Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 18:7 - ପବିତ୍ର ବାଇବଲ

7 ଆଉ ସେହି ସ୍ତ୍ରୀମାନେ ନୃତ୍ୟ କରୁ କରୁ ଗାଇଲେ, “ଶାଉଲ ହତ୍ୟା କଲେ ସହସ୍ର ସହସ୍ର ଦାଉଦ ହତ୍ୟା କଲେ ଅୟୁତ ଅୟୁତ”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ଆଉ ସେହି ସ୍ତ୍ରୀମାନେ ବାଦ୍ୟ କରୁ କରୁ ଉତ୍ତର ପ୍ରତ୍ୟୁତ୍ତରକ୍ରମେ ଗାୟନ କରି କହିଲେ : ଶାଉଲ ବଧ କଲେ ସହସ୍ର ସହସ୍ର, ଦାଉଦ ବଧ କଲେ ଅୟୁତ ଅୟୁତ।

Gade chapit la Kopi

ଓଡିଆ ବାଇବେଲ

7 ଆଉ ସେହି ସ୍ତ୍ରୀମାନେ ବାଦ୍ୟ କରୁ କରୁ ଉତ୍ତର ପ୍ରତ୍ୟୁତ୍ତର କ୍ରମେ ଗାୟନ କରି କହିଲେ: ଶାଉଲ ବଧ କଲେ ସହସ୍ର ସହସ୍ର, ଦାଉଦ ବଧ କଲେ ଅୟୁତ ଅୟୁତ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ଆଉ ସେହି ସ୍ତ୍ରୀମାନେ ବାଦ୍ୟ କରୁ କରୁ ଉତ୍ତର ପ୍ରତ୍ୟୁତ୍ତର କ୍ରମେ ଗାୟନ କରି କହିଲେ: “ଶାଉଲ ବଧ କଲେ ସହସ୍ର ସହସ୍ର, ଦାଉଦ ବଧ କଲେ ଅୟୁତ ଅୟୁତ।”

Gade chapit la Kopi




1 ଶାମୁୟେଲ 18:7
8 Referans Kwoze  

ଆଖୀ‌ଶ୍‌ଙ୍କର ଦାସମାନେ ଏହାକୁ ପସନ୍ଦ କଲେ ନାହିଁ। ସେମାନେ କହିଲେ, “ଦାଉଦ ହେଉଛନ୍ତି ଇସ୍ରାଏଲ ଭୂଖଣ୍ତର ରାଜା। ଇସ୍ରାଏଲର ଲୋକମାନେ ତାଙ୍କ ବିଷୟରେ ନାଚି ନାଚି ଗୀତ ଗାଇ ଏହା କହିଲେ। ସେ ଲୋକମାନେ ଦାଉଦଙ୍କ ବିଷୟରେ ପରସ୍ପର ନାଚକରି କହିଥିଲେ, “ଶାଉଲ ହତ୍ୟା କଲେ ସହସ୍ର ସହସ୍ର ଦାଉଦ ହତ୍ୟା କଲେ ଅୟୁତ ଅୟୁତ”


ଦାଉଦ ହେଉଛନ୍ତି ସେହି ଲୋକ ଯାହା ପାଇଁ ଇସ୍ରାଏଲୀୟ ଲୋକମାନେ ତାଙ୍କ ସମ୍ବନ୍ଧରେ ଗୀତଟିଏ ବୋଲନ୍ତି, ତାହା ହେଲା, ‘ଶାଉଲ ହତ୍ୟା କଲେ ସହସ୍ର ସହସ୍ର, ଦାଉଦ ହତ୍ୟା କଲେ ଅୟୁତ ଅୟୁତ’”


ତା'ପରେ ମରିୟମ ଲୋକମାନଙ୍କୁ କହିଲେ, “ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କର। ଯେହେତୁ ସେ ମହାନ କାର୍ଯ୍ୟ କରିଛନ୍ତି। ସେ ଅଶ୍ୱ ଓ ଅଶ୍ୱାରୋହୀ ସୈନ୍ୟମାନଙ୍କୁ ସମୁଦ୍ରରେ ନିକ୍ଷେପ କରିଅଛନ୍ତି।”


ଦାଉଦ ଓ ଇସ୍ରାଏଲର ସମସ୍ତ ଲୋକମାନେ ସଦାପ୍ରଭୁଙ୍କ ଆଗରେ ଦେବଦାରୁ କାଠରେ ତିଆରି ନାନା ପ୍ରକାର ବାଦ୍ୟଯନ୍ତ୍ର ବୀଣା ଓ ନେବଲ ଓ ଦାରା, ମନ୍ଦିରା ଓ କରତାଳି ବଜାଇ ନାଚୁ ଥିଲେ।


ଲୋକମାନେ କହିଲେ, “ଆପଣ ଆମ୍ଭ ସହିତ ନିଶ୍ଚୟ ଯିବେ ନାହିଁ। କାରଣ ଆମ୍ଭେମାନେ ପଳାଇଲେ ଅବଶାଲୋମର ଲୋକମାନେ ଆମ୍ଭମାନଙ୍କ ପାଇଁ ଖାତିରି କରିବେ ନାହିଁ। ଆମ୍ଭମାନଙ୍କରୁ ଅର୍ଦ୍ଧେକ ମୃତ୍ୟୁବରଣ କଲେ ହେଁ, ସେମାନେ ଆମ୍ଭମାନଙ୍କ ପାଇଁ ଚିନ୍ତା କରିବେ ନାହିଁ। ମାତ୍ର ଆପଣ ଆମ୍ଭମାନଙ୍କର 10,000 ସହିତ ସମାନ। ତେଣୁ ଏହା ଉତ୍ତମ ଯେ, ଆପଣ ଏହି ନଗରରେ ସାହାଯ୍ୟ ପାଇଁ ରୁହନ୍ତୁ।”


ସେମାନେ ଯାହା କହୁଥିଲେ ସେସବୁକୁ ଦାଉଦ ବହୁତ ଧ୍ୟାନ ଦେଉଥିଲେ। ଗା‌ଥ୍‌ର ରାଜା ଆଖୀ‌ଶ୍‌ଙ୍କୁ ଦାଉଦ ଭୟ କରିଗଲେ।


ଏଗୁଡ଼ିକ ଦାଉଦଙ୍କର ଶେଷ କଥା, “ଯିଶୀର ପୁତ୍ର ଦାଉଦ କହନ୍ତି ଏହି ବ୍ୟକ୍ତିକୁ ପରମେଶ୍ୱର ମହାନ କରିଛନ୍ତି ଏବଂ ଯିଏ କି ଯାକୁବଙ୍କର ପରମେଶ୍ୱର ଅଭିଷିକ୍ତ ଏବଂ ଯିଏ ଇସ୍ରାଏଲର ସୁମଧୁର ଗାୟକ କହନ୍ତି,


Swiv nou:

Piblisite


Piblisite