1 ଶାମୁୟେଲ 19:13 - ପବିତ୍ର ବାଇବଲ13 ମୀଖଲ ଗୃହର ଦେବତାଙ୍କୁ ଲୁଗାରେ ଘୋଡ଼ାଇ ଦେଲା। ତା'ପରେ ସେ ପ୍ରତିମୂର୍ତ୍ତିକୁ ବିଛଣା ମଧ୍ୟରେ ପୁରାଇ ଦେଲା। ସେ ମଧ୍ୟ ଛାଗ ଚମଡ଼ାକୁ ତହିଁର ମସ୍ତକରେ ଘୋଡ଼ାଇ ଦେଲା। Gade chapit laପବିତ୍ର ବାଇବଲ (Re-edited) - (BSI)13 ତହୁଁ ମୀଖଲ ମୂର୍ତ୍ତି ନେଇ ଶଯ୍ୟାରେ ଶୁଆଇଲା ଓ ଛାଗଲୋମ ନିର୍ମିତ ରେଜାଇ ତହିଁର ମସ୍ତକରେ ଦେଇ ତାହାକୁ ଚାଦରରେ ଘୋଡ଼ାଇ ରଖିଲା। Gade chapit laଓଡିଆ ବାଇବେଲ13 ତହୁଁ ମୀଖଲ ମୂର୍ତ୍ତି ନେଇ ଶଯ୍ୟାରେ ଶୁଆଇଲା ଓ ଛାଗଲୋମ ନିର୍ମିତ ରେଜାଇ ତହିଁର ମସ୍ତକରେ ଦେଇ ତାହାକୁ ଚାଦରରେ ଘୋଡ଼ାଇ ରଖିଲା। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ତହୁଁ ମୀଖଲ ମୂର୍ତ୍ତି ନେଇ ଶଯ୍ୟାରେ ଶୁଆଇଲା ଓ ଛାଗଲୋମ ନିର୍ମିତ ରେଜାଇ ତହିଁର ମସ୍ତକରେ ଦେଇ ତାହାକୁ ଚାଦରରେ ଘୋଡ଼ାଇ ରଖିଲା। Gade chapit la |