Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 19:17 - ପବିତ୍ର ବାଇବଲ

17 ଶାଉଲ ମୀଖଲକୁ କହିଲେ, “ଏପରି କରି ତୁମ୍ଭେ କାହିଁକି ମୋତେ ପ୍ରବଞ୍ଚନା କଲ? ମୋ’ ଶତ୍ରୁକୁ କାହିଁକି ତୁମ୍ଭେ ଖସିଯିବାକୁ ଦେଲେ।” ମୀଖଲ ଶାଉଲକୁ ଉତ୍ତର ଦେଇ କହିଲା, “ସେ ମୋତେ କହିଲେ ମୋତେ ଛାଡ଼ିଦିଅ, ତା’ ନ ହେଲେ ମୁଁ ତୁମ୍ଭକୁ ବଧ କରିବି?”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

17 ଏଣୁ ଶାଉଲ ମୀଖଲକୁ କହିଲେ, ତୁମ୍ଭେ କାହିଁକି ମୋତେ ଏରୂପ ପ୍ରବଞ୍ଚନା କଲ ଓ ମୋʼ ଶତ୍ରୁକୁ ଛାଡ଼ିଦେଲ ଯେ, ସେ ପଳାଇଗଲା? ତହିଁରେ ମୀଖଲ ଶାଉଲଙ୍କୁ ଉତ୍ତର କଲା, ସେ ମୋତେ କହିଲେ, ମୋତେ ଛାଡ଼ିଦିଅ; ମୁଁ କାହିଁକି ତୁମ୍ଭକୁ ବଧ କରିବି?

Gade chapit la Kopi

ଓଡିଆ ବାଇବେଲ

17 ଏଣୁ ଶାଉଲ ମୀଖଲକୁ କହିଲେ, ତୁମ୍ଭେ କାହିଁକି ମୋତେ ଏରୂପ ପ୍ରବଞ୍ଚନା କଲ ଓ ମୋ’ ଶତ୍ରୁକୁ ଛାଡ଼ିଦେଲ ଯେ, ସେ ପଳାଇଗଲା ? ତହିଁରେ ମୀଖଲ ଶାଉଲଙ୍କୁ ଉତ୍ତର କଲା, ସେ ମୋତେ କହିଲେ, ମୋତେ ଛାଡ଼ିଦିଅ; ମୁଁ କାହିଁକି ତୁମ୍ଭକୁ ବଧ କରିବି ?

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ଏଣୁ ଶାଉଲ ମୀଖଲକୁ କହିଲେ, “ତୁମ୍ଭେ କାହିଁକି ମୋତେ ଏରୂପ ପ୍ରବଞ୍ଚନା କଲ ଓ ମୋʼ ଶତ୍ରୁକୁ ଛାଡ଼ିଦେଲ ଯେ, ସେ ପଳାଇଗଲା?” ତହିଁରେ ମୀଖଲ ଶାଉଲଙ୍କୁ ଉତ୍ତର କଲା, “ସେ ମୋତେ କହିଲେ, ‘ମୋତେ ଛାଡ଼ିଦିଅ; ମୁଁ କାହିଁକି ତୁମ୍ଭକୁ ବଧ କରିବି?’”

Gade chapit la Kopi




1 ଶାମୁୟେଲ 19:17
10 Referans Kwoze  

ଅ‌‌ବ୍‌‌ନର ଆଉଥରେ ଅସାହେ‌ଲ୍‌କୁ କହିଲେ, “ମୋ’ ପଛେ ଗୋଡ଼ାଇବା ବନ୍ଦ କର ନଚେତ୍ ମୁଁ ତୁମ୍ଭକୁ ହତ୍ୟା କରିବି। ମୁଁ ତୁମ୍ଭକୁ ହତ୍ୟା କଲେ ତୁମ୍ଭର ଭାଇ ଯୋୟାବକୁ କିପରି ମୁହଁ ଦେଖାଇବି?”


କିନ୍ତୁ ଏବେ କ’ଣ ତୁମ୍ଭମାନଙ୍କୁ ସତ୍ୟ କହୁଥିବାରୁ ମୁଁ ତୁମ୍ଭମାନଙ୍କ ଶତ୍ରୁ ହୋଇଗଲି?


ହେରୋଦ ଦେଖିଲେ ଯେ, ପଣ୍ଡିତମାନେ ତାହାଙ୍କୁ ବୋକା ବନେଇ ଦେଇଛନ୍ତି। ସେ ଖୁବ୍ ରାଗିଗଲେ। ସେ ପଣ୍ଡିତମାନଙ୍କଠାରୁ ଶିଶୁପୁତ୍ରଟିର ଜନ୍ମ ସମୟ ଜାଣିଥିଲେ। ତାହା ଦୁଇ ବର୍ଷ ତଳର କଥା ହୋଇଥିବାରୁ ସେ ବେ‌‌‌‌‌‌ଥ୍‌‌‌‌‌‌ଲେହିମ ଓ ତା’ ଆଖପାଖ ଅଞ୍ଚଳର ଦୁଇ ବର୍ଷ ବା ତା'ଠାରୁ କମ୍ ବୟସର ସବୁ ଶିଶୁପୁତ୍ରଙ୍କୁ ହତ୍ୟା କରିବାକୁ ଆଦେଶ ଦେଲେ।


ଏଲିୟ ଆହାବଙ୍କ ନିକଟକୁ ଗଲେ, ଆହାବ ଏଲିୟଙ୍କୁ କହିଲେ, “ତୁମ୍ଭେ ପୁଣି ମୋତେ ଦେଖା ଦେଲ, ତୁମ୍ଭେ ସର୍ବଦା ମୋର ବିରୁଦ୍ଧରେ ରହିଛ।” ଏଲିୟ ଉତ୍ତର କଲେ, “ହଁ, ମୁଁ ପୁଣି ତୁମ୍ଭକୁ ଦେଖାଦେଲି, ଯେହେତୁ ତୁମ୍ଭେ ଜୀବନସାରା ସଦାପ୍ରଭୁଙ୍କ ଦୃଷ୍ଟିରେ ମନ୍ଦକର୍ମ କରି ଗ୍ଭଲିଛ।


ଅବଶାଲୋମର ଦାସମାନେ ସେହି ସ୍ତ୍ରୀର ଗୃହକୁ ଆସି ପଗ୍ଭରିଲେ, “ଅହୀମାସ ଓ ଯୋନାଥନ କାହାନ୍ତି?” ତହିଁରେ ସେ ସ୍ତ୍ରୀ ସେମାନଙ୍କୁ କହିଲା, “ସେମାନେ ନଦୀ ପାର ହୋଇ ଗଲେଣି।” ତହିଁରେ ସେମାନେ ଖୋଜି ନ ପାଇବାରୁ ଯିରୁଶାଲମକୁ ଫେରିଗଲେ।


ସେ ସ୍ତ୍ରୀଲୋକଟି ଶାମୁୟେଲଙ୍କୁ ଦେଖି ରଡ଼ି କରିବାକୁ ଲାଗିଲା। ସେ ସ୍ତ୍ରୀଲୋକଟି ଶାଉଲଙ୍କୁ କହିଲା, “ତୁମ୍ଭେ ମୋତେ କାହିଁକି ପ୍ରତାରଣା କଲ? ତୁମ୍ଭେ ଶାଉଲ।”


ରାଜା ତାଙ୍କ ନିକଟରେ ଥିବା ଦେହ ରକ୍ଷୀକୁ ଆଦେଶ ଦେଲେ, “ଯାଅ, ପ୍ରଭୁଙ୍କର ଯାଜକମାନଙ୍କୁ ହତ୍ୟା କର।” ଏହିପରି କର କାରଣ ସେମାନେ ସମସ୍ତେ ଦାଉଦଙ୍କର ସପକ୍ଷରେ ଅଛନ୍ତି। ସେମାନେ ଜାଣିଲେ ଦାଉଦ ଏଠାରୁ ପଳାୟନ କରିଛି, କିନ୍ତୁ ସେମାନେ ମୋତେ ଜଣାଇଲେ ନାହିଁ। କିନ୍ତୁ ରାଜାଙ୍କର ଦାସମାନେ ସଦାପ୍ରଭୁଙ୍କର ଯାଜକଙ୍କୁ ହତ୍ୟା କରିବା ପାଇଁ ମନା କଲେ।


ଦାଉଦଙ୍କୁ ଧରି ନେବା ପାଇଁ ଶାଉଲ ଦୂତମାନଙ୍କୁ ପଠାନ୍ତେ ମୀଖଲ କହିଲା, “ସେ ପୀଡ଼ିତ ଅଛନ୍ତି।”


ଯେତେବେଳେ ଦୂତମାନେ ଗୃହ ଭିତରକୁ ଯାଇ ଦେଖନ୍ତେ, ସେମାନେ ଶଯ୍ୟା ଉପରେ ପ୍ରତିମୂର୍ତ୍ତି ଦେବତା ଦେଖିଲେ ଓ ତହିଁର ମସ୍ତକର ଛାଗ ଲୋମ ନିର୍ମିତ କମ୍ବଳ ଅଛି।


Swiv nou:

Piblisite


Piblisite