Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 19:20 - ପବିତ୍ର ବାଇବଲ

20 ତେଣୁ ଶାଉଲ ଦାଉଦଙ୍କୁ ଧରିବା ପାଇଁ ଦୂତମାନଙ୍କୁ ପଠାଇଲେ। ମାତ୍ର ସେମାନେ ଭବିଷ୍ୟ‌ଦ୍‌ବକ୍ତା ଦଳକୁ ଭବିଷ୍ୟ‌ଦ୍‌ବାକ୍ୟ ପ୍ରଗ୍ଭର କରିବାର ଓ ସେମାନଙ୍କ ଉପରେ ନିଯୁକ୍ତି ଶାମୁୟେଲଙ୍କୁ ଠିଆ ହେବାର ଦେଖନ୍ତେ ପରମେଶ୍ୱରଙ୍କ ଆତ୍ମା ଶାଉଲଙ୍କର ଦୂତମାନଙ୍କ ଉପରକୁ ଆସିଲେ। ତହିଁରେ ସେମାନେ ମଧ୍ୟ ଭବିଷ୍ୟ‌ଦ୍‌ବାକ୍ୟ ପ୍ରଗ୍ଭର କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

20 ତେଣୁ ଶାଉଲ ଦାଉଦଙ୍କୁ ଧରିବା ପାଇଁ ଦୂତମାନଙ୍କୁ ପଠାଇଲେ; ମାତ୍ର ସେମାନେ ଭବିଷ୍ୟଦ୍ବକ୍ତା ଦଳକୁ ଭବିଷ୍ୟଦ୍ବାକ୍ୟ ପ୍ରଚାର କରିବାର ଓ ସେମାନଙ୍କ ଉପରେ ନିଯୁକ୍ତ ଶାମୁୟେଲଙ୍କୁ ଠିଆ ହେବାର ଦେଖନ୍ତେ, ପରମେଶ୍ଵରଙ୍କ ଆତ୍ମା ଶାଉଲଙ୍କର ଦୂତମାନଙ୍କ ଉପରକୁ ଆସିଲେ, ତହିଁରେ ସେମାନେ ମଧ୍ୟ ଭବିଷ୍ୟଦ୍ବାକ୍ୟ ପ୍ରଚାର କଲେ ।

Gade chapit la Kopi

ଓଡିଆ ବାଇବେଲ

20 ତେଣୁ ଶାଉଲ ଦାଉଦଙ୍କୁ ଧରିବା ପାଇଁ ଦୂତମାନଙ୍କୁ ପଠାଇଲେ; ମାତ୍ର ସେମାନେ ଭବିଷ୍ୟଦ୍‍ବକ୍ତା ଦଳକୁ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରିବାର ଓ ସେମାନଙ୍କ ଉପରେ ନିଯୁକ୍ତ ଶାମୁୟେଲଙ୍କୁ ଠିଆ ହେବାର ଦେଖନ୍ତେ, ପରମେଶ୍ୱରଙ୍କ ଆତ୍ମା ଶାଉଲଙ୍କର ଦୂତମାନଙ୍କ ଉପରକୁ ଆସିଲେ, ତହିଁରେ ସେମାନେ ମଧ୍ୟ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ତେଣୁ ଶାଉଲ ଦାଉଦଙ୍କୁ ଧରିବା ପାଇଁ ଦୂତମାନଙ୍କୁ ପଠାଇଲେ; ମାତ୍ର ସେମାନେ ଭବିଷ୍ୟଦ୍‍ବକ୍ତା ଦଳକୁ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରିବାର ଓ ସେମାନଙ୍କ ଉପରେ ନିଯୁକ୍ତ ଶାମୁୟେଲଙ୍କୁ ଠିଆ ହେବାର ଦେଖନ୍ତେ, ପରମେଶ୍ୱରଙ୍କ ଆତ୍ମା ଶାଉଲଙ୍କର ଦୂତମାନଙ୍କ ଉପରକୁ ଆସିଲେ, ତହିଁରେ ସେମାନେ ମଧ୍ୟ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କଲେ।

Gade chapit la Kopi




1 ଶାମୁୟେଲ 19:20
13 Referans Kwoze  

ଲୋକମାନେ ଯୀଶୁଙ୍କ ବିଷୟରେ ଏହି କଥାମାନ କହୁଥିବାର ଫାରୂଶୀମାନେ ଶୁଣିଲେ। ତେଣୁ ମୁଖ୍ୟ ଯାଜକମାନେ ଓ ଫାରୂଶୀମାନେ ଯୀଶୁଙ୍କୁ ବନ୍ଦୀ କରିବା ପାଇଁ ମନ୍ଦିରରେ କେତେକ ସୈନ୍ୟଙ୍କୁ ପଠାଇଲେ।


“ଏହା ପରେ ସବୁପ୍ରକାର ଲୋକଙ୍କ ଉପରେ ଆମ୍ଭର ଆତ୍ମା ପ୍ରଦାନ କରିବା। ତହିଁରେ ତୁମ୍ଭର ପୁତ୍ର ଓ କନ୍ୟାଗଣ ସଦାପ୍ରଭୁଙ୍କର ଭବିଷ୍ୟତବାର୍ତ୍ତା ଗ୍ରହଣ କରି ଲୋକମାନଙ୍କ ମଧ୍ୟରେ ପ୍ରଗ୍ଭର କରିବେ। ତୁମ୍ଭର ବୃଦ୍ଧ ଲୋକମାନେ ସ୍ୱପ୍ନ ଦେଖିବେ ଓ ତୁମ୍ଭର ଯୁବକଗଣ ଦର୍ଶନ ଲାଭ କରିବେ।


ଶାଉଲ ଏବଂ ତାଙ୍କର ସେବକ ଜିବେଥ୍ଇଲୋହି‌ମ୍‌କୁ ଗଲେ। ସେହି ସ୍ଥାନରେ ଶାଉଲ ଦଳେ ଭବିଷ୍ୟ‌ଦ୍‌ବକ୍ତାଙ୍କୁ ଭେଟିଲେ। ପୁଣି ପରମେଶ୍ୱରଙ୍କ ଆତ୍ମା ତାହାଙ୍କୁ ଆକ୍ରାନ୍ତ କରନ୍ତେ ସେ ସେମାନଙ୍କ ଭିତରେ ନାଚି, ଗାଈ ଭବିଷ୍ୟ‌ଦ୍‌ବାଣୀ ପ୍ରଗ୍ଭର କରିବାକୁ ଲାଗିଲେ।


ଦାଉଦଙ୍କୁ ଧରି ନେବା ପାଇଁ ଶାଉଲ ଦୂତମାନଙ୍କୁ ପଠାନ୍ତେ ମୀଖଲ କହିଲା, “ସେ ପୀଡ଼ିତ ଅଛନ୍ତି।”


ଶାଉଲ ଦାଉଦଙ୍କ ଘରକୁ ଲୋକ ପଠାଇଲେ। ଲୋକମାନେ ଦାଉଦଙ୍କ ଗୃହକୁ ଜଗି ରହିଲେ। ସେମାନେ ସେଠାରେ ରାତ୍ରି ତମାମ ଜଗି ରହିଲେ। ସେମାନେ ଦାଉଦଙ୍କୁ ପ୍ରଭାତରେ ମାରି ଦେବା ପାଇଁ ଅପେକ୍ଷା କରିଥିଲେ, କିନ୍ତୁ ଦାଉଦଙ୍କ ସ୍ତ୍ରୀ ମୀଖଲ ତାଙ୍କୁ ସତର୍କ କରାଇ ଦେଲା। ସେ କହିଲା, “ତୁମ୍ଭେ ରାତ୍ରିରେ ପଳାୟନ କରି ଜୀବନ ରକ୍ଷା କର। ଯଦି ତୁମ୍ଭେ ଏହା ନ କର ତେବେ ସେମାନେ ତୁମ୍ଭକୁ ଆସନ୍ତା କାଲି ମାରି ଦେବେ।”


କିନ୍ତୁ ଯିଏ ଭାବବାଣୀ କହେ, ସେ ଲୋକମାନଙ୍କୁ ଦୃଢ଼ତା, ଉତ୍ସାହ ଓ ସାନ୍ତ୍ୱନାର କଥା କହେ।


ବିଲିୟମ ଦେଖିଲା ଯେ, ଇସ୍ରାଏଲର ଲୋକମାନେ ସେମାନଙ୍କର ପରିବାରବର୍ଗ ଅନୁସାରେ ରହିଲେ। ତା'ପରେ ପରମେଶ୍ୱରଙ୍କର ଆତ୍ମା ବିଲିୟମ ଉପରକୁ ଆସିଲା।


ଶାଉଲଙ୍କୁ ଜଣାଇ ଦିଆଗଲା, ଦେଖ ଦାଉଦ ରାମାସ୍ଥିତ ନାୟୋତରେ ଅଛି।


ଏହିକଥା ଶାଉଲଙ୍କୁ ଜଣାଇ ଦିଆଯା’ନ୍ତେ ସେ ଅନ୍ୟ ଦୂତମାନଙ୍କୁ ପଠାଇଲେ, ମାତ୍ର ସେମାନେ ମଧ୍ୟ ଭବିଷ୍ୟ‌ଦ୍‌ବାକ୍ୟ ପ୍ରଗ୍ଭର କଲେ, ଶାଉଲ ପୁନର୍ବାର ତୃତୀୟ ଥର ପାଇଁ ଦୂତମାନଙ୍କୁ ପଠାଇଲେ ଓ ସେମାନେ ମଧ୍ୟ ଭବିଷ୍ୟ‌ଦ୍‌ବାକ୍ୟ ପ୍ରଗ୍ଭର କଲେ।


Swiv nou:

Piblisite


Piblisite