1 ଶାମୁୟେଲ 18:12 - ପବିତ୍ର ବାଇବଲ12 ପୁଣି ଶାଉଲ ଦାଉଦଙ୍କୁ ଭୟ କଲେ କାରଣ ସଦାପ୍ରଭୁ ତାଙ୍କ ସଙ୍ଗରେ ଥିଲେ ଓ ଶାଉଲଙ୍କୁ ତ୍ୟାଗ କଲେ। Gade chapit laପବିତ୍ର ବାଇବଲ (Re-edited) - (BSI)12 ପୁଣି ଶାଉଲ ଦାଉଦଙ୍କୁ ଭୟ କଲେ, କାରଣ ସଦାପ୍ରଭୁ ତାଙ୍କ ସଙ୍ଗରେ ଥିଲେ ଓ ଶାଉଲଙ୍କୁ ତ୍ୟାଗ କରିଥିଲେ। Gade chapit laଓଡିଆ ବାଇବେଲ12 ପୁଣି, ଶାଉଲ ଦାଉଦଙ୍କୁ ଭୟ କଲେ, କାରଣ ସଦାପ୍ରଭୁ ତାଙ୍କ ସଙ୍ଗରେ ଥିଲେ ଓ ଶାଉଲଙ୍କୁ ତ୍ୟାଗ କରିଥିଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ପୁଣି, ଶାଉଲ ଦାଉଦଙ୍କୁ ଭୟ କଲେ, କାରଣ ସଦାପ୍ରଭୁ ତାଙ୍କ ସଙ୍ଗରେ ଥିଲେ ଓ ଶାଉଲଙ୍କୁ ତ୍ୟାଗ କରିଥିଲେ। Gade chapit la |
ଶାମୁୟେଲ ଶାଉଲଙ୍କୁ କହିଲେ, “ମୋତେ କାହିଁକି ତୁମ୍ଭେ ବ୍ୟସ୍ତ କଲ? ମୋତେ କାହିଁକି ତୁମ୍ଭେ ଉଠାଇଲ?” ଶାଉଲ ଉତ୍ତର ଦେଲେ, “ମୁଁ ବିପଦରେ ପଡ଼ିଛି, ପଲେଷ୍ଟୀୟମାନେ ମୋ’ ସହିତ ଯୁଦ୍ଧ କରିବାକୁ ଆସିଛନ୍ତି ଏବଂ ପରମେଶ୍ୱର ମୋତେ ତ୍ୟାଗ କରିଛନ୍ତି। ପରମେଶ୍ୱର ମୋତେ ଆଉ ଉତ୍ତର ଦେଉ ନାହାନ୍ତି। ସେ ମୋତେ ସ୍ୱପ୍ନରେ କିମ୍ବା ଭବିଷ୍ୟଦ୍ବକ୍ତାଙ୍କ ଦ୍ୱାରା ମଧ୍ୟ ମୋତେ ଉତ୍ତର ଦେଉ ନାହାନ୍ତି। ଏଥିପାଇଁ ମୁଁ ତୁମ୍ଭକୁ ଡାକିଲି ଯେ, ମୋତେ କ’ଣ କରିବାକୁ ହେବ କୁହନ୍ତୁ।”