Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 18:9 - ପବିତ୍ର ବାଇବଲ

9 ସେହି ଦିନଠାରୁ ଶାଉଲ ଦାଉଦଙ୍କ ପ୍ରତି ଦୃଷ୍ଟି ରଖିଲେ। ସେ ଈର୍ଷା ଓ ଘୃଣାରେ ତାଙ୍କୁ ଦୃଷ୍ଟି ପକାଇଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ସେହି ଦିନାବଧି ଶାଉଲ ଦାଉଦଙ୍କ ପ୍ରତି କୁଦୃଷ୍ଟି ରଖିଲେ।

Gade chapit la Kopi

ଓଡିଆ ବାଇବେଲ

9 ସେହି ଦିନାବଧି ଶାଉଲ ଦାଉଦଙ୍କ ପ୍ରତି କୁଦୃଷ୍ଟି ରଖିଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ସେହି ଦିନାବଧି ଶାଉଲ ଦାଉଦଙ୍କ ପ୍ରତି କୁଦୃଷ୍ଟି ରଖିଲେ।

Gade chapit la Kopi




1 ଶାମୁୟେଲ 18:9
11 Referans Kwoze  

ଦିନସାରା କ୍ରୋଧ କର ନାହିଁ। ତୁମ୍ଭକୁ ପରାସ୍ତ କରିବା ନିମନ୍ତେ ଶୟତାନକୁ ସୁଯୋଗ ଦିଅ ନାହିଁ।


ବ୍ୟଭିଗ୍ଭର, ଲାଳସା ବା ଲୋଭ, ଦୁଷ୍ଟାତ୍ମା, ମନ୍ଦକାମ କରିବା, ପ୍ରବଞ୍ଚନା, ଈର୍ଷା, ଚୁଗୁଲି, ଅହଙ୍କାର ଏବଂ ମୂର୍ଖତା।


ମୋ’ ଧନକୁ ମୋର ଯେଭଳି ଇଚ୍ଛା ହେବ, ସେଭଳି ଖର୍ଚ୍ଚ କରିବାର ଅଧିକାର କ’ଣ ମୋର ନାହିଁ? ବା ମୁଁ ଏହି ଲୋକଙ୍କ ପାଇଁ ଉଦାର ବୋଲି କ’ଣ ତୁମ୍ଭେ ଈର୍ଷା କରୁଛ କି?’


ଏହା ପରେ ଯାକୁବ ଜାଣି ପାରିଲେ ଯେ ଲାବନ ପୂର୍ବପରି ତା’ ସହିତ ବ୍ୟବହାର କରୁ ନାହିଁ।


ଭାଇ ଓ ଭଉଣୀମାନେ, ପରସ୍ପର ବିରୁଦ୍ଧରେ ଅଭିଯୋଗ କର ନାହିଁ। ତୁମ୍ଭେ ଅଭିଯୋଗ କରିବା ବନ୍ଦ ନ କଲେ, ନିଜେ ଦୋଷୀ ବୋଲି ବିଗ୍ଭରିତ ହେବ। ବିଗ୍ଭରପତି ଆସିବାକୁ ପ୍ରସ୍ତୁତ ଅଛନ୍ତି।


ଏଥିରେ ଶାଉଲ ଅତି ରାଗିଗଲେ ଓ ବ୍ୟତିବ୍ୟସ୍ତ ହୋଇ ପଡ଼ିଲେ। ଏଣୁ ସେ ଚିନ୍ତା କଲେ, “ସେମାନେ ଦାଉଦଙ୍କୁ ଅୟୁତ ଅୟୁତର ଜୟୀ ଓ ଆମ୍ଭକୁ କେବଳ ସହସ୍ର ସହସ୍ର ଜୟୀ ବୋଲି କହିଲେ। ରାଜ୍ୟ ପାଇବା ଛଡ଼ା ତା'ର ଆଉ କ’ଣ ପାଇବାର ବାକି ଅଛି?”


ପରଦିନ ପରମେଶ୍ୱରଙ୍କଠାରୁ ଯେତେବେଳେ ମନ୍ଦ ଆତ୍ମା ଶାଉଲଙ୍କୁ ଅକ୍ତିଆର କଲା, ସେ ତାଙ୍କ ଗୃହ ମଧ୍ୟରେ ଅବାନ୍ତର କାର୍ଯ୍ୟ କରିବାକୁ ଲାଗିଲେ। ଦାଉଦ ପ୍ରତିଦିନପରି ହସ୍ତରେ ବୀଣା ବଜାଇଲେ, ସେ ସମୟରେ ଶାଉଲଙ୍କ ଗୋଟିଏ ବର୍ଚ୍ଛା ଧରିଥିଲେ।


ଶାଉଲ ଦାଉଦଙ୍କୁ ହତ୍ୟା କରିବା ପାଇଁ ତାଙ୍କର ପୁତ୍ର ଯୋନାଥନ ଓ ତାଙ୍କର ଦାସମାନଙ୍କୁ କହିଲେ। କିନ୍ତୁ ଯୋନାଥନ ଦାଉଦଙ୍କୁ ବହୁତ ଭଲ ପାଉଥିଲେ।


କଠୋର ହୃଦୟ ଓ କ୍ରୋଧ ପ୍ରଳୟଙ୍କାରୀ, କେହି ଅନ୍ତର୍ଜ୍ୱାଳା ଆଗରେ ଠିଆ ହୋଇ ପାରିବ ନାହିଁ।


ଏହା ପରେ ମୁଁ ଭାବିଲି, “କାହିଁକି ଲୋକମାନେ କଠିନ ପରିଶ୍ରମ କରନ୍ତି?” ମୁଁ ଦେଖିଲି ଲୋକମାନେ ଜୀବନରେ ଉପରକୁ ଉଠିବା ପାଇଁ ଓ ଅନ୍ୟମାନଙ୍କଠାରୁ ଭଲ ରହିବା ପାଇଁ କଠିନ ପରିଶ୍ରମ କରନ୍ତି। କାରଣ, ଲୋକମାନେ ଈର୍ଷାଳୁ ଅଟନ୍ତି ଏବଂ ସେମାନେ କେବେ ଗ୍ଭହାନ୍ତି ନାହିଁ ଯେ, ଅନ୍ୟମାନେ ତା'ଠାରୁ ଅଧିକ ପାଆନ୍ତୁ। ଏହା ଅସାର ଅଟେ। ଏହା ପବନକୁ ଧରିବା ପାଇଁ ଚେଷ୍ଟା କରିବା ତୁଲ୍ୟ ଅଟେ।


Swiv nou:

Piblisite


Piblisite