1 ଶାମୁୟେଲ 19:10 - ପବିତ୍ର ବାଇବଲ10 ଶାଉଲ ବର୍ଚ୍ଛାରେ ଦାଉଦଙ୍କୁ କାନ୍ଥରେ ଫୋଡ଼ି ପକାଇବାକୁ ଗ୍ଭହିଁଥିଲେ, ମାତ୍ର ସେ ଶାଉଲଙ୍କ ସମ୍ମୁଖରୁ ଘୁଞ୍ଚି ଯିବାରୁ ବର୍ଚ୍ଛା କାନ୍ଥରେ ଫୋଡ଼ି ହୋଇଗଲା। ସେହି ରାତ୍ରିରେ ଦାଉଦ ପଳାୟନ କଲେ। Gade chapit laପବିତ୍ର ବାଇବଲ (Re-edited) - (BSI)10 ଏପରି ସମୟରେ ଶାଉଲ ବର୍ଚ୍ଛାରେ ଦାଉଦଙ୍କୁ କାନ୍ଥରେ ଫୋଡ଼ି ପକାଇବାକୁ ଚାହିଁଲେ; ମାତ୍ର ସେ ଶାଉଲଙ୍କ ସମ୍ମୁଖରୁ ଘୁଞ୍ଚିଯିବାରୁ ବର୍ଚ୍ଛା କାନ୍ଥରେ ଫୋଡ଼ି ହୋଇଗଲା; ପୁଣି ଦାଉଦ ପଳାଇ ସେହି ରାତ୍ରି ରକ୍ଷା ପାଇଲେ। Gade chapit laଓଡିଆ ବାଇବେଲ10 ଏପରି ସମୟରେ ଶାଉଲ ବର୍ଚ୍ଛାରେ ଦାଉଦଙ୍କୁ କାନ୍ଥରେ ଫୋଡ଼ି ପକାଇବାକୁ ଚାହିଁଲେ; ମାତ୍ର ସେ ଶାଉଲଙ୍କ ସମ୍ମୁଖରୁ ଘୁଞ୍ଚିଯିବାରୁ ବର୍ଚ୍ଛା କାନ୍ଥରେ ଫୋଡ଼ି ହୋଇଗଲା; ପୁଣି, ଦାଉଦ ପଳାଇ ସେହି ରାତ୍ରି ରକ୍ଷା ପାଇଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ଏପରି ସମୟରେ ଶାଉଲ ବର୍ଚ୍ଛାରେ ଦାଉଦଙ୍କୁ କାନ୍ଥରେ ଫୋଡ଼ି ପକାଇବାକୁ ଚାହିଁଲେ; ମାତ୍ର ସେ ଶାଉଲଙ୍କ ସମ୍ମୁଖରୁ ଘୁଞ୍ଚିଯିବାରୁ ବର୍ଚ୍ଛା କାନ୍ଥରେ ଫୋଡ଼ି ହୋଇଗଲା; ପୁଣି, ଦାଉଦ ପଳାଇ ସେହି ରାତ୍ରି ରକ୍ଷା ପାଇଲେ। Gade chapit la |