Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 19:16 - ପବିତ୍ର ବାଇବଲ

16 ଯେତେବେଳେ ଦୂତମାନେ ଗୃହ ଭିତରକୁ ଯାଇ ଦେଖନ୍ତେ, ସେମାନେ ଶଯ୍ୟା ଉପରେ ପ୍ରତିମୂର୍ତ୍ତି ଦେବତା ଦେଖିଲେ ଓ ତହିଁର ମସ୍ତକର ଛାଗ ଲୋମ ନିର୍ମିତ କମ୍ବଳ ଅଛି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ତହୁଁ ଦୂତମାନେ ଭିତରେ ଯାʼନ୍ତେ, ଦେଖ, ଶଯ୍ୟାରେ ମୂର୍ତ୍ତି ଅଛି ଓ ତହିଁର ମସ୍ତକରେ ଛାଗଲୋମ ନିର୍ମିତ ରେଜାଇ ଅଛି।

Gade chapit la Kopi

ଓଡିଆ ବାଇବେଲ

16 ତହୁଁ ଦୂତମାନେ ଭିତରେ ଯାଆନ୍ତେ, ଦେଖ, ଶଯ୍ୟାରେ ମୂର୍ତ୍ତି ଅଛି ଓ ତହିଁର ମସ୍ତକରେ ଛାଗଲୋମ ନିର୍ମିତ ରେଜାଇ ଅଛି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ତହୁଁ ଦୂତମାନେ ଭିତରେ ଯାଆନ୍ତେ, ଦେଖ, ଶଯ୍ୟାରେ ମୂର୍ତ୍ତି ଅଛି ଓ ତହିଁର ମସ୍ତକରେ ଛାଗଲୋମ ନିର୍ମିତ ରେଜାଇ ଅଛି।

Gade chapit la Kopi




1 ଶାମୁୟେଲ 19:16
3 Referans Kwoze  

ମୀଖଲ ଗୃହର ଦେବତାଙ୍କୁ ଲୁଗାରେ ଘୋଡ଼ାଇ ଦେଲା। ତା'ପରେ ସେ ପ୍ରତିମୂର୍ତ୍ତିକୁ ବିଛଣା ମଧ୍ୟରେ ପୁରାଇ ଦେଲା। ସେ ମଧ୍ୟ ଛାଗ ଚମଡ଼ାକୁ ତହିଁର ମସ୍ତକରେ ଘୋଡ଼ାଇ ଦେଲା।


ଶାଉଲ ଦାଉଦଙ୍କୁ ଦେଖିବା ପାଇଁ ଦୂତମାନଙ୍କୁ ପଠାଇ କହିଲା, “ତାହାକୁ ଶଯ୍ୟାରେ ମୋ’ ପାଖକୁ ଆଣ। ମୁଁ ତାକୁ ହତ୍ୟା କରିବି।”


ଶାଉଲ ମୀଖଲକୁ କହିଲେ, “ଏପରି କରି ତୁମ୍ଭେ କାହିଁକି ମୋତେ ପ୍ରବଞ୍ଚନା କଲ? ମୋ’ ଶତ୍ରୁକୁ କାହିଁକି ତୁମ୍ଭେ ଖସିଯିବାକୁ ଦେଲେ।” ମୀଖଲ ଶାଉଲକୁ ଉତ୍ତର ଦେଇ କହିଲା, “ସେ ମୋତେ କହିଲେ ମୋତେ ଛାଡ଼ିଦିଅ, ତା’ ନ ହେଲେ ମୁଁ ତୁମ୍ଭକୁ ବଧ କରିବି?”


Swiv nou:

Piblisite


Piblisite