1 ଶାମୁୟେଲ 2:14 - ପବିତ୍ର ବାଇବଲ14 ଆଉ ଯାଜକର ସେବକ ମାଂସକୁ ତସଲା ବା ହଣ୍ଡାରୁ ବାହାର କରିବା ପାଇଁ କଣ୍ଟା ଗ୍ଭମୁଚର ବ୍ୟବହାର କରିବା ଉଚିତ୍। କଣ୍ଟା ଗ୍ଭମୁଚ ଦ୍ୱାରା ଯେତିକି ସେବକ ଆଣି ଥାଏ କେବଳ ସେତିକି ହିଁ ଯାଜକ ନେବା ଉଚିତ୍। ଇସ୍ରାଏଲ ଲୋକମାନେ ଯେଉଁମାନେ ଶିଲୋକୁ ଉପାସନା କରିବା ପାଇଁ ଆସନ୍ତି, ଏହା ଯାହାକି ଯାଜକଗଣ ନୈବେଦ୍ୟ ପ୍ରତି କରିବା ଉଚିତ୍। Gade chapit laପବିତ୍ର ବାଇବଲ (Re-edited) - (BSI)14 ଆଉ ସେ ପାତ୍ର, ବା ତସଲା, ବା ହଣ୍ତା, ବା କହ୍ରାଇ ଭିତରେ ମାରେ; ଯେତେକ ତ୍ରିଶୂଳରେ ଆସେ, ସେସବୁ ଯାଜକ ନିଏ। ଇସ୍ରାଏଲର ଯେତେ ଲୋକ ଶୀଲୋକୁ ଆସିଲେ, ସେଠାରେ ସେମାନେ ସେସମସ୍ତଙ୍କ ପ୍ରତି ଏହିପରି କରୁଥିଲେ। Gade chapit laଓଡିଆ ବାଇବେଲ14 ଆଉ ସେ ପାତ୍ର, ବା ତସଲା, ବା ହଣ୍ଡା, ବା କହ୍ରାଇ ଭିତରେ ମାରେ; ଯେତେକ ତ୍ରିଶୂଳରେ ଆସେ, ସେସବୁ ଯାଜକ ନିଏ। ଇସ୍ରାଏଲର ଯେତେ ଲୋକ ଶୀଲୋକୁ ଆସିଲେ, ସେଠାରେ ସେମାନେ ସେସମସ୍ତଙ୍କ ପ୍ରତି ଏହିପରି କରୁଥିଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ଆଉ ସେ ପାତ୍ର, ବା ତସଲା, ବା ହଣ୍ଡା, ବା କହ୍ରାଇ ଭିତରେ ମାରେ; ଯେତେକ ତ୍ରିଶୂଳରେ ଆସେ, ସେସବୁ ଯାଜକ ନିଏ। ଇସ୍ରାଏଲର ଯେତେ ଲୋକ ଶୀଲୋକୁ ଆସିଲେ, ସେଠାରେ ସେମାନେ ସେସମସ୍ତଙ୍କ ପ୍ରତି ଏହିପରି କରୁଥିଲେ। Gade chapit la |
କିନ୍ତୁ ଯାଜକଗଣ ଯେପରି ବ୍ୟବହାର କରିବା ଉଚିତ୍, ଏଲିର ପୁତ୍ରଗଣ ସେପରି ବ୍ୟବହାର କଲେ ନାହିଁ। ଏପରିକି ସେହି ମାଂସର ମେଦ ଯଜ୍ଞବେଦିରେ ଦଗ୍ଧ ହେବା ପୂର୍ବରୁ, ସେମାନଙ୍କର ସେବକମାନେ ସେହି ବଳିଦାନ ଉତ୍ସର୍ଗ କରୁଥିବା ବ୍ୟକ୍ତି ପାଖକୁ ଗଲେ ଏବଂ କହିଲେ, “ପୋଡ଼ିବା ପାଇଁ ଯାଜକମାନଙ୍କୁ କିଛି ମାଂସ ଦିଅ। ଯାଜକମାନେ ତୁମ୍ଭଠାରୁ ରନ୍ଧା ମାଂସ ଗ୍ରହଣ କରିବେ ନାହିଁ। କେବଳ କଞ୍ଚାମାଂସ ଗ୍ରହଣ କରିବେ।”