1 ଶାମୁୟେଲ 18:11 - ପବିତ୍ର ବାଇବଲ11 ତେଣୁ ଶାଉଲ ବର୍ଚ୍ଛା ଫିଙ୍ଗିଲେ, କାରଣ ସେ ଭାବିଲେ, “ମୁଁ ଦାଉଦକୁ କାନ୍ଥରେ ଫୋଡ଼ିବି।” ମାତ୍ର ଦାଉଦ ତାଙ୍କ ନିକଟରୁ ଦୁଇଥର ଘୁଞ୍ଚିଗଲେ। Gade chapit laପବିତ୍ର ବାଇବଲ (Re-edited) - (BSI)11 ତହୁଁ ଶାଉଲ ବର୍ଚ୍ଛା ଫିଙ୍ଗିଲେ; କାରଣ ସେ କହିଲେ, ମୁଁ ଦାଉଦକୁ କାନ୍ଥରେ ଫୋଡ଼ିବି। ମାତ୍ର ଦାଉଦ ତାଙ୍କ ନିକଟରୁ ଦୁଇଥର ଘୁଞ୍ଚିଗଲେ। Gade chapit laଓଡିଆ ବାଇବେଲ11 ତହୁଁ ଶାଉଲ ବର୍ଚ୍ଛା ଫିଙ୍ଗିଲେ; କାରଣ ସେ କହିଲେ, ମୁଁ ଦାଉଦକୁ କାନ୍ଥରେ ଫୋଡ଼ିବି। ମାତ୍ର ଦାଉଦ ତାଙ୍କ ନିକଟରୁ ଦୁଇଥର ଘୁଞ୍ଚିଗଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ତହୁଁ ଶାଉଲ ବର୍ଚ୍ଛା ଫିଙ୍ଗିଲେ; କାରଣ ସେ କହିଲେ, “ମୁଁ ଦାଉଦଙ୍କୁ କାନ୍ଥରେ ଫୋଡ଼ିବି।” ମାତ୍ର ଦାଉଦ ତାଙ୍କ ନିକଟରୁ ଦୁଇ ଥର ଘୁଞ୍ଚିଗଲେ। Gade chapit la |