Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 18:22 - ପବିତ୍ର ବାଇବଲ

22 ଶାଉଲ ତାଙ୍କ ଦାସମାନଙ୍କୁ ଡାକି କହିଲେ, “ତୁମ୍ଭେ ଦାଉଦଙ୍କୁ ବ୍ୟକ୍ତିଗତ ଭାବରେ କୁହ ଯେ, ରାଜା ତୁମ୍ଭକୁ ଅତି ଭଲ ପାଉଛନ୍ତି। ସେମାନଙ୍କର ଅଧିକାରୀଗଣ ମଧ୍ୟ ତୁମ୍ଭକୁ ଭଲ ପାଉଛନ୍ତି। ବର୍ତ୍ତମାନ ତୁମ୍ଭେ ତାଙ୍କର କନ୍ୟାକୁ ବିବାହ କରିବା ଉଚିତ୍।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

22 ଏଉତ୍ତାରେ ଶାଉଲ ଆପଣା ଦାସମାନଙ୍କୁ ଆଜ୍ଞା ଦେଇ କହିଲେ, ତୁମ୍ଭେମାନେ ଗୋପନରେ ଦାଉଦ ସଙ୍ଗେ ଆଳାପ କରି କୁହ, ଦେଖ, ରାଜା ତୁମ୍ଭ ଉପରେ ସନ୍ତୁଷ୍ଟ ଅଛନ୍ତି ଓ ତାଙ୍କର ସମସ୍ତ ଦାସ ତୁମ୍ଭଙ୍କୁ ପ୍ରେମ କରୁଅଛନ୍ତି; ଏହେତୁ ତୁମ୍ଭେ ରାଜାଙ୍କର ଜୁଆଁଇ ହୁଅ।

Gade chapit la Kopi

ଓଡିଆ ବାଇବେଲ

22 ଏଉତ୍ତାରେ ଶାଉଲ ଆପଣା ଦାସମାନଙ୍କୁ ଆଜ୍ଞା ଦେଇ କହିଲେ, ତୁମ୍ଭେମାନେ ଗୋପନରେ ଦାଉଦ ସଙ୍ଗେ ଆଳାପ କରି କୁହ, ଦେଖ, ରାଜା ତୁମ୍ଭ ଉପରେ ସନ୍ତୁଷ୍ଟ ଅଛନ୍ତି ଓ ତାଙ୍କର ସମସ୍ତ ଦାସ ତୁମ୍ଭଙ୍କୁ ପ୍ରେମ କରୁଅଛନ୍ତି; ଏହେତୁ ତୁମ୍ଭେ ରାଜାଙ୍କର ଜୁଆଁଇ ହୁଅ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 ଏଉତ୍ତାରେ ଶାଉଲ ଆପଣା ଦାସମାନଙ୍କୁ ଆଜ୍ଞା ଦେଇ କହିଲେ, “ତୁମ୍ଭେମାନେ ଗୋପନରେ ଦାଉଦ ସଙ୍ଗେ ଆଳାପ କରି କୁହ, ‘ଦେଖ, ରାଜା ତୁମ୍ଭ ଉପରେ ସନ୍ତୁଷ୍ଟ ଅଛନ୍ତି ଓ ତାଙ୍କର ସମସ୍ତ ଦାସ ତୁମ୍ଭଙ୍କୁ ପ୍ରେମ କରୁଅଛନ୍ତି; ଏହେତୁ ତୁମ୍ଭେ ରାଜାଙ୍କର ଜୁଆଁଇ ହୁଅ।’”

Gade chapit la Kopi




1 ଶାମୁୟେଲ 18:22
6 Referans Kwoze  

ମୋର ଶତ୍ରୁ ତା'ର ସାଙ୍ଗମାନଙ୍କୁ ଆକ୍ରମଣ କରେ ଏବଂ ତା'ର ପ୍ରତିଜ୍ଞା ଭଙ୍ଗ କରେ। ତା'ର କଥାଗୁଡ଼ିକ ଲବଣୀ ତୁଲ୍ୟ ଚି‌କ୍‌କଣ। କିନ୍ତୁ ତା ହୃଦୟରେ ଘୃଣା ଅଛି। ତା'ର କଥାଗୁଡ଼ିକ ତେଲ ସଦୃଶ ପିଛିଳ, କିନ୍ତୁ ସେଗୁଡ଼ିକ ଧାରୁଆ ଖ‌ଡ଼୍‌ଗ ତୁଲ୍ୟ କାଟନ୍ତି।


ଶାସନକର୍ତ୍ତା ଯଦି ମିଥ୍ୟାକୁ ଶୁଣନ୍ତି, ତେବେ ତାଙ୍କର ସମସ୍ତ ଅଧିକାରୀ ଦୁର୍ନୀତିଗ୍ରସ୍ତ ହେବେ।


ଶାଉଲ ଭାବିଲେ, “ମୁଁ ମୀଖଲ ମାଧ୍ୟମରେ ଦାଉଦକୁ ଫାସରେ ପକାଇ ଦେବି। ମୁଁ ମୀଖଲକୁ ଦାଉଦଙ୍କ ସହିତ ବିବାହ ଦେବି। ଏବଂ ତା'ପରେ ପଲେଷ୍ଟୀୟମାନେ ତାଙ୍କୁ ମାରି ଦେବେ।” ତେଣୁ ଶାଉଲ ଦାଉଦଙ୍କୁ ଦ୍ୱିତୀୟ ଥର ପାଇଁ କହିଲେ, “ତୁମ୍ଭେ ଆଜି ମୋର କନ୍ୟାକୁ ବିବାହ କରିପାର।”


ଶାଉଲଙ୍କ ଦାସମାନେ ଏ କଥା ଦାଉଦଙ୍କୁ କହିଲେ, କିନ୍ତୁ ଦାଉଦ ଉତ୍ତର ଦେଲେ, “ତୁମ୍ଭେ କ’ଣ ଭାବୁଛ ରାଜାଙ୍କର ଜ୍ୱାଇଁ ହେବା ଅତି ସହଜ? ମୋର ଏତେ ଅର୍ଥ ନାହିଁ ଯାହାକି ମୁଁ ରାଜାଙ୍କର ଝିଅ ପାଇଁ ଖର୍ଚ୍ଚ କରି ପାରିବି। ମୁଁ ଜଣେ ଅତି ସାଧାରଣ ଦରିଦ୍ର ଲୋକ ଓ ମୋର ଅଳ୍ପ ମାନ୍ୟ।”


Swiv nou:

Piblisite


Piblisite