1 ଶାମୁୟେଲ 18:8 - ପବିତ୍ର ବାଇବଲ8 ଏଥିରେ ଶାଉଲ ଅତି ରାଗିଗଲେ ଓ ବ୍ୟତିବ୍ୟସ୍ତ ହୋଇ ପଡ଼ିଲେ। ଏଣୁ ସେ ଚିନ୍ତା କଲେ, “ସେମାନେ ଦାଉଦଙ୍କୁ ଅୟୁତ ଅୟୁତର ଜୟୀ ଓ ଆମ୍ଭକୁ କେବଳ ସହସ୍ର ସହସ୍ର ଜୟୀ ବୋଲି କହିଲେ। ରାଜ୍ୟ ପାଇବା ଛଡ଼ା ତା'ର ଆଉ କ’ଣ ପାଇବାର ବାକି ଅଛି?” Gade chapit laପବିତ୍ର ବାଇବଲ (Re-edited) - (BSI)8 ଏଥିରେ ଶାଉଲ ଅତି କ୍ରୁଦ୍ଧ ହେଲେ ଓ ଏହି କଥା ତାଙ୍କର ଦୃଷ୍ଟିରେ ମନ୍ଦ ବୋଧ ହେଲା; ଏଣୁ ସେ କହିଲେ, ସେମାନେ ଦାଉଦକୁ ଅୟୁତ ଅୟୁତର ଜୟୀ ଓ ଆମ୍ଭଙ୍କୁ କେବଳ ସହସ୍ର ସହସ୍ରର ଜୟୀ ବୋଲି କହିଲେ; ରାଜତ୍ଵ ଛଡ଼ା ତାହାର ଆଉ କଅଣ ପାଇବାର ବାକୀ ଅଛି? Gade chapit laଓଡିଆ ବାଇବେଲ8 ଏଥିରେ ଶାଉଲ ଅତି କ୍ରୁଦ୍ଧ ହେଲେ ଓ ଏହି କଥା ତାଙ୍କର ଦୃଷ୍ଟିରେ ମନ୍ଦ ବୋଧ ହେଲା; ଏଣୁ ସେ କହିଲେ, ସେମାନେ ଦାଉଦକୁ ଅୟୁତ ଅୟୁତର ଜୟୀ ଓ ଆମ୍ଭଙ୍କୁ କେବଳ ସହସ୍ର ସହସ୍ରର ଜୟୀ ବୋଲି କହିଲେ; ରାଜତ୍ୱ ଛଡ଼ା ତାହାର ଆଉ କଅଣ ପାଇବାର ବାକି ଅଛି ? Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ଏଥିରେ ଶାଉଲ ଅତି କ୍ରୁଦ୍ଧ ହେଲେ ଓ ଏହି କଥା ତାଙ୍କର ଦୃଷ୍ଟିରେ ମନ୍ଦ ବୋଧ ହେଲା; ଏଣୁ ସେ କହିଲେ, “ସେମାନେ ଦାଉଦଙ୍କୁ ଅୟୁତ ଅୟୁତର ଜୟୀ ଓ ଆମ୍ଭଙ୍କୁ କେବଳ ସହସ୍ର ସହସ୍ରର ଜୟୀ ବୋଲି କହିଲେ; ରାଜତ୍ୱ ଛଡ଼ା ତାହାର ଆଉ କଅଣ ପାଇବାର ବାକି ଅଛି?” Gade chapit la |
ଏହା ପରେ ମୁଁ ଭାବିଲି, “କାହିଁକି ଲୋକମାନେ କଠିନ ପରିଶ୍ରମ କରନ୍ତି?” ମୁଁ ଦେଖିଲି ଲୋକମାନେ ଜୀବନରେ ଉପରକୁ ଉଠିବା ପାଇଁ ଓ ଅନ୍ୟମାନଙ୍କଠାରୁ ଭଲ ରହିବା ପାଇଁ କଠିନ ପରିଶ୍ରମ କରନ୍ତି। କାରଣ, ଲୋକମାନେ ଈର୍ଷାଳୁ ଅଟନ୍ତି ଏବଂ ସେମାନେ କେବେ ଗ୍ଭହାନ୍ତି ନାହିଁ ଯେ, ଅନ୍ୟମାନେ ତା'ଠାରୁ ଅଧିକ ପାଆନ୍ତୁ। ଏହା ଅସାର ଅଟେ। ଏହା ପବନକୁ ଧରିବା ପାଇଁ ଚେଷ୍ଟା କରିବା ତୁଲ୍ୟ ଅଟେ।