1 ଶାମୁୟେଲ 19:8 - ପବିତ୍ର ବାଇବଲ8 ପୁନର୍ବାର ଯୁଦ୍ଧ ହେଲା ତହିଁରେ ଦାଉଦ ବାହାରି ପଲେଷ୍ଟୀୟମାନଙ୍କ ସଙ୍ଗେ ଯୁଦ୍ଧ କଲେ, ସେ ଏତେ ଜୋର୍ରେ ଆଘାତ କଲେ ଯେ, ପଲେଷ୍ଟୀୟମାନେ ଭୟରେ ଦୌଡ଼ି ପଳାଇଲେ। Gade chapit laପବିତ୍ର ବାଇବଲ (Re-edited) - (BSI)8 ଅନନ୍ତର ପୁନର୍ବାର ଯୁଦ୍ଧ ହେଲା; ତହିଁରେ ଦାଉଦ ବାହାରି ପଲେଷ୍ଟୀୟମାନଙ୍କ ସଙ୍ଗେ ଯୁଦ୍ଧ କରି ସେମାନଙ୍କୁ ମହାସଂହାରରେ ବଧ କଲେ; ତହୁଁ ସେମାନେ ତାଙ୍କ ସମ୍ମୁଖରୁ ପଳାୟନ କଲେ। Gade chapit laଓଡିଆ ବାଇବେଲ8 ଏଥିଉତ୍ତାରେ ପୁନର୍ବାର ଯୁଦ୍ଧ ହେଲା; ତହିଁରେ ଦାଉଦ ବାହାରି ପଲେଷ୍ଟୀୟମାନଙ୍କ ସଙ୍ଗେ ଯୁଦ୍ଧ କରି ସେମାନଙ୍କୁ ମହାସଂହାରରେ ବଧ କଲେ; ତହୁଁ ସେମାନେ ତାଙ୍କ ସମ୍ମୁଖରୁ ପଳାୟନ କଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ଏଥିଉତ୍ତାରେ ପୁନର୍ବାର ଯୁଦ୍ଧ ହେଲା; ତହିଁରେ ଦାଉଦ ବାହାରି ପଲେଷ୍ଟୀୟମାନଙ୍କ ସଙ୍ଗେ ଯୁଦ୍ଧ କରି ସେମାନଙ୍କୁ ମହାସଂହାରରେ ବଧ କଲେ; ତହୁଁ ସେମାନେ ତାଙ୍କ ସମ୍ମୁଖରୁ ପଳାୟନ କଲେ। Gade chapit la |