Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 2:19 - ପବିତ୍ର ବାଇବଲ

19 ଆହୁରି ମଧ୍ୟ ତାଙ୍କର ମାତା ପ୍ରତି ବର୍ଷ ଆପଣା ସ୍ୱାମୀ ସଙ୍ଗେ ବାର୍ଷିକ ବଳି ଉତ୍ସର୍ଗ କରିବାକୁ ଆସିବା ବେଳେ ସେ ଶାମୁୟେଲ ପାଇଁ ଗୋଟିଏ ସାନ ବସ୍ତ୍ର ବନାଇଥିବା, ତାହା ସେ ତାଙ୍କ ପାଖକୁ ଆଣିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

19 ଆହୁରି ତାଙ୍କର ମାତା ପ୍ରତି ବର୍ଷ ଆପଣା ସ୍ଵାମୀ ସଙ୍ଗେ ବାର୍ଷିକ ବଳି ଉତ୍ସର୍ଗ କରିବାକୁ ଆସିବା ବେଳେ ତାଙ୍କ ପାଇଁ ଗୋଟିଏ ସାନ ଚୋଗା ବନାଇ ତାଙ୍କ କତିକି ଆଣିଥାଏ।

Gade chapit la Kopi

ଓଡିଆ ବାଇବେଲ

19 ଆହୁରି ତାଙ୍କର ମାତା ପ୍ରତି ବର୍ଷ ଆପଣା ସ୍ୱାମୀ ସଙ୍ଗେ ବାର୍ଷିକ ବଳି ଉତ୍ସର୍ଗ କରିବାକୁ ଆସିବା ବେଳେ ତାଙ୍କ ପାଇଁ ଗୋଟିଏ ସାନ ଚୋଗା ବନାଇ ତାଙ୍କ କତିକି ଆଣିଥାଏ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ଆହୁରି ତାଙ୍କର ମାତା ପ୍ରତି ବର୍ଷ ଆପଣା ସ୍ୱାମୀ ସଙ୍ଗେ ବାର୍ଷିକ ବଳି ଉତ୍ସର୍ଗ କରିବାକୁ ଆସିବା ବେଳେ ତାଙ୍କ ପାଇଁ ଗୋଟିଏ ସାନ ଚୋଗା ବନାଇ ତାଙ୍କ କତିକି ଆଣିଥାଏ।

Gade chapit la Kopi




1 ଶାମୁୟେଲ 2:19
4 Referans Kwoze  

ପ୍ରତି ବର୍ଷ ଇ‌ଲ୍‌କାନା ତା'ର ନିଜ ସହର ରାମାକୁ ଛାଡ଼ି ଶୀଲୋକୁ ଯାଉଥିଲା, ଶୀଲୋରେ ଥିବା ସର୍ବଶକ୍ତିମାନ ସଦାପ୍ରଭୁଙ୍କ ନିକଟରେ ବଳିଦାନ ଉତ୍ସର୍ଗ ପାଇଁ ଓ ଉପାସନା ପାଇଁ ସେଠାକୁ ଯାଉଥିଲା। ଯେଉଁ ସ୍ଥାନରେ ଏଲିଙ୍କର ଦୁଇ ପୁତ୍ର ସଦାପ୍ରଭୁଙ୍କର ଯାଜକ ଥିଲେ, ତାଙ୍କର ନାମ ଥିଲା, ହ‌ଫ୍‌ନି ଓ ପୀନହସ୍।


ଏହା ପରେ ଇ‌ଲ୍‌କାନା ଓ ତାହାର ପରିବାର ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବଳିଦାନ ଓ ଆପଣା ପ୍ରତିଜ୍ଞା ପୂର୍ଣ୍ଣତା କରିବାକୁ ଗଲେ।


“ତୁମ୍ଭେମାନେ ବର୍ଷରେ ତିନିଥର ମୋ’ ଉଦ୍ଦେଶ୍ୟରେ ଉତ୍ସବ କର। ସେହି ଉତ୍ସବ ଗୁଡ଼ିକରେ ତୁମ୍ଭେମାନେ ମୋର ପବିତ୍ର ସ୍ଥାନକୁ ଆସି ଉପାସନା କର।


“ଏଫୋଦ ନିମନ୍ତେ ସମ୍ପୂର୍ଣ୍ଣ ନୀଳବର୍ଣ୍ଣରେ ଗ୍ଭେଗା ତିଆରି କର।


Swiv nou:

Piblisite


Piblisite