1 ଶାମୁୟେଲ 19:15 - ପବିତ୍ର ବାଇବଲ15 ଶାଉଲ ଦାଉଦଙ୍କୁ ଦେଖିବା ପାଇଁ ଦୂତମାନଙ୍କୁ ପଠାଇ କହିଲା, “ତାହାକୁ ଶଯ୍ୟାରେ ମୋ’ ପାଖକୁ ଆଣ। ମୁଁ ତାକୁ ହତ୍ୟା କରିବି।” Gade chapit laପବିତ୍ର ବାଇବଲ (Re-edited) - (BSI)15 ତହିଁରେ ଶାଉଲ ଦାଉଦଙ୍କୁ ଦେଖିବା ପାଇଁ ଦୂତମାନଙ୍କୁ ପଠାଇ କହିଲେ, ତାହାକୁ ଶଯ୍ୟାରେ ମୋʼ ନିକଟକୁ ଆଣ, ମୁଁ ତାହାକୁ ବଧ କରିବି। Gade chapit laଓଡିଆ ବାଇବେଲ15 ତହିଁରେ ଶାଉଲ ଦାଉଦଙ୍କୁ ଦେଖିବା ପାଇଁ ଦୂତମାନଙ୍କୁ ପଠାଇ କହିଲେ, ତାହାକୁ ଶଯ୍ୟାରେ ମୋ’ ନିକଟକୁ ଆଣ, ମୁଁ ତାହାକୁ ବଧ କରିବି। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ତହିଁରେ ଶାଉଲ ଦାଉଦଙ୍କୁ ଦେଖିବା ପାଇଁ ଦୂତମାନଙ୍କୁ ପଠାଇ କହିଲେ, “ତାହାକୁ ଶଯ୍ୟାରେ ମୋʼ ନିକଟକୁ ଆଣ, ମୁଁ ତାହାକୁ ବଧ କରିବି।” Gade chapit la |