Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 19:9 - ପବିତ୍ର ବାଇବଲ

9 କିନ୍ତୁ ଏକ ମନ୍ଦ ଆତ୍ମା ସଦାପ୍ରଭୁଙ୍କଠାରୁ ଶାଉଲଙ୍କ ଉପରକୁ ଆସିଲା। ଶାଉଲ ତାଙ୍କ ନିଜ ଗୃହରେ ବସିଥିଲେ। ଶାଉଲ ହାତରେ ବର୍ଚ୍ଛା ଧରି ଥିଲେ। ଦାଉଦ ଆପଣା ହସ୍ତରେ ବାଦ୍ୟ ବଜାଉ ଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ଏଉତ୍ତାରେ ଶାଉଲ ଆପଣା ହାତରେ ବର୍ଚ୍ଛା ଧରି ଗୃହରେ ବସିଥିବା ବେଳେ ସଦାପ୍ରଭୁଙ୍କଠାରୁ ଏକ ମନ୍ଦ ଆତ୍ମା ତାଙ୍କ ଉପରକୁ ଆସିଲା; ସେସମୟରେ ଦାଉଦ ଆପଣା ହସ୍ତରେ ବାଦ୍ୟ ବଜାଉଥିଲେ,

Gade chapit la Kopi

ଓଡିଆ ବାଇବେଲ

9 ଏଉତ୍ତାରେ ଶାଉଲ ଆପଣା ହାତରେ ବର୍ଚ୍ଛା ଧରି ଗୃହରେ ବସିଥିବା ବେଳେ ସଦାପ୍ରଭୁଙ୍କଠାରୁ ଏକ ମନ୍ଦ ଆତ୍ମା ତାଙ୍କ ଉପରକୁ ଆସିଲା; ସେସମୟରେ ଦାଉଦ ଆପଣା ହସ୍ତରେ ବାଦ୍ୟ ବଜାଉଥିଲେ,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ଏଉତ୍ତାରେ ଶାଉଲ ଆପଣା ହାତରେ ବର୍ଚ୍ଛା ଧରି ଗୃହରେ ବସିଥିବା ବେଳେ ସଦାପ୍ରଭୁଙ୍କଠାରୁ ଏକ ମନ୍ଦ ଆତ୍ମା ତାଙ୍କ ଉପରକୁ ଆସିଲା; ସେସମୟରେ ଦାଉଦ ଆପଣା ହସ୍ତରେ ବାଦ୍ୟ ବଜାଉଥିଲେ,

Gade chapit la Kopi




1 ଶାମୁୟେଲ 19:9
7 Referans Kwoze  

ମାତ୍ର ସଦାପ୍ରଭୁଙ୍କ ଆତ୍ମା ଶାଉଲଙ୍କଠାରୁ ପ୍ରସ୍ଥାନ କଲେ। ପୁଣି ସଦାପ୍ରଭୁଙ୍କଠାରୁ ଏକ ମନ୍ଦ ଆତ୍ମା ତାଙ୍କୁ ବିରକ୍ତ କରିବାକୁ ଲାଗିଲା।


ଜଣେ ନିପୁଣ ବୀଣାବାଦକ ଅନ୍ୱେଷଣ ପାଇଁ ତୁମ୍ଭେ ତୁମ୍ଭ ସମ୍ମୁଖରେ ଥିବା ଦାସମାନଙ୍କୁ ଆଜ୍ଞା କର। ଯେତେବେଳେ ପରମେଶ୍ୱରଙ୍କଠାରୁ ସେହି ମନ୍ଦ ଆତ୍ମା ତୁମ୍ଭ ସମ୍ମୁଖକୁ ଆସେ, ଯଦି ସେ ଲୋକ ବୀଣା ବଜାଏ ତୁମ୍ଭେ ବହୁତ ଭଲ ସମବେଦନା ପ୍ରକାଶ କରିବ।”


ପୁନର୍ବାର ଯୁଦ୍ଧ ହେଲା ତହିଁରେ ଦାଉଦ ବାହାରି ପଲେଷ୍ଟୀୟମାନଙ୍କ ସଙ୍ଗେ ଯୁଦ୍ଧ କଲେ, ସେ ଏତେ ଜୋ‌ର୍‌ରେ ଆଘାତ କଲେ ଯେ, ପଲେଷ୍ଟୀୟମାନେ ଭୟରେ ଦୌଡ଼ି ପଳାଇଲେ।


ସଦାପ୍ରଭୁ କହିଲେ, ‘ତୁମ୍ଭେ କିପରି ତାକୁ ପ୍ରତାରଣା କରିବ?’ ସ୍ୱର୍ଗଦୂତ ଉତ୍ତର ଦେଲା, ‘ମୁଁ ସମସ୍ତ ଭବିଷ୍ୟ‌ଦ୍‌ବକ୍ତାଙ୍କୁ ଦ୍ୱନ୍ଦରେ ପକାଇବି। ମୁଁ ସେମାନଙ୍କୁ ରାଜାଙ୍କ ନିକଟରେ ମିଛ କୁହାଇବି।’ ସଦାପ୍ରଭୁ କହିଲେ, ‘ଉତ୍ତମ, ଯାଅ, ତାକୁ କୌଶଳରେ ଠକିବାକୁ ଚେଷ୍ଟା କର। ଏଥିରେ ତୁମ୍ଭେ କୃତକାର୍ଯ୍ୟ ହେବ।’”


ଶାଉଲଙ୍କର ଦାସମାନେ ତାଙ୍କୁ କହିଲେ, “ପରମେଶ୍ୱରଙ୍କଠାରୁ ଏକ ମନ୍ଦ ଆତ୍ମା ଆପଣଙ୍କୁ ବିରକ୍ତ କରୁଛି।


ଶାଉଲ ଜାଣିବାକୁ ପାଇଲେ ଯେ, ତାଙ୍କର ଲୋକମାନେ ଦାଉଦ ଓ ତାଙ୍କର ସାଥୀ ଲୋକମାନଙ୍କ ବିଷୟରେ ଜାଣିବାକୁ ପାଇଲେ ଯେ ସେମାନେ କେଉଁଠାରେ ଅଛନ୍ତି। ଏହି ସମୟରେ ଶାଉଲ ନିଜ ହସ୍ତରେ ବର୍ଚ୍ଛା ଧରି ଗିବିୟାସ୍ଥିତ ରାମାର ଏକ ଗଛ ମୂଳରେ ବସି ରହିଲେ। ଏବଂ ତାଙ୍କର ଦାସମାନେ ତାଙ୍କୁ ଘେରି ରହିଥିଲେ।


Swiv nou:

Piblisite


Piblisite