1 ଶାମୁୟେଲ 2:20 - ପବିତ୍ର ବାଇବଲ20 ପୁଣି ଏଲି ଇଲ୍କାନାକୁ ଓ ତା'ର ସ୍ତ୍ରୀକୁ ଆଶୀର୍ବାଦ କଲେ ଏବଂ କହିଲେ, “ସଦାପ୍ରଭୁଙ୍କର ଏହି ସ୍ତ୍ରୀଲୋକ ପ୍ରତି ଗୋଟିଏ ପିଲା ପାଇଁ ଆଶୀର୍ବାଦ ହେଉ, ହନାହାବ ପୁତ୍ର ପ୍ରାର୍ଥନା କରୁଥିବା ସ୍ଥାନକୁ ନିଆ ହେଉ ଏବଂ ତା'ପରେ ସଦାପ୍ରଭୁଙ୍କୁ ଦେଲେ।” ଏହା ପରେ ସେମାନେ ଆପଣା ଗୃହକୁ ଫେରିଗଲେ। Gade chapit laପବିତ୍ର ବାଇବଲ (Re-edited) - (BSI)20 ପୁଣି ଏଲି ଇଲ୍କାନାକୁ ଓ ତାହାର ଭାର୍ଯ୍ୟାକୁ ଆଶୀର୍ବାଦ କରି କହିଲେ, ସଦାପ୍ରଭୁଙ୍କ ନିକଟରେ ଯାହା ନିବେଦିତ ହୋଇଅଛି, ସେହି ନିବେଦନ ସକାଶୁ ସଦାପ୍ରଭୁ ଏହି ସ୍ତ୍ରୀଠାରୁ ତୁମ୍ଭକୁ ସନ୍ତାନ ଦେଉନ୍ତୁ। Gade chapit laଓଡିଆ ବାଇବେଲ20 ପୁଣି, ଏଲି ଇଲ୍କାନାକୁ ଓ ତାହାର ଭାର୍ଯ୍ୟାକୁ ଆଶୀର୍ବାଦ କରି କହିଲେ, ସଦାପ୍ରଭୁଙ୍କ ନିକଟରେ ଯାହା ନିବେଦିତ ହୋଇଅଛି, ସେହି ନିବେଦନ ସକାଶୁ ସଦାପ୍ରଭୁ ଏହି ସ୍ତ୍ରୀଠାରୁ ତୁମ୍ଭକୁ ସନ୍ତାନ ଦେଉନ୍ତୁ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ପୁଣି, ଏଲି ଇଲ୍କାନାକୁ ଓ ତାହାର ଭାର୍ଯ୍ୟାକୁ ଆଶୀର୍ବାଦ କରି କହିଲେ, “ସଦାପ୍ରଭୁଙ୍କ ନିକଟରେ ଯାହା ନିବେଦିତ ହୋଇଅଛି, ସେହି ନିବେଦନ ସକାଶୁ ସଦାପ୍ରଭୁ ଏହି ସ୍ତ୍ରୀଠାରୁ ତୁମ୍ଭକୁ ସନ୍ତାନ ଦେଉନ୍ତୁ।” Gade chapit la |
ସେ ଏହା କହି ପରମେଶ୍ୱରଙ୍କ ନିକଟରେ ପ୍ରତିଜ୍ଞା କଲା, “ସର୍ବଶକ୍ତିମାନ ସଦାପ୍ରଭୁ ଯଦି ତୁମ୍ଭେ ଦେଖୁଥାଅ ମୁଁ କେତେ ଦୁଃଖୀ, ଯଦି ତୁମ୍ଭେ ତୁମ୍ଭର ଦାସୀକୁ ମନେ ରଖିଥାଅ, ତେବେ ମୋତେ ଏକ ପୁତ୍ର ଦିଅ। ତା'ହେଲେ ମୁଁ ସେହି ପୁତ୍ରଟିକୁ ତୁମ୍ଭଠାରେ ଉତ୍ସର୍ଗ କରିବି। ସେ ତା'ର ଜୀବନସାରା ତୁମ୍ଭର ସେବା କରିବ। ସେ ଦ୍ରାକ୍ଷାରସ ଏବଂ ସୁରା ନାସରୀୟ ତୁଲ୍ୟ ପିଇବ ନାହିଁ ଏବଂ ତା'ର ବାଳ କାଟିବା ପାଇଁ କୌଣସି କ୍ଷୁର ତା'ର ମୁଣ୍ଡରେ ସ୍ପର୍ଶ କରିବ ନାହିଁ।”