭାଙ୍ଗି ପକାଇବା।’” ଏଥିରେ ଯିରିମିୟ ଭବିଷ୍ୟ‌ଦ୍‌ବକ୍ତା ଆପଣା ବାଟରେ ଗ୍ଭଲିଗଲେ।


ଅନ୍ୟ ସମସ୍ତ ଭବିଷ୍ୟ‌ଦ୍‌ବକ୍ତା ତାଙ୍କ ସହିତ ଏକମତ ହୋଇ କହିଲେ, “ରାମୋତ୍-ଗିଲିୟ‌ଦ୍‌କୁ ଯାଅ ଓ ଅରାମୀୟ ସୈନ୍ୟବାହିନୀ ବିରୁଦ୍ଧରେ ଯୁଦ୍ଧରେ ଜୟଲାଭ କର। କାରଣ ସଦାପ୍ରଭୁ ତୁମ୍ଭ ହସ୍ତରେ ସେମାନଙ୍କୁ ପରାସ୍ତ କରାଇବେ।”


ମୋର ପ୍ରଭୁ, ମହାରାଜ, ମୁଁ ତୁମ୍ଭର ସେବକ ମୋ’ କଥା ଶୁଣ, ଯଦି ସଦାପ୍ରଭୁ ମୋ’ ଉପରେ କ୍ରୋଧ କରିବାକୁ ତୁମ୍ଭକୁ ବାର୍ତ୍ତା ଦିଅନ୍ତି, ତାହାହେଲେ ତାଙ୍କୁ ତାହା ଗ୍ରହଣ କରିବାକୁ ଦିଅ। ଯଦି ମନୁଷ୍ୟ ସନ୍ତାନମାନେ ତାହା କରିଥା’ନ୍ତି, ତେବେ ସେମାନେ ସଦାପ୍ରଭୁଙ୍କ ନିକଟରେ ଅଭିଶାପ ପାଆନ୍ତୁ। କାରଣ ସେମାନେ ମୋତେ ସେହି ଦେଶରୁ ବାହାର କରି ଦେଇଛନ୍ତି। ଯେଉଁଟାକି ମୋତେ ଦେଲେ ଏବଂ କହିଲେ, ‘ଯାଅ ଅନ୍ୟ ଦେବଗଣଙ୍କର ପୂଜା କର।’


ସେହି ଦିନଠାରୁ ଶାଉଲ ଦାଉଦଙ୍କ ପ୍ରତି ଦୃଷ୍ଟି ରଖିଲେ। ସେ ଈର୍ଷା ଓ ଘୃଣାରେ ତାଙ୍କୁ ଦୃଷ୍ଟି ପକାଇଲେ।


ଯୋନାଥନ ଦାଉଦଙ୍କୁ ଡାକିଲେ ଓ ତାଙ୍କୁ ସମସ୍ତ କଥା ଶୁଣାଇଲେ। ଯୋନାଥନ ଦାଉଦଙ୍କୁ ଶାଉଲଙ୍କ ନିକଟକୁ ଆଣିଲେ, ତହିଁରେ ଦାଉଦ ପୂର୍ବ ପରି ଶାଉଲଙ୍କ ପାଖରେ ରହିଲେ।


ଏହା ପରେ ଦଲୀଲା ଶା‌ମ୍‌ଶୋ‌ନଙ୍କୁ କହିଲା, “ଶା‌ମ୍‌ଶୋନ୍ ପଲେଷ୍ଟୀୟମାନେ ତୁମ୍ଭ ପାଇଁ ଆସିଛନ୍ତି।” ସେ ଉଠିଲା ଏବଂ ଚିନ୍ତା କଲା, “ମୁଁ ନିଜକୁ ମୁକ୍ତ କରିବି ଓ ପୂର୍ବଥର ପରି ତାଙ୍କ ପାଖରୁ ଖସି ପଳାଇବି।” କିନ୍ତୁ ଶା‌ମ୍‌ଶୋନ୍ ଜାଣି ନ ଥିଲେ ଯେ ସଦାପ୍ରଭୁ ତାଙ୍କ ନିକଟରୁ ଦୂରେଇ ଯାଇଥିଲେ।


ଶାଉଲ ବର୍ଚ୍ଛାରେ ଦାଉଦଙ୍କୁ କାନ୍ଥରେ ଫୋଡ଼ି ପକାଇବାକୁ ଗ୍ଭହିଁଥିଲେ, ମାତ୍ର ସେ ଶାଉଲଙ୍କ ସମ୍ମୁଖରୁ ଘୁଞ୍ଚି ଯିବାରୁ ବର୍ଚ୍ଛା କାନ୍ଥରେ ଫୋଡ଼ି ହୋଇଗଲା। ସେହି ରାତ୍ରିରେ ଦାଉଦ ପଳାୟନ କଲେ।


Swiv nou:

Piblisite


Piblisite